ଗଞ୍ଜାମ

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଭ୍ୟାନ୍‌ ଯୋଗେ ନେଉଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରୁ କେହିଜଣେ ଟେକା ମାରିବା...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି । ପୋଲସରା ତୋଟାସାହିର ଜଣଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ ହୋଇଛି ।...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। କହିରଖୁଛୁ କି,...

ଭାଜପା ସମର୍ଥକଙ୍କୁ ହତ୍ୟା: ଟାୟାର ଜାଳି ରାସ୍ତାରୋକୋ କଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ପୋଷ୍ଟର ମାରିବାକୁ ନେଇ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ହୋଇ ଉଭୟ ପକ୍ଷର ୭ ଜଣ ଆହତ...

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ...

ଖଲ୍ଲିକୋଟରେ ରାଜନୈତିକ ହିଂସା: ୮ ଗିରଫ

ଖଲ୍ଲିକୋଟ,୧୬ା୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଯେଉଁଥିରେ ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ...

ଖଲ୍ଲିକୋଟରେ ରାଜନୈତିକ ହିଂସା; ବିଜେଡି ଓ ଭାଜପା କର୍ମୀଙ୍କ ସଂଘର୍ଷରେ ଜଣେ ମୃତ

ଖଲିକୋଟ,୧୬ା୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଖଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣସାନପୁର ଗ୍ରାମରେ...

ସୂର୍ଯ୍ୟମୁଖୀ ଚାଷ ପ୍ରତି ଆଗ୍ରହ ବଢ଼ୁଛି

ବ୍ରହ୍ମପୁର,୧୬ା୫(ସ୍ମୃତି ରଞ୍ଜନ ମହାଲିକ)ସୂର୍ଯ୍ୟମୁଖୀରେ ପ୍ରଚୁର ପରିମାଣର ଜୀବନ ଶକ୍ତି ତଥା ଖାଦ୍ୟପ୍ରାଣ ରହିଛି। ଏଥିରେ ୨୦.୮% ପୁଷ୍ଟିସାର ସହ ୫୦% ସ୍ନେହସାର ଥିବାରୁ ଏଥିରୁ ଉତ୍ପାଦିତ ତେଲ ସ୍ବାସ୍ଥ୍ୟପ୍ରଦ। ଏହି ତେଲରେ ଅଧିକ ପରିମାଣର ଭିଟାମିନ ଏ,ଡି ଓ ଇ...

ସାମଗ୍ରିକ ବିକାଶ ମୋ ଲକ୍ଷ୍ୟ:ଲତିକା

ବ୍ରହ୍ମପୁର,୧୬ା୫(ଅଶୋକ କୁମାର ସାହୁ):ରାଜ୍ୟରେ ଆସନ୍ତା ୨୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଆଉ ୪ଦିନ ବାକି ଥିବାବେଳେ ଆସିକା ସଂସଦୀୟ କ୍ଷେତ୍ର ଅଧୀନ ୭ ବିଧାନସଭା ଆସନରେ ସ୍ଥିତି ସରଗରମ ରହିଛି। ସେଥିମଧ୍ୟରୁ କବିସୂର୍ଯ୍ୟନଗର ବିଧାନସଭା ଆସନର...

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି,...

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ...

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri