ଗଞ୍ଜାମ

ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା ଛତ୍ରପୁର ତମ୍ପରା ହ୍ରଦରେ। ରବିବାର ସକାଳୁ ତରେଇ ପାଟପୁର ଗ୍ରାମର କନ୍ଧ...

ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସେହି ଗ୍ରାମ ସଂଲଗ୍ନ ହରିଡ଼ାପଦର ଗ୍ରାମର ରଞ୍ଜିତା ନାହାକ।...

କରୋନା ନେଲା ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ଜୀବନ

ପୁରୁଷୋତ୍ତମପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରବିବାର ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ବି . କ୍ରିଷ୍ଣା (୪୫)। ଏହାକୁ ମିଶାଇ ଏଠାରେ କରୋନା ଜନିତ ମୃତ୍ୟୁ...

ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗୋପାଳପୁର,୧୫।୮-ଗଞ୍ଜାମ ଜିଲା ସୁନାପୁର ବେଳାଭୂମିରୁ ଶନିବାର ଗୋଳନ୍ଥରା ଥାନା ପୋଲିସ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ପ୍ରକାଶ ଯେ, ସୁନାପୁର ବେଳାଭୂମିରେ ଆଜି ସକାଳେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ସ୍ଥାନୀୟ...

ସଂଗରୋଧ ସରିବା ପରେ ଭୁଲିଗଲା ଗଞ୍ଜାମ ପ୍ରଶାସନ: ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଲାଣି ସ୍କୁଲ-କଲେଜ କୋଠା

ବ୍ରହ୍ମପୁର,୧୫।୮- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ନିଜ ନିଜ ଜିଲ୍ଲାକୁ ଫେରି ଆସିଥିଲେ। ରାଜ୍ୟ ସରକାର ସେମାନଙ୍କୁ ବିଭିନ୍ନ ସ୍କୁଲ ଓ କଲେଜ ସଂଗରୋଧ ଗୃହରେ ରଖାଯାଇଥିଲା। ପ୍ରବାସୀମାନେ ସଙ୍ଗରୋଧରେ ରହିବା ଦ୍ୱାରା ମହାମାରୀ କରୋନାର ମୁକାବିଲା...

ବୁଗୁଡ଼ାରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ବୁଗୁଡ଼ା,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ବିଭିନ୍ନ ସ୍ଥାନରେ ୭୪ତମ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ବ୍ଲକ କାର୍ଯ୍ୟାଳୟରେ ବିଡିଓ ତନ୍ମୟ ପାତ୍ରଙ୍କ ଉପସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ ପତାକା ଉତ୍ତୋଳନ କରିଛନ୍ତି। ଏହା ସହ ବ୍ଲକ ପ୍ରଶାସନ...

ପୁରୁଷୋତ୍ତମପୁରରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୪ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଏବଂ ଓକିଲ ସଂଘ କାର୍ଯ୍ୟାଳୟରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଛନ୍ତି।...

ବଞ୍ଚିଛି ମାନବିକତା: ମା’-ବାପା ଛେଉଣ୍ଡ ୩ ପିଲାଙ୍କୁ ସହାୟତାର ହାତ ବଢ଼ାଇଲେ…

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ଗାଁରେ। ମା’-ବାପା ଛେଉଣ୍ଡ ୩ ଅସହାୟ ପିଲାଙ୍କୁ ଛତ୍ରପୁର ଶକ୍ତି ଏଜୁକେଶନ ଆଣ୍ଡ୍‌ ଚାରିଟେବୁଲ ଟ୍ରଷ୍ଟ ପରିଚାଳିତ ୟୁରୋ...

ଗଞ୍ଜାମରେ ପାଳିତ ହେଲା ଜିଲାସ୍ତରୀୟ ସ୍ବାଧୀନତା ଦିବସ; ସଂଗ୍ରାମୀଙ୍କ ତ୍ୟାଗ, ବଳିଦାନ ପାଇଁ ଆମେ ପାଇଛୁ ସ୍ବାଧିନତା: ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ):ଗଞ୍ଜାମରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସମାରୋହ ଶନିବାର ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛିା ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରଛନ୍ତି । ଜିଲାପାଳ...

ମାଟିରେ ମିଶିବାକୁ ଯାଉଛି ବ୍ରିଟିଶ ଅମଳର ଐତିହାସିକ ପାରାଗୁଡି!

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଅନେକ ଐତିହାସିକ ସ୍ଥାନ ମଧ୍ୟରୁ ପାରାଗୁଡ଼ି ଅନ୍ୟତମ l ଏହା ଜୟଶ୍ରୀ ଛକଠାରୁ ଅନୀତି ଦୂର ପୁରୁଣା ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ l ବ୍ରିଟିଶ ଅମଳରୁ ଏହା ନିର୍ମାଣ ହୋଇଥିବା ସ୍ଥାନୀୟ ଅଞ୍ଚଳର ବୟସ୍କ...

ଦିଗପହଣ୍ଡିରେ ପାଳିତ ହେଲା ସ୍ବାଧୀନତା ଦିବସ

ଦିଗପହଣ୍ଡି,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ପୁରପଲ୍ଲୀରେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି କୋର୍ଟରେ ମାଜିଷ୍ଟ୍ରେଟ ସଞ୍ଜୟ ଶୁଭବ୍ରତ ଆଚାର୍ଯ୍ୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ପକ୍ଷରୁ ପ୍ରତିବର୍ଷ ଭଳି...

ଗଞ୍ଜାମରେ ୧ ଲକ୍ଷ ଟପିଛି କରୋନା ଟେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୮-ଗଞ୍ଜାମ ଜିଲାରେ କରୋନା ସ୍ଥିତି ସୁଧୁରୁଛି ା ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। କରୋନା ଟେଷ୍ଟ ବୃଦ୍ଧି ପାଇଛି ା ଜିଲାରେ ଟେଷ୍ଟ ସଂଖ୍ୟା ଏକ ଲକ୍ଷରେ ପହଞ୍ଚିଥିବା ଶୁକ୍ରବାର ବ୍ରହ୍ମପୁର ଟାଉନହଲ ପରିସରରେ ଅନୁଷ୍ଠିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri