୮ ଗ୍ରାହକଙ୍କ ଲୋନ୍ ଅସୁଲି ଟଙ୍କା ଆତ୍ମସାତ୍ କରିନେଲେ ଅଫିସର, ଥାନାରେ ପହଞ୍ଚିଲା ମାମଲା
ଦିଗପହଣ୍ଡି,୨୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଟାଟା କ୍ୟାପିଟାଲ ଲିମିଟେଡ୍ ନାମକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖାରେ ଲୋନ ଅଫିସର ଭାବେ କାର୍ଯ୍ୟ କରୁଥିବା ଗଞ୍ଜାମ ଜିଲା କୋଦଳା ଥାନା ଚନ୍ଦନପୁର ଗ୍ରାମର ଜିତେନ୍ଦ୍ର କୁମାର ଡାକୁଆ କମ୍ପାନୀର...