ଗଞ୍ଜାମ

କରୋନା ଭୟ: ଛତ୍ରପୁର ସବ୍‌ଜେଲରେ ହେବ ଯାଞ୍ଚ

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ସବଜେଲ୍‌କୁ ପ୍ରଶାସନିକ ଓ ସ୍ବାସ୍ଥ୍ୟ ଅଧିକାରୀ ପରିଦର୍ଶନ କରିଛନ୍ତି। ଅନ୍ତେବାସୀଙ୍କ କରୋନା ଲକ୍ଷଣ ଅଛି କି ନାହିଁ ସେନେଇ ଗୁରୁବାର ଟିମ୍‌ ଅନୁଧ୍ୟାନ କରିବା ସହ ଯାଞ୍ଚ କରିଥିବା ଜଣାପଡ଼ିଛି। ଜେଲରେ ଥିବା...

ଗଞ୍ଜାମରେ ପ୍ଲାଜମା ଥେରାପି ସଫଳ, ସୁସ୍ଥ ହେଉଛନ୍ତି କରୋନା ଆକ୍ରାନ୍ତ: ଜିଲାପାଳ

ଛତ୍ରପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହୋଇଯାଇଛି। ଏଥିରୁ ସୁଫଳ ମିଳୁଛି। ପ୍ଲାଜମା ଥେରାପିରୁ କରୋନା ଆକ୍ରାନ୍ତ ସୁସ୍ଥ ହେଉଛନ୍ତି। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ...

ଜାଣନ୍ତୁ କାହିଁକି ବଢ଼ୁଛି ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଛତ୍ରପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସପ୍ତାହକ ମଧ୍ୟରେ ୨୦୩୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରେ ଜିଲାରେ ଆଜିର ୫୪୦ ପଜିଟିଭ୍‌ ରହିଛନ୍ତି। ଯାହା ଏଯାବତ୍‌ ଦିନକରେ ସର୍ବାଧିକ ବୋଲି ଜଣାପଡ଼ିଛି। ଅପରପକ୍ଷରେ ଗଞ୍ଜାମ ଜିଲାରେ ଘରକୁ ଘର...

ବର୍ଷାରେ ଧୋଇଗଲା ଅସ୍ଥାୟୀ ପୋଲ, ଯାତାୟାତ ବାଧାପ୍ରାପ୍ତ

ପାଟପୁର,୨୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରୁ ଜାରିରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ବୁଧବାର ପୋଚକା ନାଳ ଉପର ମୁଣ୍ଡରେ ବର୍ଷା ଯୋଗୁ ଗୁରୁବାର ଭୋର୍‌ରୁ ଚୁଡଙ୍ଗପୁର ପଞ୍ଚାୟତ ବୁଧେଶ୍ୱର ଗ୍ରାମ ନିକଟ ରଘୁନାଥ ସାଗରରେ ବନ୍ୟାପାଣି...

ସ୍କ୍ରିନିଂ ବେଳେ ୩୪ କରୋନା ଲକ୍ଷଣ ଥିବା ବ୍ୟକ୍ତି ଚିହ୍ନଟ

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.)- ଛତ୍ରପୁର ହସ୍ପିଟାଲ ନିକଟରେ ଥିବା ଏକ ଔଷଧ ଦୋକାନର କର୍ମଚାରୀ ବୁଧବାର କରୋନା ପଜିଟିଭ୍‌ ଚିହ୍ନଟ ପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି। ଏନ୍‌ଏସି ପକ୍ଷରୁ ଉକ୍ତ ଦୋକାନକୁ ସିଲ୍‌ କରାଯାଇ ଅନ୍ୟମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି।...

ମୃତଦେହ ସଂସ୍କାର ପରେ ରିପୋର୍ଟ ପଜିଟିଭ: ଚିନ୍ତାରେ ଶବବାହକ, ପରିବାର ଲୋକେ

ଭଞ୍ଜନଗର,୨୨।୭(ଡି.ଏନ.ଏ)- ସ୍ବାବ୍‌ ସଂଗ୍ରହର ୧୦ ଦିନ ପରେ ରିପୋର୍ଟ ପଜିଟିଭ ଆସିଲା। ସେତେବେଳକୁ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟି ସାରିଥିଲା। ପରିବାର ଲୋକେ ଓ ସମ୍ପର୍କୀୟ ସଂସ୍କାର କରିଦେଇଥିଲେ। ଏହାର କିଛି ଘଣ୍ଟା ପରେ ପ୍ରଶାସନ ପକ୍ଷରୁ କରୋନା ପଜିଟିଭ...

ବାଘୁଆ ଜଳଭଣ୍ଡାରରୁ ପାଣି ଛାଡ଼ିଲା ପ୍ରଶାସନ

ବୁଗୁଡ଼ା,୨୨ା୭(ଡି.ଏନ୍‌.ଏ.): ବାଘୁଆ ଜଳଭଣ୍ଡାରରୁ ପାଣି ଛଡ଼ାଯାଇଛି। ଏହି ପାଣି ବାଘୁଆ ଜଳଭଣ୍ଡାରର ବାମ ଏବଂ ଦକ୍ଷିଣ କେନାଲ ଦେଇ ଛଡ଼ାଯାଇଥିବା ବୁଗୁଡ଼ା ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁଯାୟୀ,...

ଜେଲ୍‌ରେ କରୋନା: ୩୩ କଏଦୀ, ଜେଲର ସମେତ ୧୦ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୨୨ା୭: କରୋନାର କରାଳଛାୟା ଭିତରେ ଏବେ ଗଞ୍ଜାମ ଜିଲା ଗତି କରୁଛି। ମଣ୍ଡଳକାରାଗାରରେ ରହୁଥିବା କଏଦୀ, କାରାପାଳ ଓ କର୍ମଚାରୀମାନେ ମଧ୍ୟ ଏଥିରୁ ବର୍ତ୍ତି ପାରୁନାହାନ୍ତି । ବୁଧବାର ମିଳିଥିବା ସ୍ବାବ୍‌ ରିପୋର୍ଟ ଅନୁସାରେ, ମଣ୍ଡଳକାରାଗାରରେ ଥିବା ୩୩...

ଗାଁରେ ନିଜର ସ୍ବାବ ଟେଷ୍ଟିଂ ପାଇଁ ନମୁନା ଦେବାକୁ ଚାଁହୁଛନ୍ତି କି..

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ବ୍ଲକକୁ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ପଠାଯାଉଛି। ଆବଶ୍ୟକ ଅନୁସାରେ ବିଭିନ୍ନ ବ୍ଲକ ଅଧୀନ ଗାଁଗୁଡ଼ିକୁ ଉକ୍ତ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ବୁଲୁଛି, ଏବଂ ଗାଁ ସ୍ତରରେ ସ୍ବାବ ସଂଗ୍ରହ କରାଯାଉଛି। ଟେଷ୍ଟିଂ...

ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷ ଟଙ୍କାରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା...

ରେଡ୍‌ ଜୋନରେ ଗଞ୍ଜାମର ୪୫୨ଗାଁ: ଡରାଉଛନ୍ତି ଏସବୁ ବ୍ଲକ

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଦୈନିକ ୨୦୦ ରୁ ୩୦୦ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ୩ ରୁ ୫ଜଣଙ୍କ ଦୈନିକ କରୋନାରେ ଜୀବନ ଯାଉଛି। ଆହୁରି ଜଣାଯାଇଛି...

କରୋନା ପଜିଟିଭ୍‌ଙ୍କ ନାଁରେ ଏତଲା

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସିର ଭବାନୀ ଶଙ୍କର ପାତ୍ର ୧୮ ତାରିଖରେ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ୨୮ ଦିନ ହୋମ୍‌ ଆଇସୋଲେଶନରେ ରହିବାକୁ ଏନ୍‌ଏସି ପ୍ରଶାସନ କହିଥିଲେ। ତେବେ ସେ ଏହି ନିୟମକୁ ଉଲ୍ଲଂଘନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri