ଗଞ୍ଜାମ

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମହିଳା ରହିବାକୁ ବିରୋଧ

ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪ ମହିଳାଙ୍କୁ ନେଇ ଆସିଥିବା ଗାଡ଼ିକୁ ଲୋକେ ଗଁାକୁ ପୁରାଇ ଦେଇ ନ ଥିଲେ।...

ଭିଡ଼ିଓ ଭାଇରଲ ପରେ ବନରକ୍ଷୀ ନିଳମ୍ବିତ

ଭଞ୍ଜନଗର,୫।୫(ଡି.ଏନ୍‌.ଏ.)- ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ବିଞ୍ଜିଗିରି ସେକ୍ସନର ବନରକ୍ଷୀ ଏମ.ଏମ୍‌. ରାଉଳ ଜଣେ କାଠ ଚୋରଙ୍କ ଠାରୁ ଲାଞ୍ଚ ନେବା ଭିଡ଼ିଓ କିଛିଦିନ ପୂର୍ବେ ଭାଇରଲ ହୋଇଥିଲା। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଏକ...

ମୋହନା, ନୂଆଗଡକୁ କେରଳରୁ ଫେରିଲେ ୩୮ଜଣ

ଆର.ଉଦୟଗିରି,୫ା୫(ଡି.ଏନ.ଏ.)- ଗଜପତି ଜିଲା ମୋହନା ଓ ନୂଆଗଡ ବ୍ଲକକୁ କେରଳରୁ ୩୮ ଜଣ ପ୍ରବାସୀ ଓଡିଆ ଫେରିଛନ୍ତି। ସ୍ବତନ୍ତ ଟ୍ରେନ ଯୋଗେ ସୋମବାର ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚତ୍ବାପରେ ଜିଲା ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ମୋହନାର ୩୭...

ଟ୍ରକ ପଛରେ ପିଟିଲା ଟ୍ରକ, ୨ ଗୁରୁତର

ଖଲ୍ଲିକୋଟ,୫ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ବ୍ଲକ କେଶପୁର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଟ୍ରକ (ନଂ.ଏପି୨୬ଟିଟି-୧୦୯୯) ରଖି ଚାଳକ ଓ ହେଲ୍‌ପର ମରାମତି କରୁଥିଲେ। ପଛରୁ ଆଉ ଏକ ଟ୍ରକ (ନଂ.ଟିଏନ୫୨ଏଫ୍‌-୬୯୨୨) ଆସି ଧକ୍କା ଦେଇଥିଲା। ଫଳରେ ଗାଡ଼ି...

କାର ଧକ୍କାରେ ବାଇକ ଆରୋହୀ ଗୁରୁତର

ଧରାକୋଟ,୫ା୫(ଡି.ଏନ.ଏ.)- ଧରାକୋଟ ଥାନା ତାଳପାଟଣାସ୍ଥିତ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ସକାଳେ କାର ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ହେଲେ ଧରାକୋଟ ଗ୍ରାମର ଶ୍ରୀକାନ୍ତ ପ୍ରସାଦ ସ୍ବାଇଁ (୫୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ...

କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମଧ୍ୟରେ ଗଣ୍ଡଗୋଳ: ୩ ଆହତ; ତଦନ୍ତ ଚାଲିଥିବା କହିଲେ ଏସ୍‌ପି

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଜମାଗୋରଡ଼ା ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି। ଏ ନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଚାଲିଥିବା ଗଞ୍ଜାମ...

ଫେରାର ଓଡ଼ିଆ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନକୁ ଅଣାଗଲା: ୧୨ରୁ ଊର୍ଦ୍ଧ୍ୱଙ୍କ ନାମରେ ମାମଲା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜନତା ହାଇସ୍କୁଲ ଓ ରାଗପୁର କ୍ୱାରାଣ୍ଟାଇନ ସେଣ୍ଟରର ପ୍ରବାସୀ ଓଡ଼ିଆ ଗତ ୩ ତାରିଖରେ ପୋଲିସ ଓ ଶିକ୍ଷକଙ୍କୁ ଦୁର୍ବ୍ୟବହାର କରିବା ସହ ଫେରାର ହୋଇଯାଇଥିଲେ। ଏ ନେଇ କୋଦଳା ତହସିଲଦାରଙ୍କ...

ଏମ୍‌କେସିଜି କରୋନା ୱାର୍ଡରେ ୫ ସନ୍ଦିଗ୍ଧ ଚିକିତ୍ସାଧୀନ

ବ୍ରହ୍ମପୁର ଅଫିସ,୫।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି(ଏମ୍‌କେସିଜି ) ମେଡିକାଲର କରୋନା ୱାର୍ଡରେ ଏବେ ୫ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇ ଏମ୍‌କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍‌ଏମ୍‌ଆରସିକୁ...

ଭୁଲ, ଗୁଜବ ଖବର ନ ଦେବାକୁ ଗଞ୍ଜାମ ଜିଲାପାଳଙ୍କ ଅନୁରୋଧ: ସତ୍ୟ ପ୍ରମାଣ ସହ ଖବର ପ୍ରକାଶ କରିବାକୁ ପରାମର୍ଶ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ପ୍ରିଣ୍ଟ, ଇଲେକ୍‌ଟ୍ରୋନିସ୍‌ ଏପରିକି ସୋସିଆଲ ମିଡିଆରେ କରୋନାକୁ ନେଇ କେହି ଭୁଲ ତଥା ତଥା ଗୁଜବ ଖବର ଦିଅନ୍ତୁ ନାହିଁ। ଏପରି କଲେ କାହାରିକୁ ଛାଡ଼ିବୁ ନାହିଁ। ମଙ୍ଗଳବାର ସମସ୍ତ ବିଡିଓ ଓ ଅଧିକାରୀଙ୍କ ସହ ଭିଡିଓ...

କ୍ୱାରାଣ୍ଟାଇନ ନିୟମ ଉଲ୍ଲଂଘନ କଲେ ବଢ଼ିବ ଅବଧି, ଭୋଗିବାକୁ ପଡ଼ିବ ଜେଲ ଦଣ୍ଡ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜ଼ିଲାକୁ ଫେରୁଛନ୍ତି। ତେବେ ଜିଲାର କେତେକ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ସୁରଟ ଫେରନ୍ତା ବିଶୃଙ୍ଖଳା କରିବା ସହ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ କରୁଛନ୍ତି। ଏ...

୨ ଦିନରେ ଟ୍ରେନ୍‌ରେ ଗଞ୍ଜାମ ଆସିଲେ ୫,୫୦୩ ପ୍ରବାସୀ

ଛତ୍ରପୁର,୫।୫(ଡି.ଏନ୍‌.ଏ.): କେରଳ ଓ ସୁରଟରୁ ଗତ ୨ଦିନ ହେଲା ସ୍ବତନ୍ତ୍ର ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରବିବାର କେରଳ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସିଥିବା ବେଳେ ସୋମବାର କେରଳରୁ ଗୋଟିଏ ଏବଂ ସୁରଟରୁ ୩ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri