ଗଞ୍ଜାମ

ଗଞ୍ଜାମରେ ଆଉ ୨ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଛତ୍ରପୁର,୨୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଜିଲାରେ ଜଣଙ୍କ ପରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି। ସୋମବାର ଜିଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...

ବାଳସୁଧାର ଗୃହରେ ଆତ୍ମହତ୍ୟା କଲେ ଅନ୍ତେବାସୀ

ବ୍ରହ୍ମପୁର ଅଫିସ,୨୯ା୬ : ସବୁବେଳେ ଚର୍ଚ୍ଚାରେ ରହିଆସୁଥିବା ଗଞ୍ଜାମ ଜିଲା ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା ଜଣେ ଅନ୍ତେବାସୀ ରବିବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଏନେଇ ଥାନାଧିକାରୀ ଶାରଦା ପ୍ରସନ୍ନ ଦାସ ସୋମବାର ସୂଚନା ଦେଇଛନ୍ତି। ଅନ୍ତେବାସୀ...

୬ ଦିନ ଶଟ୍‌ଡାଉନ୍‌ ଛତ୍ରପୁର ଏନ୍‌ଏସି

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଜଣାପଡ଼ିଛି। ଏନେଇ ପ୍ରଶାସନର ଚିନ୍ତାବଢ଼ିଛି। ଏହାକୁ ପ୍ରତିରୋଧ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ଏନ୍‌ଏସିରେ ମଙ୍ଗଳବାରଠାରୁ ୫...

ପରେଡ ଅଭ୍ୟାସ କରିପାରୁନାହାନ୍ତି ଯବାନ

ଭଞ୍ଜନଗର,୨୯।୬(ଡି.ଏନ୍‌.ଏ.)- ଆଇଆର୍‌ବି ୮ମ ବାଟାଲିୟନ (ସ୍ବତନ୍ତ୍ର)ର ସ୍ଥାୟୀ କାର୍ଯ୍ୟାଳୟ ନାହିଁ। ବର୍ତ୍ତମାନ ଭଞ୍ଜନଗର ନିକଟସ୍ଥ ତନରଡ଼ାରେ ଅସ୍ଥାୟୀ ଭାବେ ଏହା ଚାଲିଛି। ଯବାନମାନେ ପରେଡ଼ ଅଭ୍ୟାସ କରୁଥିବା ଗୋଚର ଜମିରେ ଜଙ୍ଗଲ ବିଭାଗ ଗଛ ଲଗାଇବା ପାଇଁ ଶୁକ୍ରବାରଠାରୁ ଗାତ...

ଭିଡିଓ ବାର୍ତ୍ତା ଜାରି କଲେ ଗଞ୍ଜାମ ଜିଲାପାଳ: କଣ୍ଟାକ୍ଟ ଡାଇରୀ ରଖିବାକୁ ପରାମର୍ଶ

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଅଧିକ କରୋନା ସଂକ୍ରମିତ ଅଛନ୍ତି। ତେଣୁ ଜିଲାର ଜନସାଧାରଣ ସଚେତନ ହୋଇ ଘର ଛାଡି ବାହାରକୁ ବାହାରନ୍ତୁନି। ଆବଶ୍ୟକ ସାମଗ୍ରୀ ପାଇଁ ୧ କି.ମି. ମଧ୍ୟରେ ଯାଆନ୍ତୁ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର...

ବୁଗୁଡ଼ାରେ ଶଟଡାଉନ୍‌ ପ୍ରଭାବ: ରାସ୍ତାଘାଟ ଶୂନଶାନ

ବୁଗୁଡ଼ା,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜୁନ୍‌ ମାସ ପ୍ରତ୍ୟେକ ସପ୍ତାହର ଶନିବାର ଏବଂ ରବିବାର ସାରା ଜିଲାରେ ଶଟଡାଉନ୍‌ କରାଯାଉଛି। ରବିବାର ସକାଳେ...

ମାସ୍କ ପିନ୍ଧି ନ ଥିବା ୭୨ ଜଣଙ୍କଠାରୁ ୧୪ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୨୮।୬: ଗଞ୍ଜାମ ଜିଲାର ୪ ଦିନିଆ ଶଟଡାଉନର ଦ୍ୱିତୀୟ ଦିନରେ ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ...

ବିନା ମାସ୍କରେ ବୁଲୁଥିବା ଲୋକଙ୍କଠାରୁ ୫୪, ୨୦୦ ଜରିମାନା ଆଦାୟ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ପୋଲିସ ପକ୍ଷରୁ ଏନ୍‌ଫୋର୍ସମେଣ୍ଟ ଜାରି ରହିଛି। ଏ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ୫୪ ହଜାର ୨୦୦ ଟଙ୍କା ଜରିମାନା ଆଦାୟ...

ପୁଣି ୪ ପୋଲିସ କରୋନା ପଜିଟିଭ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୪ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ରବିବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ କରି ସୂଚନା...

ଗୋଟିଏ ପରିବାରର ୩ ଭାଇଙ୍କୁ କରୋନା: ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବୁଗୁଡ଼ା,୨୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଏ. କରଡ଼ାବାଡ଼ି ପଞ୍ଚାୟତ ଅନ୍ତର୍ଗତ ସୋରଡ଼ ଗ୍ରାମରେ ରବିବାରଠାରୁ ଆସନ୍ତା ଶନିବାର ପର୍ଯ୍ୟନ୍ତ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ଖଦାଳୀ ପ୍ରଧାନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କାରଣ ସୋରଡ଼ ଗ୍ରାମରେ ଗୋଟିଏ...

ଗଞ୍ଜାମରେ ଆଉ ଏକ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଛତ୍ରପୁର,୨୮।୬(ଡି.ଏନ.ଏ.): ଗଞ୍ଜାମ ଜିଲାରେ ରବିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ମୃତକ ଜଣକ ଜିଲାର ୭୫ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନ୍‌ଶନ ଏବଂ...

ଗଞ୍ଜାମରେ ପୁଣି ୭୬ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri