ଗଞ୍ଜାମ

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କଲା ପ୍ରଶାସନ

ପାଟପୁର,୨୩।୩(ଡି.ଏନ୍‌.ଏ.): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ସାନଖେମୁଣ୍ଡି ଅଞ୍ଚଳରେ...

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍‌ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ...

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ କିଛି ବ୍ୟକ୍ତି ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ ଅର୍ଥାତ୍‌ ସୋମବାର ଏହାକୁ...

ଭୁଶୁଡ଼ିଲା ଦୁଇ ମହଲା କୋଠା ସମେତ ୩ ଚାଳ ଛପର ଘର

ଦିଗପହଣ୍ଡି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗାଁରେ ରବିବାର ରାତିରେ ରଜନୀକାନ୍ତ ଗୌଡ଼,ଚନ୍ଦ୍ରମା ଗୌଡ଼ଙ୍କ ୨ଟି ଦୁଇ ମହଲା ଘର ଏବଂ ପଡ଼ୋଶୀ ଗୋପାଳ ଗୌଡ଼ଙ୍କ ୧ ବଖରା ଚାଳଘର, ବିଶ୍ୱନାଥ ଗୌଡ଼, ବାବୁଲା ଗୌଡ଼ଙ୍କ ଦୁଇଟି...

ଦୁଇ ବାଇକ୍‌ ଧକ୍କା : ୨ ମୃତ

ଆସିକା,୨୨ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ମଧ୍ୟ...

ପ୍ରତାପୁରରେ ବାରୁଣୀ ସ୍ନାନ ବନ୍ଦ: ହୋଇପାରିଲାନି ଠାକୁରଙ୍କ ମେଳଣ

ପୁରୁଷୋତ୍ତମପୁର,୨୨।୩(ଡି.ଏନ୍‌.ଏ.): ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମର ଋଷିକୂଲ୍ୟାର ଉତ୍ତରବାଙ୍କଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ତୁମ୍ବେଶ୍ବର ଘାଟଠାରେ କେଉଁ ଆବାହନ କାଳରୁ ହୋଇ ଆସୁଥିବା ଐତିହାସିକ ବାରୁଣୀ ସ୍ନାନକୁ...

ଜଗନ୍ନାଥପ୍ରସାଦରେ ଜନତା କର୍ଫ୍ୟୁ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ଜଗନ୍ନାଥପ୍ରସାଦ,୨୨।୩(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ମୁଖ୍ୟ ବଜାର ଜଗନ୍ନାଥ ପ୍ରସାଦ, ପଞ୍ଚଭୂତି, ବିଡିପୁର, ଗଣ୍ଡାଧର, ଚିକିଲି, କମସର, କାଦୁଆ, ଛାମୁଣ୍ଡା ଆଦି ସ୍ଥାନରେ...

ସାନଖେମୁଣ୍ଡିରେ ଜନତା କର୍ଫ୍ୟୁ: ଜରୁରୀ ସେବାକୁ ଛାଡ଼ି ସବୁ ବନ୍ଦ

ପାଟପୁର,୨୨।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରାମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ବାର୍ତ୍ତା ନେଇ ରବିବାର ସାନଖେମୁଣ୍ଡି ଅଞ୍ଚଳ ଖାଁ ଖାଁ ହୋଇପଡ଼ିଛି। ସହରରେ ଥିବା ଦେକାନ ବଜାର ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ଜରୁରିକାଳୀନ ସେବା ଯଥା ଅଗ୍ନିଶମ...

୩ ବିଦେଶ ଫେରନ୍ତାଙ୍କୁ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଲା ପ୍ରଶାସନ

ଭଞ୍ଜନଗର,୨୨।୩(ଡି.ଏନ୍‌.ଏ.): ଇଂଲଣ୍ଡ ଓ କୁଏତ୍‌ରୁ ୨ ଜଣ ଭଞ୍ଜନଗର ବାସିନ୍ଦା ଗତ ସପ୍ତାହରେ ଘରକୁ ଫେରିଥିବା ବେଳେ ଶନିବାର ଦୁବାଇରୁ ଆଉ ଜଣେ ଘରକୁ ଫେରିଛନ୍ତି। ସେମାନେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ତଥାପି ଘରେ ଅନ୍ୟମାନଙ୍କ ଠାରୁ ୧୪...

ଗଞ୍ଜାମ ଜିଲା ଲକ୍‌ଡାଉନ୍‌: ବିଦେଶ ଫେରନ୍ତା ପଞ୍ଜିକରଣ ନ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର, ୨୨।୩(ଡି.ଏନ୍‌.ଏ.)- ମୁଖମନ୍ତ୍ରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରବିବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏଥିସହ ଜନତା କର୍ଫ୍ୟୁ ମଧ୍ୟକୁ ଲୋକେ ମାନି ଘରୁ ବାହାରୁ ନ ଥିବା ବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଏହାର...

ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା

ଗଞ୍ଜାମ,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ୍‌ ରିଡ୍‌ଲେ କଇଁଛମାନେ ଦିନବେଳା (ଦିନରେ ) ଗଣ ଅଣ୍ଡାଦାନ...

ପୁରୁଷୋତ୍ତମପୁରରେ ଜନତା କର୍ଫ୍ୟୁ: ରାସ୍ତାଘାଟ ଶୂନ୍‌ଶାନ୍‌

ପୁରୁଷୋତ୍ତମପୁର,୨୨ା୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ରବିବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଜନସାଧାରଣ ସମ୍ପୂର୍ଣ୍ଣ ସମର୍ଥନ ଦେଇ ପ୍ରଶାସନକୁ ସହଯୋଗ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri