ଗଞ୍ଜାମ

ଟାଟା କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା: କରୋନା ରୋଗୀଙ୍କ ମୃତ୍ୟୁର ୪ ଦିନ ପରେ ପରିବାରକୁ ଖବର

ବ୍ରହ୍ମପୁର ଅଫିସ,୨୯।୭ – ଗଞ୍ଜାମ ଜିଲାରେ ଏବେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଜିଲାର ଶିତଲାପଲ୍ଲୀଠାରେ ଥିବା ଟାଟା କୋଭିଡ ହସ୍ପିଟାଲରେ ସାଙ୍ଘାତିକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୃତ୍ୟୁ ହୋଇଥିବା ଜଣେ ରୋଗୀଙ୍କ ପରିବାରକୁ ଘଟଣାର ୪ ଦିନ ପରେ...

ଛେଳି ଚୋରି କରିବାକୁ ଯାଇ ହଣା ଖାଇଲେ ୨ ଯୁବକ

ଶେରଗଡ଼,୨୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଷୋଳସଲା ଗ୍ରାମର ଏକ ଗୁହାଳରୁ ଛେଳି ଚୋରି କରିବାକୁ ଯାଇ ହଣା ଖାଇଛନ୍ତି ଦୁଇ ଯୁବକ। ଉକ୍ତ ଯୁବକ ଦ୍ୱୟ ହେଲେ ଧବଳପୁର ଗ୍ରାମର ପବିତ୍ର ପ୍ରଧାନ, ଅଜୟ ବିଷୋୟୀ। ଏହି ଦୁଇଜଣ...

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ ୧୭ତାରିଖରୁ ସିତଲାପଲି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପୂର୍ବରୁ ପ୍ରହରାଜ ଥୁରୁବୁରାଇ ପ୍ରାଥମିଜ...

କ୍ରିକେଟ୍‌ ମ୍ୟାଚ୍‌ ଉଦ୍‌ଘାଟନୀ ଉତ୍ସବରେ ସରପଞ୍ଚ : ଫଟୋ ଭାଇରାଲ

ହିଞ୍ଜିଳିକାଟୁ,୨୯।୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗଁ।ରେ ରବିବାର ଏକ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନ ହୋଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ ରମେଶ ବେହେରା ଯୋଗ ଦେଇଥିବାର ଏକ ଫଟୋ ଏବେ ସାମାଜିକ ଗଣମାଧ୍ୟମରେ...

ପ୍ଲାଜମା ଦାନ କଲେ ଛତ୍ରପୁର ଏସ୍‌ଡିପିଓ: ପ୍ରଶଂସା କଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ ଗତ କିଛି ଦିନ ତଲେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସୁସ୍ଥ ହୋଇ ସେ ପୁଣିଥରେି କାର୍ଯ୍ୟରେ ଯୋଗ ଦେଇଥିଲେ। ତେବେ ମଙ୍ଗଳବାର ସେ କଟକ ଏସ୍‌ସିବି...

ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ...

ଅଡ଼େଇ ଲକ୍ଷ ଟଙ୍କାର ଶାଗୁଆନ ଗଣ୍ଡି ସହ ଗାଡ଼ି ଜବତ

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନବିଭାଗ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଠଣାପଲୀ ନିକଟରେ ଗୋଟିଏ ଟାଟାଏସି ଗାଡି ସହିତ ସେଥିରେ ଥିବା ଅଢେଇ ଲକ୍ଷ ଟଙ୍କାର ମୂଲ୍ୟବାନ ଶାଗୁଆନ ଗଣ୍ଡି ଜବତ ହୋଇଛି। ଦଖିଣ...

ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ...

ଗଞ୍ଜାମରେ ଆଇଏଏସ୍‌, ଓଏଏସ୍‌ ଅଧିକାରୀଙ୍କୁ କାଉନ୍‌ସିଲିଂ କଲେ ଦିଲ୍ଲୀର ମନସ୍ତତ୍ତ୍ୱ ପ୍ରଫେସର

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ଆଡ଼କୁ ଗଲାଣି। କରୋନା ସଂକ୍ରମଣକୁ କିଭଳି ନିୟନ୍ତ୍ରଣ କରାଯିବ ସେନେଇ ଜ଼ିଲାର ଆଇଏଏସ୍‌, ଓଏଏସ୍‌ ତଥା ବରିଷ୍ଠ ଅଧିକାରୀମାନେ ରାତି ଦିନ କାର୍ଯ୍ୟ କରୁଛନ୍ତି। ସେମାନେ କରୋନା ମୁକାବିଲା କାର୍ଯ୍ୟ...

ଗୁରୁତରଙ୍କୁ ନେଲାନି ଆମ୍ବୁଲାନ୍ସ: ଚାଲିଗଲା ମନୋଜଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୮।୭: କରୋନା ମହାମାରୀ ଭୟରେ ହଜିଯାଉଛି ମାନବିକତା। ସଂକ୍ରମଣ ଯୋଗୁ ମଣିଷ ଅଛୁଅଁା ପାଲଟିଯାଉଛି। ଏଭଳି ଅମାନବିକତା ଯୋଗୁ ସୋମବାର ଚାଲିଯାଇଛି ଜଣେ ବ୍ୟକ୍ତିଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁରସ୍ଥିତ...

ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ ଗଛ ଲଗାଅ ଜୀବନ ବଞ୍ଚାଅ ନାରା ଦେଇ କାର୍ଯ୍ୟ କରି ଚାଲିଛନ୍ତି। ଏଭଳି...

ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ ମକା ବିକ୍ରି ପାଇଁ ଯାଇପାରୁ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri