ଗଞ୍ଜାମ

ଗଞ୍ଜାମ ସହରକୁ କରୋନା ମୁକ୍ତ ପାଇଁ ଶପଥ

ଗଞ୍ଜାମ,୨୪।(ଡି.ଏନ.ଏ.): ଗଞ୍ଜାମ ସହରରୁ ସମ୍ପୂର୍ଣ୍ଣ କରୋନା ମୁକ୍ତ ନିମନ୍ତେ ତହସିଲଦାର ଅବନୀ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲି ଜୟଶ୍ରୀ ଛକରୁ ବାହାରି ସାନ ବଜାର ପର୍ଯ୍ୟନ୍ତ ଯାଇଥିଲା। ବ୍ୟବସାୟୀମାନଙ୍କୁ କୋଭିଡ...

କେନ୍ଦ୍ର ସରକାରଙ୍କ କୃଷି, ଶ୍ରମିକ ବିରୋଧୀ ଆଇନ ପ୍ରଣୟନକୁ ବିରୋଧ

ଦିଗପହଣ୍ଡି,୨୩ା୯(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍‌ଷ୍ଟାଣ୍ଡଠାରେ ସର୍ବଭାରତୀୟ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଙ୍କ ଡାକରା କ୍ରମେ ବୁଧବାର ସିପିଆଇ,ସିପିଆଇ (ଏମ୍‌) ଏବଂ କଂଗ୍ରେସ ସମର୍ଥିତ ଏଆଇଟିୟୁସି, ସିଆଇଟିୟୁ, ଆଇଏନଟିୟୁସି ଶ୍ରମିକ ସଙ୍ଗଠନ ପକ୍ଷରୁ କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ବିରୋଧୀ...

ଗଞ୍ଜାମକୁ ଆସୁଥିବା ଲୋକଙ୍କ ଉପରେ ରଖାଯିବ ନଜର: ନିର୍ଦ୍ଦେଶ ଦେଲେ ଜ଼ିଲାପାଳ

ଛତ୍ରପୁର, ୨୩।୯(ଡି.ଏନ.ଏ): ଗଞ୍ଜାମରେ କରୋନା ସ୍ଥିତିରେ ବେଶ୍‌ ସୁଧାର ଆସିଛି । ଏନେଇ ଜ଼ିଲାବାସୀଙ୍କୁ ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ ଧନ୍ୟବାଦ ଜଣାଇଛନ୍ତି। ତେବେ ଏବେ ବି ବିପଦ ଟଳିନି। କେତେ ଲୋକେ ସମ୍ପୂର୍ଣ୍ଣ ଭୟମୁକ୍ତ...

ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ

ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି ମାଙ୍କଡ ମନ୍ଦିର ଭିତରେ ପଶି ଜଗନ୍ନାଥଙ୍କୁ ଜାବୁଡି ଧରି ମୁଣ୍ଡ ପୋତି ବସିଥିବାର...

ଡିଭାଇଡର ଉପରକୁ ଚଢ଼ିଗଲା କାର୍‌

ଦିଗପହଣ୍ଡି,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜକଁୟା ଛକ ନିକଟ ୩୧୭ ନଂ . ଜାତୀୟ ରାଜପଥ ଡିଭାଇଡର ଉପରେ ଚଳନ୍ତା କାର ଚଢି ଯିବାରୁ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳଳେ ବ୍ରହ୍ମପୁରରୁ ଗଜପତି ଜିଲା ମୋହନା ଅଭିମୁଖେ ଯାଉଥିବା କାର...

ଫାର୍ମାସିଷ୍ଟଙ୍କ ଜୀବନ ନେଲା କରୋନା: ଗାର୍ଡ ଅଫ୍‌ ଅନର ସହ ଶେଷକୃତ୍ୟ ସମ୍ପନ୍ନ

ପୁରୁଷୋତ୍ତମପୁର,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପାଣ୍ଡିଆ ଗ୍ରାମର ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଓ୍ବାଇ ରାଜକୁମାର (୪୬)। ସେ ଦୀର୍ଘ ୧୩ ବର୍ଷ ହେଲା ମାଲକାନଗିରି ଜିଲା ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା...

ମହିଳା ହୋମଗାର୍ଡଙ୍କୁ ଆକ୍ରମଣ ମାମଲା: ସ୍ବାମୀଙ୍କ ସମେତ ୨ ଦେଡ଼ଶୁର ଗଲେ ଜେଲ୍‌

ଦିଗପହଣ୍ଡି,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ନର୍ମଦା ପଣ୍ଡାଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ରବିବାର ତାଙ୍କ ସ୍ବାମୀ ରାଧାଶ୍ୟାମ ନନ୍ଦ, ଦେଡ଼ଶୁର ଜଗଦୀଶ ନନ୍ଦ, ପୀତବାସ ନନ୍ଦଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। କେସ...

ବୋହୂକୁ ବଳାତ୍କାର ଅଭିଯୋଗରେ ଶ୍ବଶୁର ଗଲେ ଜେଲ, ବାଳସୁଧାର ଗୃହରେ ଦିଅର

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁରଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୦୪/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌...

ବୋହୂଙ୍କୁ ବଳାତ୍କାର ଅଭିଯୋଗ: ଶ୍ୱଶୁର, ଦିଅର ଥାନାରେ ଅଟକ

ଦିଗପହଣ୍ଡି,୧୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁର,ଶାଶୁ, ନଣନ୍ଦ ଏବଂ ଦିଅରଙ୍କ ବିରୋଧରେ କେସ୍‌ ନଂ.୨୦୪/୨୦ ଅନୁଯାୟୀ ମକଦ୍ଦମା ରୁଜୁ କରିଛି। ତେବେ ଶ୍ବଶୁର, ଦିଅରଙ୍କୁ ପୋଲିସ ବୁଧବାର...

ମୋଷ୍ଟ୍‌ ଓ୍ବାଣ୍ଟେଡ କାଳିଆ ଗଲେ ଜେଲ୍‌

ଦିଗପହଣ୍ଡି,୧୬ା୯(ଡି.ଏନ୍‌.ଏ.): ବ୍ରହ୍ମପୁର ପୋଲିସର ମୋଷ୍ଟ୍‌ ଓ୍ବାଣ୍ଟେଡ ଠେସା କାଳିଆ ଓରଫ କେଶବ ଚନ୍ଦ୍ର କୁଣ୍ଡଙ୍କୁ କେ. ନୂଆଗାଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ଜର ଥାନା ଖାରିଆଗୁଡ଼ା ଗାଁର କେଶବଙ୍କ ନାଁରେ ଦିଗପହଣ୍ଡି,କେ. ନୂଆଗାଁ, ଗୋଳନ୍ଥରା, ଜରଡ଼ା, ବ୍ରହ୍ମପୁର...

ଗଞ୍ଜାମ ସହରରେ ଅଧିକାଂଶ ଲୋକ ବର୍ତ୍ତମାନ ପିନ୍ଧୁନାହାନ୍ତି ମାସ୍କ

ଗଞ୍ଜାମ,୧୫।୯(ଡି.ଏନ୍‌.ଏ.): ଗଞ୍ଜାମସହରରେ ମହାମାରୀ କରୋନା ସ୍ଥିତି ବର୍ତମାନ ନିୟନ୍ତ୍ରଣ ଥିବା ଜଣା ପଡିଛି । ଏହି ଏନ୍‌ଏସି ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଥିବା ବେଳେ ୮୬ ଜଣ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସହରର ଦୁଇ...

ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଉଦ୍ୟମ ମାମଲା: ଫେରାର ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମର ଜିଲା ଭାଜପା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ବାପି ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ସୋମବାର ପୂର୍ବାହ୍ନରେ କେ.ନୂଆଗାଁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଦ୍ବୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri