ଗଞ୍ଜାମ

ଲକ୍‌ଡାଉନରେ ମାତିଛନ୍ତି ଲୁଟେରା

ପାଟପୁର,୨୦ା୪- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଥିବାବେଳେ ଜଣେ ମହିଳାଙ୍କ ବେକରୁ ସୁନାହାର ଝାମ୍ପି ନେଇଛନ୍ତି। ପୋଲିସ ଲକ୍‌ଡାଉନ୍‌ରେ ବ୍ୟସ୍ତ ଥିବାବେଳେ ପାଟପୁର...

ମିଲ ଫଣ୍ଡକୁ ସହାୟତା ପାଇଁ ବିଧାୟିକାଙ୍କୁ ଚେକ ପ୍ରଦାନ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- ଲକ୍‌ଡାଉନ ପାଇଁ ସରକାର ରାଶନକାର୍ଡଧାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରୁଛନ୍ତି। ତେବେ ଅନେକ ଅସହାୟ ଓ ଗରିବ ବିଭିନ୍ନ କାରଣରୁ କାର୍ଡ ପାଇପାରିନାହାନ୍ତି। ଏହି ବର୍ଗର ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଗଞ୍ଜାମ ଜିଲାପାଳ ‘ମିଲ୍‌’ କାର୍ଯ୍ୟକ୍ରମ ଆରମ୍ଭ...

ସ୍ତ୍ରୀଙ୍କୁ ଅଫିସ ଛାଡିବାକୁ ଯାଇ ସ୍ବାମୀ ଗଣିଲେ ଜରିମାନା

ଭଞ୍ଜନଗର,୨୦।୪(ଡି.ଏନ.ଏ.)- ଭଞ୍ଜନଗର ଉପଖଣ୍ଡର ଜଣେ ମହିଳା ଯନ୍ତ୍ରୀ ନିଜ ଘରୁ ସୋମବାର ଅଫିସ ଅଭିମୁଖେ ବାହାରିଥିଲେ। ଯନ୍ତ୍ରୀଙ୍କୁ ଗାଡ଼ି ଚଳାଇବା ଆସୁ ନ ଥିବା ଯୋଗୁ ତାଙ୍କ ସ୍ବାମୀ ସ୍କୁଟିରେ ବେଲଗୁଣ୍ଠା ରାସ୍ତାରେ ଯାଉଥିଲେ। ବାଟରେ ତନରଡ଼ା ଠାରେ ଯାଞ୍ଚ...

ହଜାରେ ଲିଟର ପୋଚ ନଷ୍ଟ, ଭାଟି ସିଲ

ପାତ୍ରପୁର,୨୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନରେ ମଦଦୋକାନ ବନ୍ଦ ଥିବାବେଳେ ଦେଶୀମଦ କାରବାର ବୃଦ୍ଧି ପାଇଛି। ଭାଟି ମାନଙ୍କରେ ମଦ ତିଆରି କରି ମାଲାମାଲ୍‌ ହେଉଛନ୍ତି ମାଫିଆ। ଜରଡା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁଙ୍କ ତତ୍ତ୍ୱାବଧାନରେ ସୋମବାର ଏକ ଟିମ୍‌ ଚଢ଼େଇ ଗାଁ, ସୁନରିବାଡ...

ମହିଳାଙ୍କ ଆତ୍ମହତ୍ୟା, ମଶାଣିରୁ ମୃତଦେହ ଜବତ କଲା ପୋଲିସ

ଗଞ୍ଜାମ,୨୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ସୋମବାର ଜଣେ ମହିଳା ଲୁଗାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଅପରାହ୍ନରେ ମୃତଦେହ ମଶାଣିକୁ ନେଇ ଦାହ କରିବାକୁ ପ୍ରସ୍ତୁତ ହେଉଥିବାବେଳେ ଗଞ୍ଜାମ ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ...

କରୋନା ମାଡ଼: ମାସେ ହେଲା ହାତ ବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ, ଋଣ ଛାଡ଼ ଲାଗି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଲେ ସ୍ମାରକପତ୍ର

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ନେଇ ଲାଗି ରହିଥିବା କଟକଣା ଯୋଗୁ ଗତ ଏକ ମାସ ହେଲା ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ମତ୍ସ୍ୟଜୀବୀ ଘରେ ହାତ ବାନ୍ଧି ବସିଛନ୍ତି। ଫଳରେ ସେମାନଙ୍କ ଜୀବନ ଜୀବିକା ବିଶେଷ ପ୍ରଭାବିତ ହୋଇଛି।...

ରାଶନକାର୍ଡ ଦାବି: ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ହୋ-ହାଲ୍ଲା

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ଦୀର୍ଘ ମାସର ନୀରବତା ପରେ ପୁଣି ରାଶନ କାର୍ଡ ତାତି ଦେଖିବାକୁ ମିଳିଛି l ଗଞ୍ଜାମ ଜିଲା ଦାମୋଦରପୁର ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା ଆମେ ରାଶନ କାର୍ଡ ପାଇବାକୁ ଯୋଗ୍ୟ, ଆମକୁ ରାଶନ କାର୍ଡ କାହିଁକି ପ୍ରଦାନ...

ତାରାତାରିଣୀ ପୀଠରେ ଭୋକିଲା ମାଙ୍କଡ଼ଙ୍କୁ ଖାଇବାକୁ ଦେଲେ ବିଡିଓ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.) : ମାରାତ୍ମକ କରୋନାକୁ ନେଇ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଗଞ୍ଜାମ ଜିଲା ପ୍ରସିଦ୍ଧ ତାରା ତାରିଣୀଙ୍କ ପୀଠକୁ କେହି ଭକ୍ତ ଆସୁ ନାହାନ୍ତିି କିମ୍ବା କୌଣସି ଦୋକାନ ବଜାର ଖୋଲୁନାହିଁ। ଫଳରେ ଏଠାରେ ଥିବା ମାଙ୍କଡ଼ମାନେ ଦୀର୍ଘ ଏକମାସ...

ଗଞ୍ଜାମରେ ବଦଳିଲା କୋହଳ ନିର୍ଦ୍ଦେଶନାମା: ସାମାଜିକ ଦୂରତ୍ୱ ଅଧିକ କଡ଼ାକଡ଼ି ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର, ୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସରକାରଙ୍କ ନିର୍ଦ୍ଦେଶନାମାକୁ ନେଇ ରବିବାର କରୋନା କଟକଣାକୁ କୋହଳ କରାଯାଇଥିଲା। ଅପ୍ରେଲ ୨୦ ତାରିଖଠାରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଦିନସାରା ଖୋଲା ରହିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ରବିବାର ରାତିରେ...

ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନଗଲା

ଗଞ୍ଜାମ,୨୦ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ନୂଆଘାଇଠାରେ ସୋମବାର ଭୋର୍‌ରୁ ଏକ ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ଶରତ ଚନ୍ଦ୍ର ନାହାକ, ସୁପରାନ ନାହାକ, କବି ନାହାକ। ଆହତମାନଙ୍କ ମଧ୍ୟରେ ପ୍ରବୀଣ...

ଜଳଖିଆ ଦୋକାନ ଜଳିଗଲା

ବ୍ରହ୍ମପୁର ଅଫିସ,୧୯ା୪- ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକରେ ଥିବା ବାବୁ ଟିଫିନ୍‌ ସେଣ୍ଟରରେ ରବିବାର ରାତି ପ୍ରାୟ ସାଢେ ୮ଟାବେଳେ ଅଗ୍ନିକାଣ୍ଡ ଘଟିଛି। ବ୍ରହ୍ମପୁର ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ଲକ୍‌ଡାଉନ୍‌ ପାଇଁ ଦୋକାନ...

ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ ଦୋକାନ ବନ୍ଦ ରହିଛି। ହେଲେ ରବିବାର ସକାଳେ ବୈଦ୍ୟନାଥପୁର ପୋଲିସ ଖୋଡଡାସିଂ ନିକଟସ୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri