ଗଞ୍ଜାମ

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୪।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ସଂଘରୋଧ କକ୍ଷରେ ସୋମବାର ୩ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ଏମ୍‌କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍‌ଏମ୍‌ଆରସିକୁ...

ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉକ୍ତ ଟ୍ରେନ ୩...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ସୁରଟ ଫେରନ୍ତାମାନେ ବିଶୃଙ୍ଖଳା କରିଛନ୍ତି। ଏପରିକି ଆଉ କେତେକ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ...

ହାତ ସଫା ପାଇଁ ଗଞ୍ଜାମ ମେଡିକାଲରେ ଲଗାଯାଇଥିବା ବେସିନ ଭାଙ୍ଗିଲେ ଦୁର୍ବୃତ୍ତ

ଗଞ୍ଜାମ, ୪।୫(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା(କୋଭିଡ ୧୯) ଦିନକୁ ଦିନ ଉଗ୍ର ରୂପ ଧାରଣ କରୁଛି। ଏଥିପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଗତ କିଛି ଦିନ ତଳେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖର ଉଭୟ...

ସୁରଟ ଫେରନ୍ତାଙ୍କୁ ଅଣଦେଖା ଅଭିଯୋଗ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନ ଯାଇ ରାସ୍ତାରେ ଠିଆ ହୋଇ ହଟହଟା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.): ସୁରଟ ଓ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଚିନ୍ତା ବଢ଼ିଛି। ଏଭଳି ସ୍ଥିତିରେ ଫେରୁଥିବା ଏହି ଓଡ଼ିଆଙ୍କୁ ତତ୍‌କ୍ଷଣାତ୍‌ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନେଇ ରଖି ବାହାରକୁ ନ ଛାଡ଼ିବା ଲାଗି ଅଞ୍ଚଳର ଲୋକେ ଦାବି କରୁଥିବା ବେଳେ...

ଖାଦ୍ୟ ତାଲିକା ଜାରିକଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ କେନ୍ଦ୍ରରେ ସପ୍ତାହରେ ୪ଦିନ ମିଳିବ ଆମିଷ, ଶିଶୁଙ୍କୁ ହର୍‌ଲିକ୍ସ, କ୍ଷୀର

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ ସେଠାରୁ ଚମ୍ପଟ ମାରିଥିଲେ। ଏଥିସହ ଗଞ୍ଜାମର ଅନ୍ୟ ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଖାଦ୍ୟକୁ...

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୬୦୬ କେରଳ ଫେରନ୍ତା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): କେରଳରୁ ଏର୍ଣ୍ଣାକୁଲମ ଜଙ୍କସନ-ଖୋର୍ଦ୍ଧା ରୋଡ ସ୍ପେଶାଲ ଟ୍ରେନ ସୋମବାର ସକାଳେ ଗଞ୍ଜାମ ଜିଲା ଜଗନ୍ନାଥପୁର ଜଙ୍କସନ୍‌ ଷ୍ଟେଶନରେ ପହଞ୍ଚିଛି। ଏଥିରେ ଗଞ୍ଜାମ ଜଲାର ୬୦୬ ପ୍ରବାସୀ ଓଡ଼ିଆ ରହିଛନ୍ତି। ସମସ୍ତଙ୍କୁ ସୁରକ୍ଷିତ ଭାବେ ଓହ୍ଲାଇବା ପରେ ସ୍କ୍ରିନିଂ...

୫ ବସ୍‌ରେ ଆସି ଦିଗପହଣ୍ଡିରେ ପହଞ୍ଚିଲେ ୩୦୪ ପ୍ରବାସୀ ଓଡ଼ିଆ

ଦିଗପହଣ୍ଡି,୪ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ରବିବାର ରାତିରେ ସୁରଟ ଓ କେରଳରୁ ସମୁଦାୟ ୩୦୪ ଜଣ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ୭ ମହିଳାଙ୍କ ସମେତ ୨ ଶିଶୁ ଥିବା ଜଣାପଡ଼ିଛି। ଏମାନଙ୍କୁ ବ୍ଲକ...

କ୍ବାରାଣ୍ଟାଇନ୍‌ରେ ଥିବା ଲୋକଙ୍କୁ ଟ୍ରାକିଂ କରିବ ସ୍ବାସ୍ଥ୍ୟ ଆପ୍‌

ବ୍ରହ୍ମପୁର ଅଫିସ,୪ା୫-କ୍ବାରାଣ୍ଟାଇନ୍‌ରେ ଥିବା ଲୋକଙ୍କୁ ଏଣିକି ଟ୍ରାକିଂ କରିବ ସ୍ବାସ୍ଥ୍ୟ ଆପ୍‌ ା ବାହାରୁ ଆସି ହୋମ୍‌ କ୍ବାରାଣ୍ଟାଇନ୍‌ ଓ ଇନ୍‌ଷ୍ଟିଚ୍ୟୁସ୍‌ନାଲ କ୍ବାରାଣ୍ଟାଇନ୍‌ରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ମନିଟରିଂ ତଥା ସେମାନଙ୍କ ଗତିବିଧି ଉପରେ ନଜର ରଖିବା ନେଇ ବ୍ରହ୍ମପୁର...

ଆନ୍ଧ୍ର ଶିକ୍ଷକଙ୍କୁ ନେଇ ପାତ୍ରପୁରବାସୀ ଆତଙ୍କିତ

ପାତ୍ରପୁର,୩ା୫(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍‌ ଜିଲାର ବ୍ୟକ୍ତି ଶିକ୍ଷକତା କରୁଛନ୍ତି। ଲକ୍‌ଡାଉନ ଯୋଗୁ ଛୁଟି ଘୋଷଣା ପରେ ସେମାନେ ଘରକୁ ପଳାଇଥିଲେ। ଏବେ ଦରମା ବନ୍ଦ ହେବା ଖବର ପାଇ ପାତ୍ରପୁର ଫେରିଛନ୍ତି। କେତେଜଣ...

ସୁରଟ ଫେରନ୍ତାଙ୍କୁ ରାସ୍ତାରେ ଓହ୍ଲାଇଦେଲା ବସ୍‌

ଆସିକା,୩ା୫(ଡି.ଏନ୍‌.ଏ.)- ସୁରତରୁ ୪୧୧ ପ୍ରବାସୀ ଓଡିଆ ରବିବାର ଆସିକା ବ୍ଲକରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ୩୨ଜଣ ପ୍ରବାସୀଙ୍କୁ ଏକ ବସ୍‌ ଆସିକା ବସ୍‌ଷ୍ଟାଣ୍ଡରେ ଓହ୍ଲାଇ ଚାଲିଯାଇଥିଲା। ସେମାନେ ଚାଲି ଚାଲି ଗଁାକୁ ଫେରୁଥିବାବେଳେ ପ୍ରଶାସନିକ ଅଧିକାରୀ...

ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା

ଆସିକା,୩ା୫(ଡି.ଏନ୍‌.ଏ.)- ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରୀ ରବିବାର ଅନୁଷ୍ଠିତ ହୋଇଯାଇଛି। ଲକ୍‌ଡାଉନ ଯୋଗୁ ମନ୍ଦିର ବେଢାରେ ଠାକୁରାଣୀଙ୍କୁ ବିଜେ କରାଯାଇ ବିଧି ମୁତାବକ ପୂଜାର୍ଚ୍ଚନା ହୋଇଥିଲା। ଶନିବାର ରାତ୍ରରେ ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବେଢା ପରିକ୍ରମା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri