ଗଞ୍ଜାମ

ତହସିଲଦାରଙ୍କ ଅସଦ୍‌ ବ୍ୟବହାର ନେଇ ବଢ଼ୁଛି ଅସନ୍ତୋଷ

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଥିବା ଗ୍ରାସୀମ କମ୍ପାନୀର ସହ ପରିଚାଳକ (ଉତ୍ପାଦକ ) ଆଲୋକ ଦୋରାଙ୍କୁ ଉକ୍ତ କମ୍ପାନୀ କର୍ତ୍ତୃପକ୍ଷ ଜୋର ଜବରଦସ୍ତ ଇସ୍ତଫା ଲେଖେଇ ନେଇଥିଲେ। ଏ ନେଇ ଦୋରା କମ୍ପାନୀ ସମ୍ମୁଖରେ ୧୦ ତାରିଖରୁ ଆନ୍ଦୋଳନ ଜାରି...

କରୋନା ଦ୍ୱିତୀୟ ଲହର ନେଇ ବଦଳିଲା ନିଷ୍ପତ୍ତି: ବନ୍ଦ ହେବନି ଟାଟା କୋଭିଡ୍‌ ହସ୍ପିଟାଲ

ଛତ୍ରପୁର, ୨୦।୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଶିତଳାପଲିଠାରେ ଥିବା ଟାଟା କୋଭିଡ ହସ୍ପିଟାଲ ଚଳିତ ମାସ ୩୦ ତାରିଖରୁ ବନ୍ଦ କରିଦେବାପାଇଁ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚିଠି ଦ୍ୱାରା ଭୁବନେଶ୍ୱରସ୍ଥିତ ହାଇଟେକ୍‌ ମେଡିକାଲ କଲେଜ ଓ ହସ୍ପିଟାଲର ମୁଖ୍ୟ...

ସହାୟତା ବାହାନାରେ ଏଟିଏମ୍‌ କାର୍ଡ ବଦଳାଇ ଲୁଟୁଥିଲେ ଟଙ୍କା: ୨ ଆନ୍ତଃରାଜ୍ୟ ଅପରାଧୀଙ୍କୁ ଧରିଲା ଛତ୍ରପୁର ପୋଲିସ

ଛତ୍ରପୁର, ୧୭।୧୧(ଡି.ଏନ୍‌.ଏ.)- ରାଜ୍ୟର ବିଭିନ୍ନ ଜ଼ିଲାରେ ଏଟିଏମ୍‌ରୁ କାର୍ଡ ମାଧ୍ୟମରେ ଟଙ୍କା ଉଠାଣ ବେଳେ ଲୋକଙ୍କୁ ସହାୟତା ଆଳରେ ସେମାନଙ୍କ ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଲୁଟ କରୁଥିବା ମାମଲାରେ ଛତ୍ରପୁର ପୋଲିସକୁ ସଫଳତା ମିଳିଛି। ଏଥିରେ ସମ୍ପୃକ୍ତ ୨...

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ...

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଆସିକା,୧୬ା୧୧(ଡି.ଏନ.ଏ.)-ଆସିକା ଥାନା ଇଲାକାର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ସହ ତାଙ୍କୁ ଜୀବନରେ ମାରିଦେବା ଲାଗି ଧମକ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ ବ୍ରହ୍ମପୁର ଶଶିଭୂଷଣ ନଗର ବାସିନ୍ଦା...

ସିମେଣ୍ଟ ଦୋକାନ ତାଲା ଭାଙ୍ଗି ଦୁର୍ବୃତ୍ତ ନେଇଗଲେ ୫୦ ହଜାର

ଦିଗପହଣ୍ଡି,୧୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡ – ପୁଞ୍ଜିକଁୟା ଛକ ମୁଖ୍ୟରାସ୍ତାରେ ଥିବା ଅର୍ଣ୍ଣପୂର୍ଣା ସିମେଣ୍ଟ ଲୁହାଛଡ଼ ଦୋକାନରୁ ଚୋରି ହୋଇଥିବା ରବିବାର ଅଭିଯୋଗ ହୋଇଛି। ଶନିବାର ବିଳମ୍ବିତ ରାତିରେ ଦୋକାନ ପଛ କବାଟ ତାଲା ଭାଙ୍ଗି କୌଣସି ଦୁର୍ବୃତ୍ତ...

ବିଶ୍ୱ ମଧୁମେହ ଦିବସ

ଆସିକା, ୧୪ା୧୧ (ଡି.ଏନ୍‌.ଏ.): ଆସିକା ବସ୍‌ଷ୍ଟାଣ୍ଡସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଶନିବାର ପୂର୍ବାହ୍ନରେ ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଛି। କେନ୍ଦ୍ର ସଞ୍ଚାଳିକା ପ୍ରଭାତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅବସରପ୍ରାପ୍ତ ନିର୍ଦ୍ଦେଶକ ତଥା ଶିଶୁରୋଗ...

ଏଥର ବାଣ ନୁହେଁ, ରଙ୍ଗୋଲିରେ ଦୀପାବଳି ମନାଇଲେ ବସ୍ତିବାସିନ୍ଦା

ଭଞ୍ଜନଗର,୧୪ା୧୧(ଡି.ଏନ୍‌.ଏ.): ଚଳିତବର୍ଷ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲାଗିଥିବା ବେଳେ ଶନିବାର ଦୀପାବଳି ଅବସରରେ ବସ୍ତି ଅଞ୍ଚଳରେ ରଙ୍ଗୋଲି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଭଞ୍ଜନଗର ଏନ୍‌ଏସି ପକ୍ଷରୁ ବସ୍ତି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ସହ ଦୀପାବଳି ଉତ୍ସବ ପାଳନ...

ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

ବୁଗୁଡା,୧୪ା୧୧(ଡି.ଏନ୍‌.ଏ)-ବୁଗୁଡା ବ୍ଲକ କରସିଙ୍ଗି ଗ୍ରାମରେ ଦୁଇଦିନ ହେଲା ହାତୀ ଉପଦ୍ରବ ଯୋଗୁ ପ୍ରାୟ ୫୦ ଭରଣ ଧାନ ଫସଲ ନଷ୍ଟ ହୋଇଛି। ଏହି ହାତୀପଲ ନୟାଗଡ଼ ଜଙ୍ଗଲରୁ ଆସିଥିବା କୁହାଯାଇଛି। ଏଥିରେ ୧୭ଟି ହାତୀ ଅଛନ୍ତି। ଗୁରୁବାର ଏବଂ ଶୁକ୍ରବାର...

କେଏସ୍‌ୟୁବି କଲେଜର ଭିତ୍ତିଭୂମି ସୁଦୃଢ଼ କରାଯିବ: ମନ୍ତ୍ରୀ

ଭଞ୍ଜନଗର,୨୪।୧୧(ଡି.ଏନ.ଏ.)-ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶନିବାର ପୂର୍ବାହ୍ନରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୁବି) କଲେଜ ପରିଦର୍ଶନରେ ଯାଇଥିଲେ। ସେଠାରେ କଲେଜର ଭିତ୍ତିଭୂମି ଅନୁଧ୍ୟାନ କରି ଏହାକୁ କିଭଳି ଅଧିକ...

ଲକ୍ଷାଧିକ ଟଙ୍କାର ବାଣ ଜବତ, ବ୍ୟବସାୟୀ ଗିରଫ

ଦିଗପହଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଦିଗପହଣ୍ଡି ପୋଲିସ ଡେଙ୍ଗାଓସ୍ତା ଗ୍ରାମର ଏକ ଦୋକାନରେ ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିବା ସହ ବ୍ୟବସାୟୀ ୟୁ. କୈଳାସ ପାତ୍ରଙ୍କୁ ଗିରଫ କରିଛି। କୈଳାସ ବାଣ ବିକୁଥିବା ଖବର ପାଇ...

୭ କ୍ଷୁଦ୍ର କାଳୀମୂର୍ତ୍ତି ନିର୍ମାଣ କଲେ ସତ୍ୟ

ବ୍ରହ୍ମପୁର ଅଫିସ,୧୪ ।୧୧: ଗଞ୍ଜାମ ଜିଲାର ବାଲୁକା ଶିଳ୍ପୀ ସତ୍ୟ ମହାରଣା ନିଆରା କଳାକୃତି କରି ବିଶ୍ୱସ୍ତରରେ ପରିଚିତ ହୋଇଛନ୍ତି। ୨୦୧୭ ମସିହାରେ ସେ ନିର୍ମାଣ କରିଥିବା କ୍ଷୁଦ୍ର କାଳୀମୂର୍ତ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଥିଲା। ଏବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri