ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣକ ହେଲେ କବିସୂର୍ଯ୍ୟନଗରର ପ୍ରମୋଦ...
ଛତ୍ରପୁର,୧୨।୬(ଡି.ଏନ୍.ଏ.): କୋଭିଡ ହସ୍ପିଟାଲରେ ଗଞ୍ଜାମ ଜିଲାର ୧୪୩ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ଅପରପକ୍ଷରେ ଶୁକ୍ରବାର ଗଞ୍ଜାମରେ ଆଉ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଗଞ୍ଜାମରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ୬୪୧ରେ...
ଛତ୍ରପୁର,୧୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କୋଭିଡ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।...
Archives
Model This Week
ପିଲାଙ୍କ ଧରିତ୍ରୀ