ଗଞ୍ଜାମ

ପ୍ରବାସୀ ଓଡ଼ିଆଙ୍କ ପାଇଁ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ: ନିର୍ଦ୍ଦେଶନାମା ଜାରି କଲା ବିଏମ୍‌ସି

ବ୍ରହ୍ମପୁର ଅଫିସ,୭ା୫-ବ୍ରହ୍ମପୁରକୁ ଗୁଜୁରାଟ, ମହାରାଷ୍ଟ୍ର ଓ କେରଳ ରାଜ୍ୟରୁ ଆସିଥିବା ପ୍ରବାସୀ ଓଡ଼ିଆ ହୋମ କ୍ବାରାଣ୍ଟାଇନରେ ରହି ପାରିବେ ନାହିଁ। ସେମାନେ ପ୍ରଶାସନ ପକ୍ଷରୁ କରାଯାଇଥିବା ଇନଷ୍ଟିଚ୍ୟୁଟନାଲ ତଥା ସରକାରୀ କ୍ବାରାଣ୍ଟାଇନ କେନ୍ଦ୍ରରେ ରହିବାକୁ ପଡିବ। ଗୁରୁବାର ବ୍ରହ୍ମପୁର ମହାନଗର...

ଟ୍ରେନ୍‌ ଧକ୍କାରେ ଜଣକ ଜୀବନ ଗଲା

ଛତ୍ରପୁର,୭ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁର ଥାନା ବ୍ରାହ୍ମଣିଆପଲ୍ଲୀ ରେଳ ଫାଟକ ନିକଟରେ ଟ୍ରେନ ଧକ୍କାରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଛି। ମୃତକ ଜଣକ ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକlରିପଲ୍ଲୀ ପଞ୍ଚାୟତର ବ୍ରାହ୍ମଣୀଆପଲ୍ଲୀ ଗ୍ରାମର ପଞ୍ଚୁ ସେଠୀ।...

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ...

ସରକାରୀ ଦେଶୀମଦ ଭାଟିରେ ବେଆଇନ ମଦ ପ୍ରସ୍ତୁତ ଘଟଣାରେ ୩ ଗିରଫ: ୭୨୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.): ଦିଗପହଣ୍ଡିରୁ ୨୦ କିଲୋମିଟରରେ ଦୂରରେ ଥିବା କଳବାଡ ଗ୍ରାମ ନିକଟ ସରକାରୀ ଦେଶୀ ମଦଭାଟି ଉପରେ କେ. ନୂଆଗାଁ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଛି। ଏହି ଚଢ଼ାଉରେ ପୋଲିସ ୭୨୦ ଲିଟର ଦେଶୀମଦ ଜବତ କରିଥିବା ଜଣାପଡ଼ିଛି।...

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ

ଛତ୍ରପୁର,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍‌ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ ପଜିଟିଭ୍‌ ସୁରଟ ଫେରନ୍ତା ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ...

CORONAVIRUS UPDATE: ଗଞ୍ଜାମରେ କରୋନା ପଜିଟିଭ୍‌ ୨୧କୁ ବୃଦ୍ଧି, ସମସ୍ତେ ସୁରଟ ଫେରନ୍ତା; ଜିଲାପାଳ

ଛତ୍ରପୁର, ୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୧୭ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୪ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଥିବା ବେଳେ ବର୍ତ୍ତମାନ ଏହି ପଜିଟିଭ୍‌ ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା...

ଆଇଟିଆଇ ପ୍ରସ୍ତୁତ କଲା ୟୁଭିସି ସାନିଟାଇଜ୍‌ ମେଶିନ: ଇଲୋକ୍ଟ୍ରୋନିକ୍ସ ଉପକରଣକୁ କରିହେବ ସାନିଟାଇଜ୍‌

ବ୍ରହ୍ମପୁର ଅଫିସ,୭ା୫-କୋଭିଡ୍‌-୧୯ ଭୂତାଣୁ ସାରା ଦେଶ ତଥା ବିଶ୍ୱରେ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି । ଏହି ସମୟରେ ଇଲୋକ୍ଟ୍ରାନିକ୍ସ ଉପକରଣ ଦ୍ୱାରା ଏହି ଭୂତାଣୁ ସଂକ୍ରମଣକୁ ରୋକିବା ନେଇ ଏକ ସ୍ବତନ୍ତ୍ର ୟୁଭିସି(ଅଲ୍‌ଟ୍ରା ଭାଉଲେଟ୍‌ ଚାମ୍ବର) ସାନିଟାଇଜ୍‌...

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ସୋରଡା,୭ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୨୦୮ ଜଣ ସୁରଟ ଫେରନ୍ତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ୨୦୪୦, ମହିଳା ୯୬ ଓ ୭ ଜଣ ଶିଶୁ ରହିଛନ୍ତି । ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ...

ବିଶୃଙ୍ଖଳିତ ସୁରଟ ଫେରନ୍ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ଦିଗପହଣ୍ଡି,୬ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ବାଳିକା ହାଇସ୍କୁଲ ପରିସରରେ ଥିବା କ୍ବାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ ସାହେବ। ବୁଧବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର ଶବର,...

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଏସ୍‌ପି

ସୋରଡା,୬ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୨୨୦୮ ଜଣ ପ୍ରବାସୀ ରହୁଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା ନେଇ ସମୀକ୍ଷା କରିଥିଲେ। ଆଦର୍ଶ ବିଦ୍ୟାଳୟ କେନ୍ଦ୍ରକୁ ଯାଇ ବୁଲି ଦେଖିବା...

ବାଲାନ୍ସ ଜାଣିବାକୁ ଚାଲିଲେ ୩୬ କିମି

ଭଞ୍ଜନଗର,୬।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ି ପଞ୍ଚାୟତ ଗୋହିରିବାଡ଼ିର ଏକ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି) ନାମରେ ଥିବା ଆକାଉଣ୍ଟର ବାଲାନ୍ସ ଜାଣିବାକୁ ୭ ମହିଳା ୧୮ କିମି ଚାଲିଚାଲି ମଙ୍ଗଳବାର ସକାଳେ ଭଞ୍ଜନଗର ଆଇଓବି ବ୍ୟାଙ୍କକୁ ଆସିଥିଲେ। ବ୍ୟାଙ୍କ...

୧୩ ନଂ. ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା: ସାମାଜିକ ଦୂରତା ରଖି ରାସ୍ତାକୁ ଓହ୍ଲାଇଲେ ଶତାଧିକ ମହିଳା

ଜଗନ୍ନାଥପ୍ରସାଦ,୬।୫(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ବ୍ଲକ ଛାମୁଣ୍ଡା ପଞ୍ଚାୟତ ଚୋପର ଗ୍ରାମର ୧୩ ନମ୍ବର ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା। ଏହାର ପ୍ରତିବାଦରେ ବୁଧବାର ଶତାଧିକ ମହିଳା ସମସ୍ୟାର ସମାଧାନ ଦାବିରେ ସାମାଜିକ ଦୂରତା ବଜାଇ ରଖି ରାସ୍ତାକୁ ଓହ୍ଲାଇଛନ୍ତି। ମହିଳାମାନେ ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri