ଗଞ୍ଜାମ

ଆନ୍ତଃରାଜ୍ୟ ଗଞ୍ଜେଇ ବେପାରୀ ଗିରଫ, କାର ଜବତ

ଭଞ୍ଜନଗର,୧୮।୧(ଡି.ଏନ.ଏ)- କନ୍ଧମାଳ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ଚୋରାରେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି। ପୋଲିସ ମଝିରେ ମଝିରେ କେତେଜଣ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହେଉଛି। ଏହିଭଳି ଶୁକ୍ରବାର ଭଞ୍ଜନଗର ପୋଲିସ ଗୋଡ଼ାଇ ଗୋଡ଼ାଇ ଧରିଥିବା...

ଖାଦ୍ୟରେ ବିଷକ୍ରିୟାରୁ ଗଲା ଜୀବନ: ଗୋଟିଏ ପରିବାରର ୩ ଅସୁସ୍ଥ, ଜଣେ ମୃତ

ଭଞ୍ଜନଗର,୧୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ବଦାଙ୍ଗିରେ ଖାଦ୍ୟରେ ବିଷକ୍ରିୟା ଯୋଗୁ ଶନିବାର ଗୋଟିଏ ପରିବାରର ୩ଜଣ ଅସୁସ୍ଥ ଥିବା ବେଳେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲିମା ଗୌଡ଼ (୩)। ଭଞ୍ଜନଗର ମେଡିକାଲରେ ଅସୁସ୍ଥମାନେ...

ବିଏମ୍‌ସି ଅବସରପ୍ରପ୍ତ କର୍ମଚାରୀ ପାଇବେ ପେନସନ

ବ୍ରହ୍ମପୁର ଅଫିସ,୧୮ା୧-ବ୍ରହ୍ମପୁର ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସପ୍ତମ ବେତନ କମିଶନ ସୁପାରିସ ଅନୁସାର ପାଇବେ ପେନ୍‌ସନ। ରାଜ୍ୟ ସରକାରଙ୍କ ମଞ୍ଜୁରୀପତ୍ର ବିଏମ୍‌ସିରେ ପହଞ୍ଚତ୍ଛି ଓ ଚଳିତ ମାସରୁ ଲାଗୁ ହେବା ଜଣାପଡ଼ିଛି। ଏହାଦ୍ୱାରା ପ୍ରାୟ ୬ ଶହ ପେନ୍‌ସନଭୋଗୀ...

୬୨୩୮ ଡ୍ରାଇଭିଂ ଲାଇସେନ୍ସ ବାତିଲ, ୧୨୪୪ ଇ-ଚାଲାଣ

ଛତ୍ରପୁର,୧୮ା୧(ଡି.ଏନ.ଏ.)-ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନେଇ ଗଞ୍ଜାମ ଜିଲାରେ ଗତ ୨ ବର୍ଷ ମଧ୍ୟରେ ୬୨୩୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ଆରଟିଓଙ୍କ ପକ୍ଷରୁ ରଦ୍ଦ କରାଗଲାଣି ା ୨୦୧୮ ରେ ୨୮୬୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି ା ୨୦୧୯...

ସୁନାପଲ୍ଲୀରେ ଯୁବକଙ୍କୁ ହତ୍ୟା : ପାଳଗଦାରୁ ଦରପୋଡ଼ା ମୃତଦେହ ଉଦ୍ଧାର

କବିସୂର୍ଯ୍ୟନଗର,୧୮ା୧-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା ପରେ ପାଳଗଦାରେ ପକାଇ ନିଆଁ ଲଗାଇ ଦିଆଯାଇଛି। ଶୁକ୍ରବାର ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ମୃତକ ହେଲେ...

୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ, ୧୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଟ୍ରାଫିକ୍‌ ପୋଲିସ ଓ ଜିଲା ସଡ଼କ ସୁରକ୍ଷା ସମିତି ପକ୍ଷରୁ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଗତ୧୧ ତାରିଖଠାରୁ ବ୍ରହ୍ମପୁର ଟ୍ରାଫିକ୍‌ ପୋଲିସ ଓ...

ଗୋଚର ପାଲଟିଲାଣି ଲୁଣ ଜମି

ଗଞ୍ଜାମ,୧୭ା୧(ଡି.ଏନ.ଏ.) – ଗଞ୍ଜାମ ଜିଲାର ହୁମ୍ମା ଓ ଗଞ୍ଜାମ ଆଖପାଖ ଅଞ୍ଚଳରେ ହଜାର ହଜାର ଏକର ଲୁଣ ଜମି ଏବେ ଗୋଚର ପାଲଟିଲାଣି। ଲୁଣ ଉତ୍ପାଦନକୁ ଗୁରୁତ୍ୱ ଦିଆ ନ ଯିବା, ଦର ବୃଦ୍ଧି ପାଉ ନ ଥିବା ଆଦି...

୨ ଲୁଟେରା ଗିରଫ, ବ୍ୟାଗ ଜବତ

ବ୍ରହ୍ମପୁର ଅଫିସ,୧୭ା୧- ସରକାରୀ ରେଳବାଇ ପୋଲିସ (ଜିଆରପି)ଟ୍ରେନ ଯାତ୍ରୀଙ୍କ ବ୍ୟାଗ ଲୁଟ ଘଟଣାରେ ୨ ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ସଦର ଥାନା ଅନ୍ତର୍ଗତ ଲୋଚାପଡାର ଶଙ୍କର ପାତ୍ର (୨୩) ଓ ଶେରଗଡ ଥାନା ଅନ୍ତର୍ଗତ ପନ୍ନାଡ଼ ଗ୍ରାମର...

ଏନଏଚ୍‌ ନଂ.୧୬ ରେ ଫ୍ଲାଇଓଭର, ଅଣ୍ଡରପାସ୍‌ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ ଏମ୍‌ପି, ବିଧାୟକ

ଛତ୍ରପୁର,୧୭ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଗିରିଶୋଲାରୁ ପୁଇଁତଳା ପର୍ଯ୍ୟନ୍ତ ଜାତୀୟ ରାଜପଥ-୧୬ନଂ. ର ଉନ୍ନତୀକରଣ କାମ ଚାଲିଛି। ୬ ଲେନ୍‌ ତ ଦୂରର କଥା ଆବଶ୍ୟକତା ଅନୁସାରେ ଫ୍ଲାଇଓଭର, ଅଣ୍ଡର ପାସ୍‌ ଓ ସର୍ଭିସ ରୋଡ୍‌ ଏନ୍‌ଏଚ୍‌ଏଆଇ ପ୍ରସ୍ତାବରେ ନାହିଁ। ଫଳରେ...

ପୃଥକ୍‌ ଦୁର୍ଘଟଣାରେ ୨ ଗୁରୁତର

ଦାରିଙ୍ଗବାଡ଼ି,୧୬।୧(ଡି.ଏନ୍‌.ଏ): ଗୋଟିଏ ପଟେ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ଦିବସ ପାଳନ କରାଯାଇ ଜନସଚେତନତା କରାଯାଉଥିବାବେଳେ ଅନ୍ୟପଟେ ଦୁର୍ଘଟଣା ବଢୁଛି। ଗୁରୁବାର ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨ଟି ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣ ଗୁରୁତର ଆହତ ହେବାସହ...

ଆସିକା ମହୋତ୍ସବ ଉଦ୍‌ଯାପିତ

ଆସିକା,୧୬ା୧(ଡି.ଏନ୍‌.ଏ.)-ଆସିକା କଳିଙ୍ଗାରୋଡ ନିକଟ ପଡିଆରେ ଗତ ୫ଦିନ ଧରି ଚାଲିଥିବା ଆସିକା ମହୋତ୍ସବ ବୁଧବାର ରାତିରେ ଉଦ୍‌ଯାପିତ ହୋଇଛି । ମହୋତ୍ସବ ପରିଚାଳନା କମିଟିର ଅଧ୍ୟକ୍ଷା ତଥା ବିଧାୟିକା ମଞ୍ଜୁଳା ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ...

ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଖଲିକୋଟ କନିଷ୍ଠ ମହାବିଦ୍ୟାଳୟ ପରିଦର୍ଶନ

ବ୍ରହ୍ମପୁର ଅଫିସ,୧୬।୧: ଗଞ୍ଜାମ ଜିଲା ଖଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଖଲିକୋଟ କନିଷ୍ଠ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାର ସମୀକ୍ଷା କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶକ ସୁନ୍ଦରଲାଲ ସିଲ୍‌ ଓ ଉପ ନିର୍ଦ୍ଦେଶକ ଭାଗୀରଥି କାଣ୍ଡି। ମହାବିଦ୍ୟାଳୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri