ଗଞ୍ଜାମ

ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବା ମନା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଜିଲାରେ ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବାକୁ ବାରଣ କରାଯାଇଛି। ଶନିବାର ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ...

ପୁଣି ୫ ପୋଲିସ କରୋନା ପଜିଟିଭ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୫ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ...

ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ସମୀକ୍ଷାକଲେ ଜିଲାପାଳ

ଗଞ୍ଜାମ,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କନ୍‌ଫରେନ୍ସ ହଲ୍‌ରେ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କରୋନା (କୋଭିଡ ୧୯) ମୁକାବିଲା କେମିତି ଚାଲିଛି ସେ ନେଇ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଅହେତୁକ ବୃଦ୍ଧି...

ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ

ଛତ୍ରପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ଶନିବାର ନୂଆ ୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ଜଣ କରୋନା ଯୋଦ୍ଧା ରହିଛନ୍ତି। ପୁରୁଷୋତ୍ତମପୁରରେ ଜଣେ ସୁରଟ ଫେରନ୍ତା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ କଣ୍ଟାକ୍ଟ ଟ୍ରେସିଂରୁ...

ଶେରଗଡ଼ ବ୍ଲକର ସମସ୍ତ ପଞ୍ଚାୟତରେ ଖୋଲିଲା କୋଭିଡ୍‌ କେୟାର ହୋମ୍‌ : ପ୍ରତି ପଞ୍ଚାୟତରେ ରହିଛି ୧୦ଜଣଙ୍କ ପାଇଁ ବ୍ୟବସ୍ଥା

ଶେରଗଡ଼,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ। କରୋନା ମୁକିବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ନିର୍ଦ୍ଦେଶନାମା ରହିଛି ତାକୁ ଶେରଗଡ଼ ବ୍ଲକରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ବ୍ଲକର ସମସ୍ତ ଗ୍ରାମପଞ୍ଚାୟତରେ...

କୋଭିଡ ନିୟମ ନ ମାନି ବାହାଘର ଭୋଜି, ୧୮ ହଜାର ଜରିମାନା ଆଦାୟ୍‌

ବୁଗୁଡ଼ା,୨୭ା୬(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ୪ ସ୍ଥାନରେ କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ଭୋଜି ଚାଲିଥିବାବେଳେ ସେମାନଙ୍କ ଠାରୁ ୧୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଗୋଲିଆ ଗ୍ରାମର ୩ଟି ସ୍ଥାନରେ ଗୁରୁବାର ଲକ୍‌ଡାଉନ ତଥା କୋଭିଡ୍‌...

ବାରାକ୍‌ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍‌ ସାହିକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସେହିପରି ଶଙ୍କରମଠ ସାହି, ରିକାପଲ୍ଲି...

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ...

ଟ୍ରକ୍‌କୁ ପଛରୁ ଧକ୍କା ଦେଇ ତଳକୁ ଖସିଲା ଟ୍ରକ୍‌: ଲାଗିଲା ନିଆଁ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ ସମ୍ମୁଖ ଜାତୀୟ ରାଜପଥରେ ଶୁକ୍ରବାର ଏକ ଟ୍ରକ୍‌ ପଛରୁ ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେଇଛି। ପଶ୍ଚିମବଙ୍ଗରୁ ଆନ୍ଧ୍ର ଯାଉଥିବା ଟ୍ରକ୍‌କୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଉଥିବା ଏକ ଟ୍ରକ୍‌...

ଚାକିରି ଜୀବନ ଆରମ୍ଭ ନ ହେଉଣୁ ଜେଲ୍‌ ଗଲେ ଲାଞ୍ଚୁଆ ପୋଲିସ

ବ୍ରହ୍ମପୁର ଅଫିସ,୨୬।୬: ଚାକିରି ଜୀବନ ଆରମ୍ଭ ନ ହେଉଣୁ ଲାଞ୍ଚ ନେଇ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ ତାଲିମ ନେଉଥିବା ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ତେବେ ଶୁକ୍ରବାର ଜାମିନ ଆବେଦନ...

ବ୍ରହ୍ମପୁରରେ ୪ ଦିନିଆ ଶଟ୍‌ଡାଉନ୍‌ ଘୋଷଣା: ଅତ୍ୟାବଶ୍ୟକୀୟ ସାମଗ୍ରୀ ନେବାକୁ ବଜାରରେ ଅସମ୍ଭାଳ ଭିଡ଼

ବ୍ରହ୍ମପୁର ଅଫିସ,୨୬ା୬: କରୋନା ସଂକ୍ରମଣ ରୋକିବା ଦୃଷ୍ଟିରୁ ଜିଲା ପ୍ରଶାସନ ପକ୍ଷରୁ ଶନିବାରଠାରୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର ସକାଳୁ ସହରର ପରିବା ମାର୍କେଟ,ଭେଣ୍ଡିଂ ଜୋନ୍‌ଗୁଡ଼ିକରେ ଲୋକମାନଙ୍କ ପ୍ରବଳ ଭିଡ଼ ଜମିଥିବାର ଦେଖିବାକୁ...

ନାବାଳିକାକୁ ବଳାତ୍କାର ପରେ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ଯୁବକ

ବ୍ରହ୍ମପୁର ଅଫିସ ,୨୬।୬: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣକରି ବଳତ୍କାର ଓ ପରେ ହତ୍ୟା ଘଟଣାରେ ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରିଆଗୁଡାର ଆଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri