ଗଞ୍ଜାମ

ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କଲେ ଅସହାୟ ମହିଳା: ରାଶନ ଯୋଗାଇଲା ଖଲିକୋଟ ପୋଲିସ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଓଡ଼ିଶା ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ କେଶପୁରର ଜଣେ ଅସହାୟ ମହିଳା ସୁନୀତା ସୁବୁଦ୍ଧି ଫୋନ୍‌ କରିବାରୁ ତାଙ୍କ ଘରେ ରାଶନ ସାମଗ୍ରୀ ପହଞ୍ଚାଇଛି ପୋଲିସ। ସେ ଫୋନ୍‌ କରି କହିଥିଲେ, ଘରେ...

ଟ୍ରଲିରେ ବୁଲି ପାଠ୍ୟପୁସ୍ତକ ବାଣ୍ଟିଲେ ପ୍ରଧାନ ଶିକ୍ଷକ: ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ,୨୬।୪: ଲକ୍‌ଡାଉନ୍‌ ସମୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଘରକୁ ଘର ବୁଲି ନୂତନ ଶିକ୍ଷାବର୍ଷର ପାଠ୍ୟପୁସ୍ତକ ଦେବା କାର୍ଯ୍ୟକ୍ରମ ଶିକ୍ଷକମାନଙ୍କ ପକ୍ଷରୁ ଆରମ୍ଭ ହୋଇଛି । ଏହି ସମୟରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

କାଠଗାଡି ଜବତ, ଗାର୍ଡକୁ ଧକ୍କା ମାରି ଚାଳକ ଛୁ

ପାତ୍ରପୁର,୨୬ା୪(ଡି.ଏନ୍‌.ଏ.)- ଶାଗୁଆନ କାଠ ନେଉଥିବା ଏକ ଟାଟା ମ୍ୟାଜିକ ଗାଡି (ଏପି୩୦ୟୁ-୮୦୧୭)କୁ ବ୍ରହ୍ମପୁର ମୋବାଇଲ ଡିଭିଜନ ଫରେଷ୍ଟର ଏନ୍‌. ବାଲାଜୀ ରେଡ୍ଡୀ ଓ ତାଙ୍କ ଟିମ ଶନିବାର ଜବତ କରିଛି। ଚିକିଟି ବ୍ଲକ ଲକ୍ଷ୍ମୀପୁର ନିକଟରେ କାଠ ଗାଡି ଯାଉଥିବା...

ଗ୍ରାହକ ସାଜି ମଦ ବ୍ୟବସାୟୀଙ୍କୁ ଧରିଲା ପ୍ରଶାସନ

ଭଞ୍ଜନଗର,୨୬।୪(ଡି.ଏନ.ଏ)-ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଅପରାହ୍ନରେ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରୁଥିଲେ। ଧୁମୁଛାଇ ଛକ ନିକଟରେ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ଜଣେ ନିଶାସକ୍ତ ତାଙ୍କ ହାବୁଡ଼ରେ ପଡ଼ିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମଦ ବ୍ୟବସାୟୀଙ୍କ ସମ୍ପର୍କରେ ଜାଣିବା ପରେ...

ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ପୁସ୍ତକ ବାଣ୍ଟିଲେ ଶିକ୍ଷକ: ମେ’ ୩ ସୁଦ୍ଧା ବଣ୍ଟାଯିବ ୧୮୭୭୨୫୮ ବହି

ବ୍ରହ୍ମପୁର ଅଫିସ,୨୬ା୪ – କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି। ଯାହାଦ୍ୱାରା ବିଦ୍ୟାର୍ଥୀଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ଅନ୍ୟପକ୍ଷରେ ନୂତନ ଶିକ୍ଷାବର୍ଷ...

ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା, ୨ ଗିରଫ

ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ କଇମ ନିକଟସ୍ଥ କୁବେରେଶ୍ୱର ମନ୍ଦିରରେ ଏପ୍ରିଲ୍‌ ୪ରେ ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ଶନିବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ବୁଗୁଡ଼ାର...

ଭଲି ଖେଳରୁ ଗୋଷ୍ଠୀ ସଂଘର୍ଷ: ୨୧ ଆହତ, ୧୧ ଗିରଫ

ଆର.ଉଦୟଗିରି,୨୬ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଥାନା ଖମାରିସାହି ଗ୍ରାମରେ ଭଲିଖେଳକୁ ନେଇ ଶନିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨୧ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚନ୍ଦ୍ରଗିରି, ଆର.ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଗ୍ରାମର ଏକ ଜମିରେ ଗୁରୁବାର ସଂଖ୍ୟାଲଘୁ ସମ୍ପ୍ରଦାୟ ସାହିର କେତେଜଣ...

୨୦୦ ଲିଟର ମହୁଲି ମଦ ଜବତ, ପୋଚ ନଷ୍ଟ

ଆର.ଉଦୟଗିରି,୨୫ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଅବକାରୀ ବିଭାଗ ଓ ରାମଗିରି ଥାନା ପକ୍ଷରୁ ମିଳିତ ଭାବେ ରାମଗିରି ଥାନାର ସିନ୍ଦବା ଓ ବେଣିସାହିରେ ଚଢାଉ କରି ୨୦୦ ଲିଟର ମହୁଲି ମଦ ଜବତ କରାଯିବା ସହ ଓ ୨ହଜାର ଲିଟର ମହୁଲ ପୋଚ...

ଅବକାରୀ ଧରପଗଡବେଳେ ପୋଲିସକୁ ସଂଘବଦ୍ଧ ଆକ୍ରମଣ: ୬ ପୋଲିସ କର୍ମଚାରୀ ଆହତ,୧୨ ଗିରଫ

ପୋଲସରା,୨୫ା୪(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତସ୍ଥିତ ବଡ଼ତଇଲା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବେଆଇନଭାବେ ମଦ ରନ୍ଧା ହେଉଥିବାବେଳେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ଚଢ଼ାଉ କରିଥିଲା। ସେଠାରୁ ପ୍ରାୟ ୨ ହଜାର ଲିଟର ମଦ...

କାଳବୈଶାଖୀ: ଗଛ ପଡି ଚଳାଚଳ ବନ୍ଦ

ବେଗୁନିଆପଡା,୨୫ା୪(ଡି.ଏନ.ଏ.)- ବେଗୁନିଆପଡ଼ା ବ୍ଲକରେ ଶୁକ୍ରବାର ରାତିରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ ସହ କୁଆପଥର ବୃଷ୍ଟି ହୋଇଥିଲା। ବିଭିନ୍ନସ୍ଥାନରେ ଗଛପଡି ଯାତାୟତ ବନ୍ଦ ହୋଇଯାଇଥିଲା। ଶନିବାର ସକାଳୁ ସ୍ଥାନୀୟ ଲୋକମାନେ ଏକାଠି ହୋଇ ଗଛକାଟି ରାସ୍ତା ସଫା କରିବା ପରେ ଯାତାୟାତ...

ଚେନ୍ନାଇରୁ ବୋଟ୍‌ରେ ଫେରିଲେ ୩୮ ଦାଦନ

ଚିକିଟି,୨୫ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଫଳରେ ଜଳପଥ ଦେଇ ରାଜ୍ୟବାହାରେ ଫସିଥିବା ଲୋକେ ଘରକୁ ଫେରୁଛନ୍ତି। ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସୁନୁପୁର ମୁହାଣରେ ୩୮ଜଣ ଦାଦନ ଶ୍ରମିକ ଚେନ୍ନାଇରୁ...

ଘରଘର ବୁଲି ଅଙ୍ଗନୱାଡି କର୍ମୀଙ୍କ ଶିଶୁଖାଦ୍ୟ, ଅଣ୍ଡା ବଣ୍ଟନ

ଆର.ଉଦୟଗିରି,୨୫ା୪(ଡି.ଏନ.ଏ.)- କରୋନା ପାଇଁ ରାଜ୍ୟ ସରକାରଙ୍କ ଅଙ୍ଗନୱାଡି କେନ୍ଦ୍ରର ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ଶିଶୁ ଖାଦ୍ୟ ଓ ଅଣ୍ଡା ଅଙ୍ଗନୱାଡି କର୍ମୀମାନେ ବଣ୍ଟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପ୍ରତ୍ୟେକ ଜିଲାର ଡିଏସ୍‌ଡବ୍ଲ୍ୟୁମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆର.ଉଦୟଗିରି ବ୍ଲକ ବସ୍ତିଗୁଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri