ଗଞ୍ଜାମ

ବୁଗୁଡା ଏନ୍‌ଏସିରେ ଥର୍ମାଲ ସ୍କ୍ରିନିଂ ଜୋରଦାର

ବୁଗୁଡା,୧୦।୭(ଡି.ଏନ୍‌. ଏ.): ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ବୁଗୁଡ଼ା ଏନ୍‌ଏସିର ବିଭିନ୍ନ ସାହିରେ ଥର୍ମାଲ ସ୍କ୍ରିନିଂ ଜୋରଦାର ଚାଲିଛି। ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଅଭିଯାନ ଆରମ୍ଭ ହୋଇଛି। ସହରରେ ଲାଗୁହୋଇଥିବା ଶଟଡାଉନ ସମୟରେ ଡାକ୍ତରଙ୍କ ସମେତ ମହିଳା ସ୍ବାସ୍ଥ୍ୟ କର୍ମୀ,...

ଗଞ୍ଜାମ ସହରରେ ୮ କରୋନା ଆକ୍ରାନ୍ତ, ୪ ସୁସ୍ଥ

ଗଞ୍ଜାମ,୧୦।୭(ଡି.ଏନ୍‌.ଏ.): ମହାମାରୀ କରୋନା ଦୀର୍ଘ ପାଞ୍ଚ ମାସରୁ ଊର୍ଦ୍ଧ୍ୱ ସମୟ ସାରା ରାଜ୍ୟ ଆତଙ୍କ ସୃଷ୍ଟି କରିଛି। ବିଶେଷ ଭାବେ ଗଞ୍ଜାମ ଜିଲାକୁ ଅତ୍ୟଧିକ ପ୍ରବାସୀ ଫେରିବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି l ଜିଲାର...

ଛେପ ପକାଇ ତଣ୍ଡ ଗଣିଲେଣି ୧ ଲକ୍ଷରୁ ଅଧିକ ଟଙ୍କା

ଛତ୍ରପୁର,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କୋଭିଡ -୧୯ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରାଯାଉଛି। ଉଭୟ ପ୍ରଶାସନ ଓ ପୋଲିସ ପକ୍ଷରୁ ପୃଥକ ଏନ୍‌ଫୋର୍ସମେଣ୍ଟ କରି କୋଭିଡ ନିୟମ ଉଲଙ୍ଘନକାରୀଙ୍କ...

କରୋନାକୁ ହରାଇ ପୁଣିଥରେ କାର୍ଯ୍ୟରେ ଯୋଗଦେଲେ ଏହି ଯୋଦ୍ଧା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୯।୭ : କର୍ତ୍ତବ୍ୟ ଆଗରେ ସବୁ କିଛି ହାର ମାନିଛି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବାଣପୁରର ଜଣେ ଯୋଦ୍ଧାଙ୍କ କ୍ଷେତ୍ରରେ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ପୁଣି ଥରେ...

ଗଞ୍ଜାମ ବ୍ଲକରେ ଡୋର୍‌ ଟୁ ଡୋର୍‌ ହେଲ୍‌ଥ ସ୍କାନିଂ ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାରେ ଅତିରିକ୍ତ ଆଇଏଏସ୍‌ ଓ ଓଏଏସ୍‌ଙ୍କୁ ନିଯୁକ୍ତି ଦିଆଯାଇଛି।...

ଆଉ ୪ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ୭୫୫ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଗଞ୍ଜାମ ଜିଲାର। ଫଳରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ...

ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ

ଶେରଗଡ଼,୧୦ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି ଘର ଯେପରି ବାଦ୍‌ ନ ପଡିବ ସେଥିପ୍ରତି ଦୃଷ୍ଟି ଦେବାକୁ ସ୍ବାସ୍ଥ୍ୟ ଟିମ୍‌କୁ...

କରୋନା କବଳରେ ଡାକ୍ତର, ନର୍ସ, ରୋଗୀ: ବନ୍ଦ ହେଲା ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ,୯ା୭: ବ୍ରହ୍ମପୁରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ଡାକ୍ତର, ନର୍ସ, କର୍ମଚାରୀ ଓ ରୋଗୀ କରୋନାରେ ସଂକ୍ରମିତ ହେବା ପରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଓପିଡି (ଅଉଟଡୋର)କୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କ ଉପରେ ଗୁରୁବାରଠାରୁ...

ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରର ୨ ଡାକ୍ତର ସମେତ ପୂର୍ବତନ କାଉନସିଲରଙ୍କୁ କରୋନା: ଔଷଧ ଦୋକାନଗୁଡ଼ିକ ସିଲ

ଦିଗପହଣ୍ଡି,୮।୭(ଡି.ଏନ୍‌ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦୁଇ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ସହ ଦୁଇ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ଏପରିକି ସେମାନଙ୍କ ସଂସ୍ପର୍ଶରେ ଆସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଜଣେ ଔଷଧ...

୨୪ ଘଣ୍ଟିଆ ହେଲ୍ପଲାଇନ‌ ନମ୍ବର ଜାରି କଲା ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର,୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ, ପାରଳା ମହାରାଜା, ଭଞ୍ଜନଗର ଓ ହିଞ୍ଜିଳି କୋଭିଡ୍‌ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହେଉଛି। ବିଶେଷକରି ଶିତଳାପଲି ଟାଟା କୋଭିଡ୍‌ ହସ୍ପିଟାଲ ଓ ପାରଳା ମହାରାଜା କୋଭିଡ୍‌ କେୟାର...

ବିନା ମାସ୍କଧାରୀଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାରଠାରୁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ନ ପିନ୍ଧି ଥିବା ଲେକଙ୍କଠାରୁ ୧ ଲକ୍ଷ ୨୯ ହଜାର...

ବୁଗୁଡ଼ାରେ ମେଡିଶିନ ଷ୍ଟୋର ମାଲିକ କରୋନା ଆକ୍ରାନ୍ତ: ଷ୍ଟୋର ସିଲ୍‌ କଲା ଜିଲା ପ୍ରଶାସନ

ବୁଗୁଡା,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରୁଥିବା ବେଳେ ବୁଗୁଡାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨ରେ ପହଞ୍ଚିଛି। ବୁଗୁଡା ଏନ୍‌ଏସିରେ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହୋଇ ଥିବା ବେଳେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଏହା ୬୧ରେ ପହଞ୍ଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri