ଗଞ୍ଜାମ

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୬।୩: କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ। ରାଜ୍ୟ ସରକାର ଏ ଦିଗରେ ବିଭିନ୍ନ ପଦକ୍ଷେପ ନେଇ ସଚେତନତା ଜାରି ରଖିଛନ୍ତି। ସମସ୍ତ ସ୍କୁଲ ଓ କଲେଜର ପରୀକ୍ଷା ସ୍ଥଗିତ ରଖାଯାଇଛି। ତେବେ ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ...

କରୋନା ପ୍ରଭାବ: ଗଞ୍ଜାମରେ ମିଳୁନି ମାସ୍କ

ଗଞ୍ଜାମ, ୧୬।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଭୟର ବାତାବରଣ ସୃଷ୍ଟି କରିଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଏହାର ପ୍ରଭାବ ଦେଖାଦେଇଛି। ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ମାତ୍ର ଗଞ୍ଜାମ ସହରର...

କରୋନା ପ୍ରଭାବ: ଜିଲା ପ୍ରଶାସନ ପକ୍ଷରୁ ଦଣ୍ଡନାଚ ବନ୍ଦ ନିର୍ଦ୍ଦେଶ

ହିିଞ୍ଜିଳିକାଟୁ, ୧୬ା୩(ଡି.ଏନ୍‌.ଏ.): କରୋନାକୁ ନେଇ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଓଡ଼ିଶାରେ ପ୍ରଥମ କରୋନା ଭାଇରସ ପଜିଟିଭ ସ୍ପଷ୍ଟ ହୋଇଛି। ଏ ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।...

ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା

ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ ବୈଠକ କରିଥିଲେ। ଏବେ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚାଲିଛି। ଆସନ୍ତା ମଙ୍ଗଳବାର...

ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ

ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍‌.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍‌କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁଣ୍ଡିଗଡ ପଞ୍ଚାୟତର ସନ୍ଦିପଦର ଗ୍ରାମର ପ୍ରଭାତ ବଡସେଠ୍‌...

ଦୋଳଯାତ୍ରା ବେଳେ ବାଣ ଫୁଟି ୮ ଆହତ

ଧରାକୋଟ/ ଆସିକା,୧୬ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ଧରାକୋଟ ଥାନା ଢଉଗଁା ପଞ୍ଚାୟତ କେ.ରାମଚନ୍ଦ୍ରପୁର (କଇଠିରା) ଗ୍ରାମରେ ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଶନିବାର ରାତିରେ ପୌରାଣିକ ନାଟକ ପରିବେଶଣ କରାଯାଉଥିଲା। ନାଟକ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ବେଳେ ଉପସ୍ଥିତ ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ...

ଏମ୍‌କେସିଜି କରୋନା ୱାର୍ଡରୁ ସନ୍ଦିଗ୍ଧ ଫେରାର

ବ୍ରହ୍ମପୁର ଅଫିସ,୧୬ା୩: ବ୍ରହ୍ମପୁର ବଡ ମେଡିକାଲରେ ଗତ ୧୪ ତାରିଖରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ଶନିବାର ବିଳମ୍ବିତ ରାତିରେ ସେ ଫେରାର ହୋଇଯାଇଛନ୍ତି । ରବିବାର ସକାଳେ ୱାର୍ଡରେ ତାଙ୍କୁ ନ ପାଇ ମେଡିକାଲ ଅଧୀକ୍ଷକଙ୍କୁ କାର୍ଯ୍ୟରତ କର୍ମଚାରୀମାନେ...

ଅଚଳାବସ୍ଥାରେ ୱାଟର ଏଟିଏମ୍‌

ବ୍ରହ୍ମପୁର ଅଫିସ,୧୬ା୩: ଆଗକୁ ଆସୁଛି ଗ୍ରୀଷ୍ମ ଋତୁ। ବ୍ରହ୍ମପୁର ମହାନଗରବାସୀ ଓ ବାହାରୁ ସହରକୁ ଆସୁଥିବା ଜନସାଧାରଣଙ୍କ ପାଇଁ ବିଶୁଦ୍ଧ ଜଳ ଯୋଗାଣ ନିମନ୍ତେ ମହାନଗର ନିଗମ ପକ୍ଷରୁ ଏକ ଓ୍ବାଟର ଏଟିଏମ୍‌ର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ତାହା ୯ରୁ ୧୦...

ନାଟକ ଚାଲିଥିବା ବେଳେ ବାଣ ବିସ୍ଫୋରଣ: ୪ ଗୁରୁତର,୪ ଆହତ

ଆସିକା,୧୫।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-ସୋରଡା ମୁଖ୍ୟରାସ୍ତାର ଧରାକୋଟ ଥାନା ଅନ୍ତର୍ଗତ କେ.ରାମଚନ୍ଦ୍ରପୁର (କଇଠରା) ଗ୍ରାମରେ ରବିବାର ସକାଳେ ବାଣ ବିସ୍ଫୋରଣ ଘଟି ୪ ଗୁରୁତର, ୪ ଆହତ ହୋଇଛନ୍ତି। ସକାଳେ ପୌରାଣିକ ନାଟକ ଚାଲିଥିଲା ବେଳେ ନାଟକର ଏକ...

ତାରାତାରିଣୀ ଚୈତ୍ର ଯାତ୍ରାରେ କଟକଣା: ମୁଣ୍ଡନ, କଲ୍ୟାଣମଣ୍ଡପ, ବସସେବା ବନ୍ଦ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମର ଆରାଧ୍ୟ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ମୁଣ୍ଡନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏଥିସହ ପାହାଡ଼ ଉପରକୁ ବସ୍‌ ସେବା ପ୍ରତ୍ୟାହାର ହୋଇଛି। ସେଠାରେ ଥିବା କଲ୍ୟାଣ...

ଷ୍ଟ୍ରେଚର କାର୍ଯ୍ୟ କରିବ ବ୍ୟାଟେରିଚାଳିତ ଗାଡ଼ି

ବ୍ରହ୍ମପୁର ଅଫିସ,୧୫ା୩ – ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଏଣିକି ବ୍ୟାଟେରିଚାଳିତ ଗାଡିରେ ୱାର୍ଡକୁ ଯିବେ ଗୁରୁତର ରୋଗୀ। କାଜୁଆଲିଟିରୁ ବିଭିନ୍ନ ୱାର୍ଡକୁ ଗୁରୁତର ରୋଗୀଙ୍କୁ ନେବା ଆଣିବା କରିବାରେ ଏହି ବ୍ୟାଟେରିଚାଳିତ ଗାଡି ଷ୍ଟ୍ରେଚରର କାର୍ଯ୍ୟ କରିବ ।...

ଦୁଃଖଦ ଅନୁଭୂତି ବଖାଣିଲେ ଶିବାଶିଷ

ବ୍ରହ୍ମପୁର ଅଫିସ,୧୫ା୩ – କରୋନା ଭୂତାଣୁକୁ ନେଇ ଦୀର୍ଘ ୪୮ ଦିନ ଧରି ପ୍ରତିଟି ମୁହୂର୍ତ୍ତର ଭୟ ଓ ଆତଙ୍କରୁ ମୁକୁଳି ଶେଷରେ ଘରକୁ ଫେରିଛନ୍ତି ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ। କରୋନା ପାଇଁ ଜାପାନ ଜଳ ଜାହାଜା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri