ଗଞ୍ଜାମ

ଗଞ୍ଜାମରେ ଆଇଏଏସ୍‌, ଓଏଏସ୍‌ ଅଧିକାରୀଙ୍କୁ କାଉନ୍‌ସିଲିଂ କଲେ ଦିଲ୍ଲୀର ମନସ୍ତତ୍ତ୍ୱ ପ୍ରଫେସର

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ଆଡ଼କୁ ଗଲାଣି। କରୋନା ସଂକ୍ରମଣକୁ କିଭଳି ନିୟନ୍ତ୍ରଣ କରାଯିବ ସେନେଇ ଜ଼ିଲାର ଆଇଏଏସ୍‌, ଓଏଏସ୍‌ ତଥା ବରିଷ୍ଠ ଅଧିକାରୀମାନେ ରାତି ଦିନ କାର୍ଯ୍ୟ କରୁଛନ୍ତି। ସେମାନେ କରୋନା ମୁକାବିଲା କାର୍ଯ୍ୟ...

ଗୁରୁତରଙ୍କୁ ନେଲାନି ଆମ୍ବୁଲାନ୍ସ: ଚାଲିଗଲା ମନୋଜଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୮।୭: କରୋନା ମହାମାରୀ ଭୟରେ ହଜିଯାଉଛି ମାନବିକତା। ସଂକ୍ରମଣ ଯୋଗୁ ମଣିଷ ଅଛୁଅଁା ପାଲଟିଯାଉଛି। ଏଭଳି ଅମାନବିକତା ଯୋଗୁ ସୋମବାର ଚାଲିଯାଇଛି ଜଣେ ବ୍ୟକ୍ତିଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁରସ୍ଥିତ...

ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ ଗଛ ଲଗାଅ ଜୀବନ ବଞ୍ଚାଅ ନାରା ଦେଇ କାର୍ଯ୍ୟ କରି ଚାଲିଛନ୍ତି। ଏଭଳି...

ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ ମକା ବିକ୍ରି ପାଇଁ ଯାଇପାରୁ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ...

କରୋନା ସନ୍ଦିଗ୍ଧକୁ ନେବ ଆମ୍ବୁଲାନ୍ସ

ଗଞ୍ଜାମ, ୨୭।୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ କର୍ମଚାରୀ ନେଉନାହାନ୍ତି । ଏନେଇ କେତେକଙ୍କ ଜୀବନ ଦୀପ ଲିଭିଯାଇଛି। ଆମ୍ବୁଲାନ୍ସ ଗୁରୁତର ରୋଗୀଙ୍କୁ ନେଉ ନ ଥିବାରୁ ଚିକିତ୍ସା ସେବା...

ବୁଗୁଡ଼ା ବ୍ଲକର ଏହି ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା

ବୁଗୁଡ଼ା,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପାଙ୍ଗିଡ଼ି ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ଆପଟ ଜିଲାପାଳ କ୍ଷମତା ପ୍ରଯୋଗ କରି ସୋମବାର ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି। ମୁଖ୍ୟତଃ ଉକ୍ତ ପଞ୍ଚାୟତର ପାଙ୍ଗିଡ଼ି, ପଙ୍କଳବାଡ଼ି ଓ କଞ୍ଚୁଡ଼ୁପାଟଣା...

ଭାଣିଜିଙ୍କୁ ଅସଦାଚରଣ, ମାମୁଙ୍କୁ ମାଡ଼ ମାରି ଲୁଟ୍‌: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ପର୍ଯ୍ୟଟନ କ୍ଷେତ୍ର ମା’ ମହୁରୀ କାଳୁଆ ମନ୍ଦିର ନିକଟରେ ଗତ ୩ ତାରିଖ ମଧ୍ୟାହ୍ନରେ ବାଇକ୍‌ ଅଟକାଇ ଜଣେ ଯୁବତୀଙ୍କୁ ଅସଦାଚରଣ କରିଥିଲେ। ଏହା ସହ ତାଙ୍କ ମାମୁଙ୍କୁ ମାଡ଼ ମାରି...

ସାମାଜିକ ଦୂରତା ମାନୁନାହାନ୍ତି ପରିବା ଦୋକାନୀ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏଥିପାଇଁ ସରକାର ଓ ପ୍ରଶାସନ ସାମାଜିକ ଦୂରତା, ମାସ୍କ ବ୍ୟବହାର ନିମନ୍ତେ ବାରମ୍ବାର ସଚେତନ କରି ଆସୁଛନ୍ତି l କିନ୍ତୁ...

ଗଞ୍ଜାମରେ ୨୦୫ ଜଣ ଦାନ କରିବେ ପ୍ଲାଜମା

ଛତ୍ରପୁର,୨୬ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ପ୍ଲାଜ୍‌ମା ଦାନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ରବିବାର ସୁଦ୍ଧା ଜିଲାର ୨୦୫ ଜଣ ପ୍ଲାଜ୍‌ମା ଦାନ କରିବା ପାଇଁ ଆଗ୍ରହ ପ୍ରକାଶ କରି ନାମ ପଞ୍ଜୀକରଣ କରିଛନ୍ତି। ସେଥିମଧ୍ୟରେ ଜିଲାର ଗ୍ରାମାଞ୍ଚଳରୁ ୧୫୫ ଜଣ ଓ...

କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ ଉପ ଜିଲାପାଳ

ଭଞ୍ଜନଗର,୨୬।୭(ଡି.ଏନ.ଏ)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ କରୋନା ସଂକ୍ରମିତ ପରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହି ଚିକିତ୍ସିତ ହେଉଥିଲେ। ସୁସ୍ଥ ହେବାପରେ ଶନିବାର ଠାରୁ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ରବିବାର...

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମହାମାରୀ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଦୈନଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତରେ ଗତ ୨୪ରୁ...

ଦୁଇ ଦିନରେ ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri