ଗଞ୍ଜାମ

ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଗଞ୍ଜାମ,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ ଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି l ଠିକା ନେଇଥିବା ସଂସ୍ଥାର ବେପରୁଆ ନୀତି ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସହର ସାରା କୁଢ଼କୁଢ଼ ଅଳିଆ...

ଅଭିଭାବକଙ୍କ ଜିଦ୍‌, ସାନିଟାଇଜ୍‌ ହେଲା ସ୍କୁଲ

ପାତ୍ରପୁର,୯ା୧(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ବନ୍ଦ ଥିବା ସ୍କୁଲ ଶୁକ୍ରବାର ଖୋଲିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ସ୍ଥିତ ପରାଙ୍କୁଶ ବିଦ୍ୟାପୀଠକୁ ୮୩ଜଣ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ସକାଳ ୧୦ଟାରେ ଆସିଥିଲେ। ସେମାନଙ୍କ ସହ କେତେଜଣ...

ଦକ୍ଷିଣ ଓଡ଼ିଶାରେ ଭୂମିକମ୍ପ

ଦାରିଙ୍ଗବାଡି/ଜି.ଉଦୟଗିରି/ଭଞ୍ଜନଗର/ପାରଳାଖେମୁଣ୍ଡି,୮ା୧: କନ୍ଧମାଳ ଜିଲା ଦାରିଙ୍ଗବାଡି, ଜି. ଉଦୟଗିରି, ବାଲିଗୁଡା, ରାଇକିଆ ସମେତ ଗଞ୍ଜାମର ଭଞ୍ଜନଗର ଓ ଗଜପତି ଜିଲା ମୋହନା ବ୍ଲକର କେତେକ ଅଞ୍ଚଳରେ ଶୁକ୍ରବାର ରାତି ପ୍ରାୟ ୯ଟା ୪୫ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଲୋକେ ଭୟଭିତ...

ବିନା ସାନିଟାଇଜରରେ ଖୋଲିଲା ଭାରତୀ ବିଦ୍ୟାପୀଠ: ଗୋଟିଏ ବେଞ୍ଚରେ ବସିଲେ ଜଣେ

ଗଞ୍ଜାମ,୮।୧(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାୟ ୧୦ ମାସ ବ୍ୟବଧାନ ପରେ ଶୁକ୍ରବାର ସ୍କୁଲ ଖୋଲିଛି। ସ୍କୁଲ ଖୋଲିବା ପୂର୍ବରୁ ସମସ୍ତ ସ୍କୁଲଗୁଡ଼ିିକ ସାନିଟାଇଜ କରିବାକୁ ଶିକ୍ଷା ବିଭାଗ...

ଦୃଷ୍ଟି ଆଢୁଆଳରେ କ୍ଷେତମୁଣ୍ଡଳୀର ମା’ ରାମଚଣ୍ଡୀ

ଜଗନ୍ନାଥପ୍ରସାଦ,୮।୧(ଡି.ଏନ.ଏ.): ଘୁମୁସର ବନାଞ୍ଚଳର ଜଗନ୍ନାଥପ୍ରସାଦ ବ୍ଲକ କ୍ଷେତମୁଣ୍ଡଳୀ ପଞ୍ଚାୟତ ନିକଟ ବଣପାହାଡ ମଧ୍ୟରେ ଅବସ୍ଥାନ କରିଛନ୍ତି ମାଡ଼ ରାମଚଣ୍ଡି। ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତାରୁ କ୍ରିୟାଧର କ୍ଷେତମୁଣ୍ଡାଳୀ ପଞ୍ଚାୟତ ରାସ୍ତାରେ ୧୧ କମି ଦୂରରେ ଏହା ଅବସ୍ଥିତ। ପୀଠ ନିକଟରେ କୂଳୁକୂଳୁ ନାଦ...

୧୧ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ, ୨ ଦମ୍ପତି କୋର୍ଟ ଚାଲାଣ

ହିଞ୍ଜିିଳିକାଟୁ,୭ା୧(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା କାଞ୍ଜିଆମ୍ମା ଓ କୋଦଳା ଥାନା ଡେଙ୍ଗାପଦର ଗ୍ରାମର ୨ ଦମ୍ପତି ଚାକିରି, ଗ୍ରୁପ୍‌ ଲୋନ୍‌ ଆଦି କରାଇଦେବେ କହି ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗୁରୁବାର ଗିରଫ ହୋଇଛନ୍ତି। ସେମାନେ ହେଲେ କାଞ୍ଜିଆମ୍ମା ଗ୍ରାମର...

ଡ୍ରଗ୍‌ ଲାଇସେନ୍ସ ପାଇଁ ଲାଞ୍ଚ ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ଜଣାଇଲେ ଜିଲାପାଳ

ଛତ୍ରପୁର,୭।୧(ଡି.ଏନ୍‌.ଏ.)- ଡ୍ରଗ ଲାଇସେନ୍ସ କରାଇ ଦେବାକୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ କଲେକ୍ଟର ବନମାଳୀ ଶତପଥୀ ୨ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି । ଗତ ସପ୍ତାହରେ ଜିଲାପାଳଙ୍କ କୋର୍ଟରେ ଉକ୍ତ ମାମଲାର ଶୁଣାଣି ହୋଇସାରିଛି ।...

ଇଣ୍ଡିଆନ ବ୍ୟାଙ୍କରେ ଅଗ୍ନିକାଣ୍ଡ

ବୁଗୁଡ଼ା,୭ା୧(ଡି.ଏନ୍‌.ଏ.)- ବୁଗୁଡ଼ା ଇଣ୍ଡିଆନ ବ୍ୟାଙ୍କ ଶାଖାରେ ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଶର୍ଟସର୍କିଟରୁ ନିଅଁା ଲାଗି ୪ ଲକ୍ଷ ଟଙ୍କାର ଏକ ଜେନେରେଟର ଜଳି ଯାଇଛି। ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ସବୁଦିନ ଭଳି ବ୍ୟାଙ୍କ କାର୍ଯ୍ୟ ଆରମ୍ଭ...

୩୪ ଦିନରେ ୩୬ ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ୍‌,୫।୧: ବ୍ରହ୍ମପୁର ସହରର ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଗଠନ ହୋଇଛି ଟ୍ରାଫିକ ୟୁନିଟ୍‌। ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ବିଜ୍ଞପ୍ତି ଅନୁଯାୟୀ, ଗଠିତ ଟ୍ରାଫିକ୍‌ ୟୁନିଟର ମୂଳ ଲକ୍ଷ୍ୟ ଲୋକଙ୍କୁ ଏବଂ ଯାନବାହନ ଚାଳକଙ୍କୁ...

ସୁନ୍ଦର ସହର ଗଢ଼ି ତୋଳିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ୍‌,୫।୧: ବ୍ରହ୍ମପୁର ମହାନଗରକୁ ଦେଶରେ ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ପରିକଳ୍ପନା କରାଯାଇଛି। ତେଣୁ ସମସ୍ତେ ମିଳିମିଶି ଏହାର ସଫଳ ରୂପାୟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେଶମ ନଗରବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସହରରେ...

ଦୀର୍ଘ ୯ ମାସ ପରେ ଖୋଲିଲା ମା’ ତାରାତାରିଣୀ ମନ୍ଦିର

ପୁରୁଷୋତ୍ତମପୁର,୩।୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ତଥା ଓଡ଼ିଶାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ମନ୍ଦିର ମହାମାରୀ କରୋନା ଭୂତାଣୁ ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିଥିଲା। ଯାହାକି ଜିଲା ପ୍ରଶାସନର କରୋନା ଗାଇଡ୍‌ଲାଇନ୍‌ ଅନୁଯାୟୀ, ରବିବାର ଅତିରିକ୍ତ...

ବ୍ରହ୍ମପୁର ବନଖଣ୍ଡ: ପକ୍ଷୀଗଣନାରେ ସାମିଲ ହେବେ ୩୮ ଦଳ

ବ୍ରହ୍ମପୁର ଅଫିସ,୨।୧- ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ରବିବାର ବାର୍ଷିକ ପକ୍ଷୀ ଗଣନା ହେବ। ଏନେଇ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଶେଷ ହେବା ସହ ଅଧିକାରୀ ଓ କର୍ମଚାରୀଙ୍କୁ ତାଲିମ ଦିଆଯାଇଛି। ବନଖଣ୍ଡ ଅଧୀନ ଦିଗପହଣ୍ଡି, ଖଲ୍ଲିକୋଟ, ବ୍ରହ୍ମପୁର ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri