ଦୁଇଦିନ ପରେ ଚୈତ୍ର ମଙ୍ଗଳବାର, ଚଳଚଞ୍ଚଳ ମା’ ତାରାତାରିଣୀଙ୍କ ପୀଠ ପୁରୁଷୋତ୍ତମପୁର,୧୫ା୩(ସୀମାଞ୍ଚଳ ମିଶ୍ର): ପାଖେଇ ଆସିଲାଣି ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା। ଏଥିଲାଗି ଚଳଚଞ୍ଚଳ ହୋଇ ଉଠିଛି ରତ୍ନଗିରି ପାହାଡ଼ ପାରିପାଶର୍ବ। ମା’ଙ୍କ ପ୍ରସିଦ୍ଧ ମଙ୍ଗଳବାର ଯାତ୍ରାକୁ ଆଉମାତ୍ର ଦୁଇଦିନ ବାକି ରହିଥିବା ବେଳେ ଜିଲା ପ୍ରଶାସନ ଓ...
ଦିଗପହଣ୍ଡି ଅଞ୍ଚଳରେ ଦୋଳ ଉତ୍ସବରେ ହୋଲି ଖେଳ ଦିଗପହଣ୍ଡି,୧୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ପବିତ୍ର ଚୈତ୍ର ପ୍ରତିପଦା ତିଥି ଦୋଳ ଉତ୍ସବ ଅବସରରେ ଯୁବକ ଗୋଷ୍ଠୀ ପକ୍ଷରୁ ହୋଲି ଖେଳ ରବିବାର ଅନୁଷ୍ଠିତ ହୋଇଯାଇଛି। ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଯୁବକ ମାନେ...
ହୋଲି ଖେଳି ସମୁଦ୍ରରେ ଗାଧୋଇବା ହେଲା କାଳ: ସମୁଦ୍ରରେ ବୁଡି ଜଣେ ଛାତ୍ର ମୃତ ଛତ୍ରପୁର,୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ପୋଡ଼ମପେଟା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଆଜି ସକାଳୁ ସମସ୍ତ ଗାଁ ଓ ସହରରେ ଯେମିତି ହୋଲି ଖେଳକୁ ନ଼େଇ ଚଳଚଞ୍ଚଳ ଥିଲା ସେମିତି ପୋଡ଼ମପେଟା ଗ୍ରାମରେ...
ସମୁଦ୍ର, ନଦୀ, ହ୍ରଦ ଉପରେ ଅଗ୍ନିଶମ ଟିମର ନଜର; ହୋଲି ଖେଳ ପରେ ଗାଧୋଇବେ ଲୋକେ ଛତ୍ରପୁର, ୧୫।୩(ସନ୍ତୋଷ ପାଢ଼ୀ ): ହୋଲି ଖେଳ ପରେ ଗଞ୍ଜାମ ଜ଼ିଲ୍ଲାରେ ଥିବା ସମୁଦ୍ର, ଋଷିକୂଲ୍ୟା ନଦୀ ଏବଂ ତାମ୍ପରା ହ୍ରଦରେ ଲୋକେ ଗାଧୋଇବାକୁ ପସନ୍ଦ କରିଥାନ୍ତି। ବିଶେଷକରି ବିଭିନ୍ନ ସମୟରେ ଋଷିକୂଲ୍ୟା, ସମୁଦ୍ର ଓ ତାମ୍ପରାରେ ବହୁ ଲୋକେ...
ପୁରୁଷୋତ୍ତମପୁର ଏସଡିପିଓଙ୍କ ନିଆରା ପ୍ରୟାସ ପୁରୁଷୋତ୍ତମପୁର,୧୫।୩(ସିମାଞ୍ଚଳ ମିଶ୍ର): ଭାଇଚାରା ଓ ଗଣପର୍ବକୁ ହୋଲି ଗଞ୍ଜାମଜିଲା ପୁରୁଷୋତ୍ତମପୁର ଏସଡିପିଓ ଡ.ଦୀପକକୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। କିପରି ଅଞ୍ଚଳରୁ ବଶୃଙ୍ଖଳା ଦୂରହୋଇ ସମସ୍ତେ ଶାନ୍ତିଶୃଙ୍ଖଳାରେ ଭାଇଚାରା ସହକାରେ ମିଳିମିଶି ରହିବେ। ପୋଲିସ ଆଉ ଜନସାଧାରଣଙ୍କ ମଧ୍ୟରେ ବନ୍ଧୁତ୍ୱଭାବ...
ଧୁମଧାମରେ ହୋଲି ପାଳନ କଲେ ଯୁବଗୋଷ୍ଠୀ ଗଞ୍ଜାମ,୧୫।୩(ବିଦ୍ୟାଧର ସାହୁ ): ଗାଁ ରୁ ସହର ପଲିରୁ ଦିଲ୍ଲୀ ପର୍ଯ୍ୟନ୍ତ ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଧୂମଧାମରେ ପାଳନ କରାଯାଇଛି। ଛୋଟ ଛୁଆ ଠାରୁ ମହିଳା ପୁରୁଷ ଏବଂ ଯୁବଗୋଷ୍ଠୀ ଏହାକୁ...
ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି: ୩ ଦଶନ୍ଧି ଧରି ପାଳିତ ହେଉଛି କୁଲାଡ ଦୋଳଯାତ୍ରା ଭଞ୍ଜନଗର,୧୫/୩(ବାବୁଲା ପ୍ରଧାନ): ଐତିହାସିକ ପୀଠ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ପାଞ୍ଚ ଦିନ ଧରି ଚାଲିଥିବା ପ୍ରସିଦ୍ଧ ଦୋଳଯାତ୍ରା ଶୁକ୍ରବାର ଉଦଯାପିତ ହୋଇଯାଇଛି। ଆଜକୁ ୩ ଦଶନ୍ଧି ଧରି ଏହି ଯାତ୍ରା...
୧୮ରୁ ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରା: ପ୍ରସ୍ତୁତି ଅନୁଧ୍ୟାନ କଲେ ଜିଲାପାଳ, ମନ୍ଦିରକୁ ଯିବା ପାଇଁ ଚାଲିବ ସ୍ବତନ୍ତ୍ର ବସ୍ ଛତ୍ରପୁର, ୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରସିଦ୍ଧ ଇଷ୍ଚଦେବୀ ମା’ ତାରାତାରିଣୀଙ୍କ ହେବାକୁ ଥିବା ଚୈତ୍ର ଯାତ୍ରାର ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି। ଏଥିସହ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନେଇ ପ୍ରସ୍ତୁତିର ଏକ ସମୀକ୍ଷା ବୈଠକ କରିଛନ୍ତି।...
୨୦ ବର୍ଷ ପରେ ମଞ୍ଚ ନାଟକ ମଞ୍ଚସ୍ଥ : ସହରୀ ସଭ୍ୟତାଠାରୁ ଦୂରେଇ ଯାଇନି ମଞ୍ଚ ନାଟକ ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହିରେ ଶୁକ୍ରବାର ନାଟକ ‘ ହଜି ଯାଇଛି ମୁଁ ମୋ ଭିତରେ’ମଞ୍ଚସ୍ଥ ହୋଇଛି। ଏହାକୁ ବରିଷ୍ଠ ଲେଖକ ତଥା ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ଼ କମ୍ବୁପାଣି ସାମନ୍ତ ମୁଖ୍ୟ ଅତିଥି ଭାବେ...
ପୋଲିସ ଚଢ଼ାଉ : ଦୁଇ ଗିରଫ ଗୋପାଳପୁର,୧୪।୩(ନବୀନ ରାଜ ଆଚାରୀ): ଶୁକ୍ରବାର ଭୋର ସମୟରେ ମୋରମ ଚୋରା ଚାଲାଣ ବେଳେ ଗୋଳନ୍ଥରା ଥାନା ପୋଲିସ ଚଢାଉ କରି ଦୁଇଟି ଗାଡି ଜବତ କରିବା ସହ ଦୁଇ ଚାଳକଙ୍କୁ ସାରେ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ...
ବିବାଦୀୟ ପରିସ୍ତିତିକୁ ନେଇ ଶାଶନପଲ୍ଲୀ ଅସାନ୍ତ: ପୋଲିସ ପକ୍ଷରୁ ବସିଲା ଶାନ୍ତିକମିଟି ପୁରୁଷୋତ୍ତମପର,୧୪।୩ (ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାଶନପଲ୍ଲୀ ଗ୍ରାମରେ ଦୀର୍ଘଦିନଧରି ଲାଗିରହିଥିବା ବିବାଦୀୟ ପରିସ୍ତିତିକୁ ନେଇ ସମଗ୍ର ଗ୍ରାମ ଆଶାନ୍ତ ହୋଇପଡଛି। ଫଳରେ ଥାନାରେ ବହୁମାମଲା ମାନ ବଢି ଚାଲିଛି । ଏହାକୁନେଇ କିପରି ଗ୍ରାମରେ...
ବ୍ରହ୍ମପୁର ବିଶବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ହ୍ୟାଣ୍ଡବଲ ପୁରୁଷ ଦଳ ଭୁବନେଶ୍ୱର ଗସ୍ତ ବ୍ରହ୍ମପୁର, ୧୪।୩ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଶୁକ୍ରବାର ସାରେ ପୁରୁଷ ହ୍ୟାଣ୍ଡବଲ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତିl ଭୁବନେଶ୍ବର ସ୍ଥିତ କିଟ୍ ବିଶବିଦ୍ୟାଳୟଠାରେ ଚଳିତ ମାସ ୧୬ ଠାରୁ ୧୮ ପର୍ଯ୍ୟନ୍ତ ହେବାକୁ...