ଗଞ୍ଜାମ

ନାଳରେ ଭାସିଗଲେ ମହିଳା, ପତ୍ତା ମିଳୁନି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମର ଜଣେ ମହିଳା ବୁଧବାର ସାରେ ଗ୍ରାମ ନାଳକୁ କୌଣସି କାମରେ ଯାଇଥିବା ବେଳେ ଭାସିଯାଇଛନ୍ତି। ସେ ହେଲେ ଆମ୍ବି ନାୟକ। ଖବର ଲେଖା ହେବା ସୁଦ୍ଧା(ରାତି ୮ଟା) ତାଙ୍କର...

ଦୁଃଖ ଦେଇଗଲା ‘ମୋନ୍ଥା’: ହେକ୍ଟର ହେକ୍ଟର ଜମିରେ ବର୍ଷା ପାଣି, ଚାଷୀ ମୁଣ୍ଡରେ ହାତ…

ଛତ୍ରପୁର,୨୯।୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଗଞ୍ଜାମ ଜିଲାରେ ତିନି ଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଜିଲାରେ ହେକ୍ଟର ହେକ୍ଟର ଧାନ ଫସଲ ସମ୍ପୂର୍ଣ୍ଣ ଉଜୁଡି ଯାଇଛି l ବର୍ଷା କିଛି ପରିମାଣରେ କମି...

ଟଳିଲା ବାତ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା, ସହାୟତା ଦାବି କରି…

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ବାତ୍ୟା ଭଞ୍ଜନଗର ଅଞ୍ଚଳରେ ଯେଉଁଭଳି ତାଣ୍ଡବ ରଚିବ ବୋଲି ଆଶଙ୍କା କରାଯାଉଥିଲା ସୌଭାଗ୍ୟବଶତଃ ସେଭଳି କିଛି ହୋଇନାହିଁ। କିନ୍ତୁ ବର୍ଷା ପାଇଁ ବ୍ଲକର ଅନେକ ଝାଟିମାଟି ଘର ଭାଙ୍ଗିଯାଇଛି। ଏଥିସହ ଜମିରେ ପାଣି ଭରି ରହିବା ଯୋଗୁ...

ବସଷ୍ଟାଣ୍ଡ ଯାଇ ଆଉ ଘରକୁ ଫେରିଲେନି ଦଣ୍ଡାସି

ଦିଗପହଣ୍ଡି,୨୯।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ପିକ ଅପ ଭ୍ୟାନ (ନଂ. ଓଡ଼ି୩୩ ଏସି -୧୦୮୩) ଧକ୍କାରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ...

ଟଳିଲା ବାତ୍ୟା ଭୟ, ବଢିଲା ଋଷିକୂଲ୍ୟା ନଦୀ ଜଳସ୍ତର, ଭୟରେ ଲୋକେ!

ଗଞ୍ଜାମ,୨୯।୧୦(ବିଦ୍ୟାଧର ସାହୁ ): ବର୍ତ୍ତମାନ ଟଳିଛି ବାତ୍ୟା ଭୟ । ବାତ୍ୟା ମୋନ୍ଥା ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ଲାଗି ରହିଛି । ଏଥିସହ ଉପର ମୁଣ୍ଡରେ ପ୍ରବଳ ବର୍ଷା ଏବଂ ଘୋଡାହଡ଼ା ଡ୍ୟାମ ପାଣି ଛଡା ଯିବା...

SI ସ୍କାମ୍‌: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ  ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ...

ଜଳୁନି ଷ୍ଟ୍ରିଟ ଲାଇଟ, ମୋବାଇଲ ଟର୍ଚ୍ଚରେ ବିକ୍ରି କରୁଛନ୍ତି ମାଛ,ଏମିତି ଘଟଣା ଦେଖିବାକୁ ମିଳିଛି…

ଗଞ୍ଜାମ,୨୯।୧୦ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସାନ ବଜାରଠାରେ ମାଛ ମାର୍କେଟ ଅବସ୍ଥିତ। ବହୁ ଦାବି ପରେ ଏନଏସି ପ୍ରଶାସନ ପକ୍ଷରୁ ମାଛ ବେପାରୀମାନଙ୍କ ଲାଗି ଭେଣ୍ଡିଂ ଜୋନ ନିର୍ମାଣ କରାଯାଇଛି । ହେଲେ ସାମାନ୍ୟ ବର୍ଷା ହେଲେ...

ଝିଅ ବାହାଘର ପାଇଁ ବ୍ୟାଙ୍କରୁ ଉଠାଇଥିଲେ ଲକ୍ଷାଧିକ ଟଙ୍କା, ପଲସରରେ ଆସି ଝାମ୍ପି ନେଇ ଚମ୍ପଟ ମାରିଲେ…

ଦିଗପହଣ୍ଡି,୨୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଜନଗହଳି ପୂର୍ଣ୍ଣ ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା କଡ଼ରେ ଥିବା ଷ୍ଟେଟବ୍ୟାଙ୍କ ସମ୍ମୁଖରୁ ୨ ଦୁର୍ବୃତ୍ତ ଜଣେ ମହିଳାଙ୍କଠାରୁ ୧ ଲକ୍ଷ ୨୦ ହଜାର ଟଙ୍କା ଲୁଟି ନେଇଥିବା...

ବାତ୍ୟା ‘ମୋନ୍ଥା’ ପ୍ରଭାବ: ପାହାଡ଼ ଘେରରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର,ରାମନଦୀରେ ବନ୍ୟା ସ୍ଥିତି, ପ୍ରଶାସନ…

ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ସାମୁଦ୍ରିକ ବାତ୍ୟା ’ ମୋନ୍ଥା’ ପ୍ରଭାବରେ ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ ମଙ୍ଗଳବାର ଭୋରରୁ ତୁହାକୁ ତୁହା ବର୍ଷା ଲାଗିରହିଛି। ଫଳରେ ଘୋଡ଼ାହାଡ଼ ଓ ରାମନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତପ୍ତପାଣି, ଶୁଳିଆ,...

ବାତ୍ୟାରେ ମାଛ ଧରୁଛନ୍ତି ମତ୍ସ୍ୟଜୀବୀ: ଆରଡିରେ ଝୁଲୁଛି ତାଲା

ଭଞ୍ଜନଗର,୨୮ା୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବାତ୍ୟା ‘ମୋନ୍ଥା’ ପାଇଁ ମଙ୍ଗଳବାର ଦିନ ତମାମ କୋହଲା ପାଗ ରହିଛି। ବେଳେବେଳେ ଝିପଝିପି ବର୍ଷା ହେଉଥିଲା। ସନ୍ଧ୍ୟାରୁ ବର୍ଷା ପରିମାଣ ବଢ଼ିଛି। ତେବେ ବାତ୍ୟା ପାଇଁ ମତ୍ସ୍ୟଜୀବୀମାନେ ଚିନ୍ତାରେ ରହିଛନ୍ତି। ଭଞ୍ଜନଗର...

ଘୋଡାହାଡ ନଦୀ ରେ ବଢୁଛି ଜଳସ୍ତର :ନଈ କୂଳିଆ ଲୋକେ ଭୟଭୀତ

ଦିଗପହଣ୍ଡି,୨୮।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା‘ମୋନ୍ଥା’ ପ୍ରଭାବରେ ମଙ୍ଗଳବାର ସକାଳୁ ତୁହାକୁ ତୁହା ବର୍ଷା ଲାଗିରହିଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡାହାଡ ଡ଼୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକର ୨ଟି...

କାଉନ୍ସିଲରଙ୍କ ଘର କାନ୍ଥ ଭୁଶୁଡିବା ଘଟଣା: ପରିବାରକୁୁ ଭେଟିଲେ ବିଧାୟକ

ଗଞ୍ଜାମ,୨୮।୧୦(ବିଦ୍ୟାଧର ସାହୁ ): ବାତ୍ୟା ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ଜାରି ରହିଛି । ତୁହାକୁତୁହା ବର୍ଷା ଯୋଗୁ ମଙ୍ଗଳବାର ଗଞ୍ଜାମ ଏନ୍‌ଏସି ୱାର୍ଡ ନମ୍ବର ୯ ବରପଲ୍ଲୀ ଗ୍ରାମର କାଉନ୍ସିଲର ସ୍ବାଗତ ଆଶିଷ ନାୟକଙ୍କ ଘର କାନ୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri