ଗଞ୍ଜାମ

‘ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ’

ଭଞ୍ଜନଗର,୩୦।୧(ଡି.ଏନ.ଏ.)-କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜଣେ ବିଶ୍ୱ ପ୍ରସିଦ୍ଧ କବି। ତାଙ୍କ ସମ୍ପର୍କରେ ଯେଉଁଭଳି ପ୍ରଚାର ଓ ପ୍ରସାର ହେବା କଥା ତାହା ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ । ଉପେନ୍ଦ୍ର ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ ବୋଲି ଗୁରୁବାର ଶ୍ରୀପଞ୍ଚମୀରେ...

‘ସାମ୍ବାଦିକତାରେ ବିଘଟନ ସୃଷ୍ଟି ହୋଇଛି’

ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ ସାମ୍ବାଦିକତାର ଗୁଣାମତ୍କ ବିକାଶରେ ଏକ ବଡ଼ ସମସ୍ୟା ସୃଷ୍ଟି କରିଛି। ତେଣୁ...

କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକଙ୍କ ଉଦ୍‌ବେଗ

ଛତ୍ରପୁର,୩୦ା୧(ଡି.ଏନ୍‌.ଏ.) -ଗଞ୍ଜାମ ଜିଲାପରିଷଦ ସାଧାରଣ ଅଧିବେଶନ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲା ପରିଷଦ ଭବନ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ ଅଧ୍ୟକ୍ଷତା କରିଥିଲେ। ବୈଠକ ପ୍ରାରମ୍ଭରୁ ହିଁ ଚାଷୀମାନଙ୍କୁ କାଳିଆ ଯୋଜନାରେ ଟଙ୍କା...

ମନମୋହିଲା ‘ବଡି ବିଲ୍ଡିଂ ଶୋ’ର ସୁନ୍ଦର ସ୍ବାସ୍ଥ୍ୟ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୩୦ା୧-ସ୍ଥାନୀୟ ଖଲ୍ଲିକୋଟ କଲେଜ ଖେଳ ପଡିଆରେ ଚାଲିଥିବା ୭ମ ମହାନଗର ମହୋତ୍ସବର ବୁଧବାର ଥିଲା ତୃତୀୟ ସନ୍ଧ୍ୟା ା ଏହାକୁ ଭିଜିଲାନ୍ସ ଅତିରିକ୍ତ ଏସ୍‌ପି ଶାନ୍ତନୁ କୁମାର ପାଢୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ ା...

ଗଞ୍ଜାମ ଜିଲାପରିଷଦ ବୈଠକ: କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକମାନଙ୍କ ଉଦ୍‌ବେଗ

ଛତ୍ରପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଳେଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଓଡ଼ିଶାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଜଙ୍ଗଲ, ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ...

ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ...

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍‌ ନାୟକ(...

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି ୩୫୩୦ ବୁଧବାର ଭୋର୍‌ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ...

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର ଆହତ ହୋଇଛନ୍ତି। ରାୟଗଡା ଜିଲ୍ଲା ଟିକିରି ରୁ ୪୮ ଜଣ ଯାତ୍ରୀଙ୍କୁ ନେଇ...

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ...

ମାସକରେ ସମ୍ପୂର୍ଣ୍ଣ ହେବ ରେଲୱେ ଓଭରବ୍ରିଜ୍‌

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଏବଂ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ନିର୍ମାଣାଧୀନ ରେଲୱେ ଓଭରବ୍ରିଜ ମାସକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ପୂର୍ତ୍ତ ବିଭାଗ ଇଞ୍ଜିନିୟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ମାଣ କାର୍ଯ୍ୟରେ...

ଏମ୍‌କେସିଜିରେ କରୋନା ଭାଇରସ ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ବ୍ରହ୍ମପୁର ଅଫିସ,୨୯ା୧: ଚାଇନାରୁ ଚିହ୍ନଟ କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବ୍ରହ୍ମପୁର ଏମ୍‌କେସିଜିରେ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ମିଳିଛି ା ଏନେଇ ଏମ୍‌କେସିଜିର କାଜୁଆଲିଟି ଉପରମହଲାରେ କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri