ଗଞ୍ଜାମ,୧୬।୫(ଡି.ଏନ୍.ଏ.): କରୋନା ଭୂତାଣୁ ପାଇଁ ସବୁ ଆଡ଼େ କାମ ଧନ୍ଦା ବନ୍ଦ ହୋଇଯାଇଛି। ରାଜ୍ୟ ବାହାରେ ଥିବା ଲୋକମାନେ ପ୍ରାଣ ବିକଳରେ ନିଜ ରାଜ୍ୟକୁ ଫେରୁଛନ୍ତି। କେତେକ ଲୋକ ଚାଲି ଚାଲି ଘରକୁ ଫେରୁଥିବା ବେଳେ ଆଉ କେତେକ ବିପଦଜନକ...
ଭୁବନେଶ୍ୱର/ଛତ୍ରପୁର/ରାୟଗଡ଼ାଅଫିସ/ପାରଳାଖେମୁଣ୍ଡି,୧୬ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲାରେ କୋଭିଡ୍ ହସ୍ପିଟାଲ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ବିଭାଗ ସଚିବ ଭି.କେ. ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଗଞ୍ଜାମ, ରାୟଗଡା,...
ପାଟପୁର,୧୬ା୪-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପକ୍ଷରୁ ୧୩୦ ସ୍କୁଲ କଲେଜରେ କ୍ବାରାଣ୍ଟାଇନ୍ କେନ୍ଦ୍ର ଖୋଲାଯାଇଥିବା ବେଳେ ସେଠାରେ ପ୍ରବାସୀଙ୍କୁ ସଙ୍ଗରୋଧରେ ରହିବା ବ୍ୟବସ୍ଥା କରାଯାଇଛି। ହେଲେ କେତେକ ଗ୍ରାମରେ ସୁରଟ ଓ ଅନ୍ୟ ରାଜ୍ୟରୁ ଫେରନ୍ତାଙ୍କୁ ନିଜ ଗଁ। ସ୍କୁଲରେ...
Archives
Model This Week
ପିଲାଙ୍କ ଧରିତ୍ରୀ