ଗଞ୍ଜାମ

ନିରାଶ୍ରୟଙ୍କୁ ମିଳିଲା ରନ୍ଧାଖାଦ୍ୟ

ଆସିକା,୨୭ା୩ (ଡି.ଏନ୍‌.ଏ.): ଜନସାଧାରଣଙ୍କୁ ଘର ପାଖରେ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଯୋଗାଇବା ଲାଗି ଆସିକା ଏନ୍‌ଏସି ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ତେଜରାତି ଜିନିଷ, ପରିବା, ଫଳ, ଦୁଗ୍ଧ, ଔଷଧ, ମାଛ ମାଂସ ଏପରିକି ରନ୍ଧାଖାଦ୍ୟ ଉପଲବ୍ଧ ହେଉଥିବା...

ପରିବା ବିକିଲେ ଏନ୍‌ଏସି କର୍ମଚାରୀ

ବୁଗୁଡା,୨୭ା୩(ଡି.ଏନ.ଏ.)-ବୁଗୁଡ଼ା ସହରରେ ଲୋକେ ପରିବା କିଣିବା ବେଳେ ସାମାଜିକ ଦୂରତା ବଜାୟ ରଖୁନାହାନ୍ତି। ତେଣୁ ଶୁକ୍ରବାର ଏନ୍‌ଏସି ପ୍ରଶାସନ ପକ୍ଷରୁ କର୍ମଚାରୀମାନେ ଗାଡିିରେ ପରିବା ନେଇ ବିକ୍ରୟ କରୁଥିବା ଦେଖାଯାଇଥିଲା। ସ୍ଥାନୀୟ ରଘୁନାଥ ସାହିରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଲୋକେ ଠିଆ...

ହିତାଧିକାରୀଙ୍କୁ ମିଳିଲା ୪ ମାସର ଭତ୍ତା

ଭଞ୍ଜନଗର,୨୭।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲୋକେ ଘରୁ ନ ବାହାରିବାକୁ କୁହାଯାଇଛି। ଲୋକଙ୍କ ପାଖରେ ରାଶନ, ପନିପରିବା, ଫଳ, କ୍ଷୀର, ଔଷଧ ଏବଂ ଭତ୍ତା ଯେଭଳି ପହଞ୍ଚିପାରିବ ସେ ନେଇ ଭଞ୍ଜନଗର ଏନଏସି ପକ୍ଷରୁ ବ୍ୟବସ୍ଥା କରାଯାଇଛି ।...

ରାସ୍ତାରେ ହାତଧୋଇ ସଚେତନତା

ସୋରଡା,୨୭ା୩(ଡି.ଏନ୍‌.ଏ.)- ସୋରଡାରେ ସ୍ବାସ୍ଥ୍ୟବିଭାଗ, ପୋଲିସ ଓ ଏନ୍‌ଏସି ପ୍ରଶାସନ ତରଫରୁ କରୋନା ଭୂତାଣୁରୁ ରକ୍ଷା ପାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଶୁକ୍ରବାର ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଡାକ୍ତର ସନ୍ତୋଷ କୁମାର ପଣ୍ଡା, ଦିଲୀପ ନାୟକ, ସୋମାଲିନ୍‌ ମିଶ୍ର,...

ଖବରଦାତା, ବିତରକଙ୍କ ଉପରେ କଟକଣା ନାହିଁ: ଏସ୍‌ପି

ଛତ୍ରପୁର,୨୭ା୩(ଡି.ଏନ୍‌.ଏ.)- କରୋନାକୁ ପ୍ରତିରୋଧ କରିବାକୁ କ’ଣ ସବୁ ପଦକ୍ଷେପ ନିଆଯାଇଛି ସେସମ୍ପର୍କରେ ସମୀକ୍ଷା ସମୀକ୍ଷା କରିଛନ୍ତି ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ। ଭିଡିଓ କନ୍‌ଫରେନ୍ସଂ ଜରିଆରେ ବୈଠକ କରି ଲକ୍‌ଡାଉନବେଳେ ଛାପା ଓ ବୈଦ୍ୟୁତିକ୍‌ ଗଣମାଧ୍ୟମ, ୱେବ ମିଡ଼ିଆ...

ଉତ୍ତରପ୍ରଦେଶରେ ଫସିଛନ୍ତି ଗଞ୍ଜାମର ୧୪ ତୀର୍ଥଯାତ୍ରୀ, ଉଦ୍ଧାର ପାଇଁ ବିଧାୟକଙ୍କୁ ଗୁହାରି

ଗଞ୍ଜାମ,୨୭ା୩(ଡି.ଏନ.ଏ.)- ଉତ୍ତରପ୍ରଦେଶରେ ଗଞ୍ଜାମର ୧୪ ଜଣଙ୍କ ସମେତ ଓଡିଶାର ମୋଟ ୫୧ ତୀର୍ଥଯାତ୍ରୀ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଏନ୍‌ଏସି ଦାମୋଦରପୁର ଗ୍ରାମର ୧୨ ଓ ଛତ୍ରପୁର ବ୍ଲକ ଅଗସ୍ତିନୂଆଗଁାର ୨ ଜଣ ମହିଳା ରହିଛନ୍ତି। ଅନ୍ୟମାନେ ପୁରୀ...

ଲକ୍‌ଡାଉନ୍‌ ଉଲ୍ଲଙ୍ଘନକାରୀ ୧୧ ଜଣଙ୍କ ନାମରେ ମାମଲା

ପାଟପୁର,୨୭।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଙ୍ଘନ କରି ଗଞ୍ଜାମ ଜିଲା ପାଟପୁର ପୋଲିସ ଦୁଇଟି ମାମଲା ରୁଜୁ କରି ୧୧ଜଣଙ୍କୁ ଗୁରୁବାର...

ଦିନକରେ ୮୭ ଜଣଙ୍କ ନାଁରେ ମାମଲା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ନେଇ ଜାରି ହୋଇଥିବା ଗାଇଡଲାଇନ ଓ ଲକ୍‌ଡାଉନ୍‌କୁ ଉଲ୍ଲଂଘନ କରି ଗଞ୍ଜାମ ପୋଲିସ ଜିଲାରେ ଗୁରୁବାର ୩୬ଟି ମାମଲା ରୁଜୁ କରାଯାଇଛି। ଏଥିରେ ୮୭ ଜଣଙ୍କ ନାଁ ରହିଛି। ଆଇନ ଅନୁଯାୟୀ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ...

ବୁଲୁଥିବା ଲୋକଙ୍କୁ ଇ-ଚାଲାଣ, ପୋଲିସର ମୃଦୁ ଲାଠି ଚାଳନା

ବ୍ରହ୍ମପୁର ଅଫିସ,୨୬ା୩-କରୋନାର ମୁକାବିଲା ତଥା ସଂକ୍ରମଣକୁ ରୋକିବା ନେଇ ଜାରି ହୋଇଥିବା ଲକ୍‌ଡାଉନ୍‌ର ପଞ୍ଚମ ଦିନରେ ବ୍ରହ୍ମପୁରରେ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ବାରମ୍ବାର ସଚେତନତା ସତ୍ତ୍ୱେ ସହରବାସୀ ଘରୁ ବାହାରୁଥିବା ଦେଖିବାକୁ ମିଳୁଛି। ଗୁରୁବାର ପୋଲିସ...

ଲକ୍‌ଡାଉନ୍‌ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ ଜିଲାପାଳ

ଦିଗପହଣ୍ଡି,୨୬ା୩(ଡି.ଏନ.ଏ.)-ଲକ୍‌ଡାଉନ୍‌ ନିୟମ ନ ମାନିଲେ ଏଣିକି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚେତାବନୀ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ତହସିଲଦାର ଅଦୈତ କୁମାର...

ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ କରୋନା ଆଇସୋଲେଟେଡ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ। ସେଠାରେ ଅନ୍ୟୁନ ୧୦୦...

ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌ କରିଛନ୍ତି। ନିହାତି ଆବଶ୍ୟକ ନ ଥିଲେ ଗାଁ ବାହାରକୁ କେହି ଯିବେ ନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri