ଗଞ୍ଜାମ

ବାହାର ରାଜ୍ୟର ଲୋକଙ୍କ ପାଇଁ ଗଞ୍ଜାମରେ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ୍‌

ଛତ୍ରପୁର,୯ା୪(ଡି.ଏନ୍‌.ଏ.): ବାହାର ରାଜ୍ୟର ଶ୍ରମିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅତିଥିଙ୍କ ମର୍ଯ୍ୟାଦା ଦିଆଯାଇଛି। ଏମାନଙ୍କ ରହିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ ଖୋଲାଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା...

ଜିଲାପାଳଙ୍କ ଘୋଷଣା ପରେ ଘରଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛି ବ୍ଲକ ପ୍ରଶାସନ

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : କରୋନା ପାଇଁ ସରକାର ଓ ଜିଲା ପ୍ରଶାସନ ଦିନରାତି ଏକ କରିସାରିଲେଣି। କରୋନା ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାପାଳ ବିଜୟ...

ଏସ୍‌.ଛଚିନା ପଞ୍ଚାୟତରେ କ୍ଲୋରିନ୍‌, ବ୍ଲିଚିଂ ସିଞ୍ଚନ

ବେଗୁନିଆପଡ଼ା,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍‌.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍‌ ବ୍ୟବସ୍ଥା। ସବୁ ଗ୍ରାମର ଗଳିକନ୍ଦିରେ କ୍ଲୋରିନଯୁକ୍ତ ପାଣି ଓ ବ୍ଲିଚିଂ ସିଞ୍ଚନ କରାଯାଉଛି।...

ମାଗଣାରେ ମାସ୍କ ବାଣ୍ଟିଲା ଦିଗପହଣ୍ଡି ଏନ୍‌ଏସି ପ୍ରଶାସନ

ଦିଗପହଣ୍ଡି,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପ୍ରଶାସନ ପକ୍ଷରୁ ଗୁରୁବାର ସହରର ରାସ୍ତାପାର୍ଶ୍ୱରେ ପନିପରିବା ବ୍ୟବସାୟ କରୁଥିବା ବ୍ୟବସାୟୀ ବିଶେଷକରି ମହିଳାମାନଙ୍କୁ ମାଗଣାରେ ମାସ୍କ ବଣ୍ଟନ କରାଯାଇଛି। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ନେତୃତ୍ୱରେ ଏନ୍‌ଏ୍‌ସି କର୍ମଚାରୀମାନେ...

କରୋନାକୁ ଭୟ ନ କରି ସେବା ଯୋଗାଉଛନ୍ତି ସଫେଇ କର୍ମଚାରୀ

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଦିନକୁ ଦିନ କରୋନା ଭୟଙ୍କର ରୂପ ନେଉଛି। ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱର ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି l ଏହି ଭୂତାଣୁ ବ୍ୟାପିବା ଆଶଙ୍କାରେ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି...

ବଜ୍ରପାତରେ ଗୌରଗୋପାଳ ମଠରୁ ଖସିଲା ଦଧିନଉତି

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ସହରରେ ବୁଧବାର ସନ୍ଧ୍ୟାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟରେ ବଜ୍ରପାତ ଘଟି ପଣ୍ଡାସାହି ଚଉଦଘରିଆ ଗୌର ଗୋପାଳ ମଠ ଦଧିନଉତି ଖସି ପଡ଼ିଥିଲା। ଏଥିସହିତ ବଜ୍ରପାତ ଏତେ କ୍ଷୀପ୍ର ଥିଲା ଯେ,...

ରକ୍ତ ଦେଲେ ଗୋଟିଏ ପରିବାରର ୭ ସଦସ୍ୟ

ବ୍ରହ୍ମପୁର ଅଫିସ,୯ା୪-କରୋନା ପ୍ରଭାବରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ରକ୍ତଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି ା ଏହାକୁ ପୂରଣ କରିବାକୁ ବ୍ରହ୍ମପୁରର ସ୍ବେଚ୍ଛାସେବୀ ସଂଗଠନ ସବୁଜ ବାହିନୀ ନେତୃତ୍ୱରେ ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ଅଭିଯାନ ଶୀର୍ଷକ ରକ୍ତଦାନ ଶିବିର ଏପ୍ରିଲ...

ହୋମ କ୍ୱାରାଣ୍ଟାଇନ୍‌ରେ ବ୍ୟାଙ୍କ କର୍ମଚାରୀ; ବିନା ଅନୁମତିରେ ବୁଲିବା ମହଙ୍ଗା ପଡ଼ିଲା

ଭଞ୍ଜନଗର,୯।୪(ଡି.ଏନ.ଏ.)-ଲକ୍‌ଡାଉନ ଲୋକେ ବିନା କାରଣରେ ବାହାରେ ବୁଲିଲେ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଭଞ୍ଜନଗର ସହରସ୍ଥିତ ଏକ ବ୍ୟାଙ୍କର ୨ କର୍ମଚାରୀ ବୁଧବାର ମଧ୍ୟାହ୍ନରେ କୌଣସି ଅନୁମତି ନ ନେଇ ଭଞ୍ଜନଗରରୁ ବେଲଗୁଣ୍ଠା ଅଭିମୁଖେ ଯାଉଥିବା ବେଳେ ଉପଜିଲାପାଳ...

ମାନବିକତା ଦେଖାଇଲେ ପୂର୍ବତନ କର୍ପୋରେଟର; ପ୍ରସୂତିଙ୍କୁ ହସ୍ପିଟାଲକୁ ପଠାଇଲେ

ବ୍ରହ୍ମପୁର ଅଫିସ,୯ା୪-କରୋନା ବିପତ୍ତି ସମୟରେ ମାନବିକତା ଦେଖାଇ ଚର୍ଚ୍ଚାକୁ ଆସିଛନ୍ତି ୩୧ ନଂ. ୱାର୍ଡର ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣା। ମହାରଣାଙ୍କ ସୂଚନା ପ୍ରକାରେ, ବୁଧବାର ୩୧ ନଂ. ୱାର୍ଡ ଅନ୍ତର୍ଗତ କମାପଲ୍ଲୀ ଖୋଳାସାହି ବାସିନ୍ଦା ଟି. ଶଙ୍କରଙ୍କ ସ୍ତ୍ରୀ...

ବୁଲାଗୋରୁଙ୍କୁ ଖାଦ୍ୟ ପ୍ରଦାନ

ସୋରଡା,୯ା୪(ଡି.ଏନ୍‌.ଏ.)- ସ୍ଥାନୀୟ ଋଷିକୁଲ୍ୟା କ୍ରିକେଟ କ୍ଲବ ତରଫରୁ ସହରର ଗଣିଛକ, ବଡଦାଣ୍ଡ, କାଳୀଳିମନ୍ଦିର ଅଞ୍ଚଳରେ ବୁଲା ଗୋରୁଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି। ସମ୍ପାଦକ ରଜନୀ ମହାପାତ୍ର, ସଭ୍ୟ ଟିକିନା ମହାରଣା, ସରୋଜ ମହାରଣା, ପିଙ୍କୁ ମହାରଣା, ଶିବ ମହାରଣା ପ୍ରମୁଖ...

ଆଇଟିଆଇ ପ୍ରଶାସନକୁ ଦେବ ମାସ୍କ

ବ୍ରହ୍ମପୁର ଅଫିସ,୮ା୪-କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆଂଶିକ ଶଟ୍‌ଡାଉନ୍‌ ଜାରି ରହିଛି। ଘରୁ ବାହାରିବା ବେଳେ ମାସ୍କ ବ୍ୟବହାରକୁ ମଧ୍ୟ ପ୍ରଶାସନ ବାଧ୍ୟତାମୂଳକ କରିଛି। ଅନ୍ୟପକ୍ଷରେ ବଜାରରେ ମାସ୍କର ଅଭାବ ଦେଖାଦେଉଛି। ଏହାକୁ ପୂରଣ କରିବାକୁ ନେଇ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପରିବାରର ୪ ସଦସ୍ୟ

ବ୍ରହ୍ମପୁର ଅଫିସ,୮ା୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱରରେ ଅଧିକ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଫେରନ୍ତାଙ୍କୁ ହୋମ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହିକ୍ରମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri