ଗଞ୍ଜାମ

ଏନଏସି ଅଧ୍ୟକ୍ଷାଙ୍କ ଉପରେ ଅନାସ୍ଥା ପ୍ରସ୍ତାବ: ଜିଲାପାଳଙ୍କୁ ଭେଟିଲେ ୧୫ କାଉନସିଲର

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଅନ୍ତର୍ଗତ କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଏସ. ଲକ୍ଷ୍ମୀ ସେଠୀଙ୍କ ମନମୁଖୀ କାର୍ଯ୍ୟ, ଦୁର୍ନୀତି, ଭ୍ରଷ୍ଟାଚାର ଓ ଦୁବ୍ୟବହାର କରୁଥିବା ଯୋଗୁ ଅନାସ୍ଥା ପ୍ରସ୍ତାବ ଗ୍ରହଣ ନିମନ୍ତେ ୧୫ ଜଣ କାଉନସିଲରମାନେ...

ଭାଜପାକୁ ଶକ୍ତ ଧକ୍କା: ବିଜେଡିର ମମତା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷା ନିର୍ବାଚିତ

ଭଞ୍ଜନଗର,୨୪।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଫଳାଫଳ ସୋମବାର ଘୋଷଣା ହୋଇଛି। ଏଥିରେ ବିଜେଡିର ବଡବୋରସିଙ୍ଗି ସମିତିସଭ୍ୟା ମମତା ଭୋଳ ନିର୍ବାଚିତ ହୋଇଛନ୍ତି। ସେ ଭାଜପାର ଗୀତାଞ୍ଜଳି ବିଶୋଇଙ୍କୁ ପରାସ୍ତ କରିଛନ୍ତି। ଫଳାଫଳ ଘୋଷଣା ପରେ...

ସ୍ବାସ୍ଥ୍ୟକେନ୍ଦ୍ର ସୁପରିଟେଣ୍ଡେଣ୍ଟଙ୍କୁ ସେବାରତ୍ନ ସମ୍ମାନ

ଛତ୍ରପୁର,୨୪ା୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରିଟେଣ୍ଡେଣ୍ଟ ଡାକ୍ତର ସ୍ବାଧୀନ ରଥଙ୍କୁ ସେବାରତ୍ନ ସମ୍ମାନ ମିଳିଛି। ବ୍ରହ୍ମପୁରରେ ଆୟୋଜିତ ଦ୍ୱିତୀୟ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ମହୋତ୍ସବରେ ଏହି ଆଓ୍ବାର୍ଡ ରାଜ୍ୟ ବାଣିଜ୍ୟ ପରିବହନ,...

Olive Ridley : ୮ ଦିନରେ ୬.୯୮ ଲକ୍ଷ ଅଲିଭ୍‌ରିଡ୍‌ଲେ ଅଣ୍ଡାଦେଲେ

ବ୍ରହ୍ମପୁର,୨୪ା୨(ଅଶୋକ କୁମାର ସାହୁ): ପ୍ରତିବର୍ଷ ଋଷିକୁଲ୍ୟା ମୁହାଣ ସଂଲଗ୍ନ ବେଳାଭୂମିକୁ ବିରଳ ଅଲିଭରିଡ୍‌ଲେ କଇଁଛମାନେ ଅଣ୍ଡା ଦେବାକୁ ଆସନ୍ତି। ଗତବର୍ଷ ଅସନ୍ତୁଳିତ ଜଳବାୟୁ ଯୋଗୁ ଗଣଅଣ୍ଡାଦାନ ସେଭଳି ହୋଇ ନ ଥିଲା। ଚଳିତବର୍ଷ ଜଳବାୟୁ ଅନୁକୂଳ ଥିବାରୁ ରେକର୍ଡ ସଂଖ୍ୟକ...

ସାନଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇ ଗୁରୁତର

ହିଞ୍ଜିଳିକାଟୁ, ୨୩।୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ସାରୁ ଗ୍ରାମରେ ଘରୋଇ କଳହକୁ କେନ୍ଦ୍ର କରି ସାନ ଭାଇ ବିଜୟ ସେଠୀଙ୍କ ଠେଙ୍ଗା ମାଡ଼ରେ ବା ସଞ୍ଜୟ ସେଠୀ ଗୁରୁତର ଆହତ ହୋଇଛନ୍ତି। ଘଟଣା ନେଇ ଆହତ ହିଞ୍ଜିଳି ଥାନାରେ ବଡ଼...

ମହାଶିବରାତ୍ରି ପାଇଁ ସଜେଇ ହେଉଛି ଶୈବପୀଠ

ବୁଗୁଡ଼ା,୨୩।୨(କାଳିଚରଣ ଦାଶ): ମହାଶିବରାତ୍ରି ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହୋଇଛି। ଚଳିତବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟିଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀମାନ ମଧ୍ୟ ପ୍ରକାଶ ପାଇଛି। ଫଳରେ...

କେଏସୟୁବି କଲେଜର ଉନ୍ନତି ପାଇଁ ବ୍ୟୟ ହେବ ୩୫ କୋଟି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୩।୨(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଶନିବାର ଅପରାହ୍ନରେ ହଠାତ୍‌ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସୟୁବି)କଲେଜ ପରିଦର୍ଶନରେ ଆସିଥିଲେ। ଏହି ସମୟରେ ବିଧାୟକ ନିଜେ ପଢୁଥିବା କଲେଜର କିପରି ଉନ୍ନତି ହୋଇପାରିବ ସେନେଇ ଅଧ୍ୟକ୍ଷଙ୍କ ସମେତ...

ଅଟକ ୩ ମହିଳା ଶ୍ରମିକ ଗାଁକୁ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ

ଦିଗପହଣ୍ଡି,୨୩।୨(ଅଶେଷ ନାଥ ମିଶ୍ର): ଆନ୍ଧ୍ର ପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ମଙ୍ଗଲତୁରୁ ନିକଟ ଭାରମା ମେରାଇନର ଏକ ଘରୋଇ ଚିଙ୍ଗୁଡ଼ି ପ୍ରୋସେସିଂ କମ୍ପାନୀରେ ଅଟକ ଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଲକ୍ଷ୍ମୀ ଓରଫ ବେବିନା ସେଠୀ, ସୁବୁଦ୍ଧି...

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟି ଅନ୍ୟ ଦୋକାନକୁ ବ୍ୟାପିଥିଲା ନିଆଁ

ବ୍ରହ୍ମପୁର,୨୨।୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ଲାଠି ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ୫ଟି ଦୋକାନ ଜଳିଯାଇଛି। ଜଳଖିଆ ଦୋକାନ ଭିତରେ ଥିବା ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା...

ମହିଳାଙ୍କ ରହସ୍ୟମୟ ନିଖୋଜ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଚାନ୍ଦପୁର ପଞ୍ଚାୟତ ବେଲପନ୍ଥି ଗ୍ରାମର ରଞ୍ଜନ କୁମାର ଗୌଡ଼ଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ଗୌଡ଼ ଗତ ୧୭ ଦିନ ହେଲା ନିଖୋଜ ଥିବା ଜଣାପଡିଛି। ନିଖୋଜ ଘଟଣା ସମ୍ପୂର୍ଣ୍ଣ ରହସ୍ୟମୟ ବୋଲି ତାଙ୍କ...

ଗଞ୍ଜାମରେ ପ୍ରତିଷ୍ଠା ହେବ ୩ ଶୀତଳଭଣ୍ଡାର

ଛତ୍ରପୁର,୨୨ା୨(ସନ୍ତୋଷ ପାଢୀ/ ଦିଲ୍ଲୀପ ସାମଲ): ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶନିବାର ଗଞ୍ଜାମ ଜିଲା ଗସ୍ତରେ ଆସି ଛତ୍ରପୁର ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ କରିଛନ୍ତି। ଧାନକିଣା ଓ ରାଶନକାର୍ଡ ପାଇଁ ଇ-କେୱାଇସିର...

ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି/ଚିକିଟି,୨୨ା୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଜଗବନ୍ଧୁ ବାର୍ଲା ବ୍ରାହ୍ମଣ ନୂଆପଡ଼ା ଗ୍ରାମର ଚିକୁ ଓରଫ ଇ.କାଳିଆଙ୍କୁ ଶନିବାର ଗିରଫ କରି ବ୍ରହ୍ମପୁର ଜିଲା ଦୌରାଜଜ୍‌ କୋର୍ଟକୁ ଚାଲାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image