ଗଞ୍ଜାମ

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଦୁଇ ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି ଛେଳି ଏବଂ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ଗ୍ରାମର ବିପ୍ର ଗୌଡ଼, ନିରଞ୍ଜନ ଗୌଡ଼,...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ କାର୍‌ ଚାଳକଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଭୋଜି ଓ ଫାଷ୍ଟଫୁଡ଼ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି ।...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଥମ ଥର ପାଇଁ ‘ଡବଲ ଇଞ୍ଜିନ’ ସରକାର ପାଇବ। ମୋଦି ବିରୋଧୀଙ୍କୁ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍‌ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।  ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବାବେଳେ ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା।...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦ ହେକ୍ଟରରେ ଚାଷ ହୋଇଛି। ଆଖୁ ପାଇଁ ପାଣିର ଅଭାବ ହିଁ ଏହାର କାରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri