ଛତ୍ରପୁର,୨୯।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ହେଡକ୍ୱାର୍ଟର୍ସ ଛତ୍ରପୁର ଏନ୍ଏସିର ରାମନଗର ଦ୍ୱିତୀୟ ଲେନ୍ର ରାସ୍ତା ଖରାପ ହୋଇଯାଇଥିଲା। ରାସ୍ତାର ବିଭିନ୍ନ ସ୍ଥାନରେ ଗର୍ତ୍ତ ହୋଇ ପାଣି ଜମି ରହୁଥିଲା। ତେଣୁ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ଲୋକଙ୍କୁ ବହୁ ଅସୁବିଧାର...
ଛତ୍ରପୁର,୨୯।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର କୁକୁଡାଖଣ୍ଡି ବ୍ଲକ ଦକ୍ଷିଣପୂର ପଞ୍ଚାୟତର ଜଣେ ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କରୋନାକୁ ହରାଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସ୍ଚାର୍ଜ ହୋଇ ସେ ବର୍ତ୍ତମାନ ଘରେ ଅଛନ୍ତି। ତେବେ ସ୍ଥାନୀୟ ବିଡିଓ ଏବଂ ମେଡିକାଲ...
ବ୍ରହ୍ମପୁର ଅଫିସ,୨୯।୭ – ଗଞ୍ଜାମ ଜିଲାରେ ଏବେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଜିଲାର ଶିତଲାପଲ୍ଲୀଠାରେ ଥିବା ଟାଟା କୋଭିଡ ହସ୍ପିଟାଲରେ ସାଙ୍ଘାତିକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୃତ୍ୟୁ ହୋଇଥିବା ଜଣେ ରୋଗୀଙ୍କ ପରିବାରକୁ ଘଟଣାର ୪ ଦିନ ପରେ...
Archives
Model This Week
ପିଲାଙ୍କ ଧରିତ୍ରୀ