ଗଞ୍ଜାମ

ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍‌କେସିଜି ମେଡିକଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଟ୍ରାଫିକ୍‌ ପୋଲିସ ମୃତଦେହ...

ଭୂତକୁ ଅପେକ୍ଷା

ଗଞ୍ଜାମ ଗ୍ରାମାଞ୍ଚଳରେ ଭୂତପ୍ରେତ, ଗୁଣିଗାରେଡ଼ି ଏବଂ ଡାହାଣୀ ଭଳି ଅନ୍ଧବିଶ୍ୱାସର ପ୍ରଭାବ ପ୍ରବଳ ଭାବେ ଦେଖିବାକୁ ମିଳୁଛି। ଗୁଣିଆ ସନ୍ଦେହରେ ହତ୍ୟା, ଡାହାଣୀ ବୋଲି ସନ୍ଦେହ କରାଯାଉଥିବା ବ୍ୟକ୍ତିଙ୍କୁ ଗଁ।ରୁ ବାସନ୍ଦ, ଭୂତ ଭୟରେ ସ୍କୁଲ ବନ୍ଦ ଭଳି ଶିରୋନାମା...

କାର୍ଯ୍ୟରେ ଅବହେଳା, ବରଡାବିଲି ପିଇଓ ନିଲମ୍ବିତ

ଛତ୍ରପୁର,୭ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବରଡାବିଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସଂଧ୍ୟା ରାଣୀ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଳମ୍ବିତ କରାଯାଇଛି। କର୍ତ୍ତବ୍ୟରେ ଅବହେଳା, ଉପରିସ୍ଥ ଅଧିକାରୀଙ୍କ ଆଦେଶକୁ ଅବମାନନା ଓ ଦୁର୍ବ୍ୟବହାର ପିଇଓ ବେହେରାଙ୍କୁ ମହଙ୍ଗା ପଡିଛି ା...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଶେରଗଡ,୭ା୧୨(ଡି.ଏନ୍‌.ଏ.)-ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଭାରତୀ ନାୟକ (୨୧)। ଖବର ପାଇ ଶେରଗଡ ପୋଲିସ ପହଞ୍ଚତ୍ଥିଲା। ଭାରତୀଙ୍କ ବାପା ପାଟପୁର ବ୍ଲକ ଅନ୍ତର୍ଗତ ନରସିଂହଗଡର ପ୍ରଫୁଲ...

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୭।୧୨(ଡି.ଏନ୍‌.ଏ.): ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବେଲଗୁଣ୍ଠା ଫାଣ୍ଡି ଅଞ୍ଚଳରୁ...

ଦୁର୍ଘଟଣାରେ ଯୁବକ ମୃତ

କୁକୁଡାଖଣ୍ଡି,୭ା୧୨(ଡି.ଏନ.ଏ.): କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟରାସ୍ତା କାଳୁଆ ମନ୍ଦିର ନିକଟରେ ଶୁକ୍ରବାର ଅପରାହ୍ନ ସାଢେ ୪ଟାରେ ଏକ ସଡ଼କ ଦୁଘଟଣାରେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ବ୍ରହ୍ମପୁରର ଜଣେ ଆଇନଜୀବୀଙ୍କ ପୁଅ ରୋହିତ...

୧୫୬ ବର୍ଷର ବ୍ରହ୍ମପୁର ମଣ୍ଡଳ କାରାଗାର : ରାଜ୍ୟର ଏକମାତ୍ର ଫାଶୀଖୁଣ୍ଟ, ନାହାନ୍ତି ଘାତକ

ବ୍ରହ୍ମପୁର ଅଫିସ,୭ା୧୨-ବ୍ରିଟିଶ ଶାସନରେ ଏବଂ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିବା ବେଳେ ୧୮୬୩ରେ ସ୍ଥାପିତ ହୋଇଥିଲା ବ୍ରହ୍ମପୁର ମଣ୍ଡଳ କାରାଗାର। ୧୫୬ ବର୍ଷର ଏହି ପୁରାତନ ଜେଲରେ ଅଛି ରାଜ୍ୟର ଏକମାତ୍ର ଫାଶୀ ଖୁଣ୍ଟ । ଦେଶ...

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.)- ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବେଲଗୁଣ୍ଠା ଫାଣ୍ଡି ଅଞ୍ଚଳରୁ...

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଛନ୍ତି। ସେହିପରି କରପଡ଼ା ଗାଁର ବିଜୟ ସେଠୀ(୪୫)ଙ୍କୁ...

୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ: ସେବା ମନୋବୃତ୍ତି ନେଇ କାମ କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୬।୧୨: ଆମ୍ବପୁଆସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଶୁକ୍ରବାର ୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ଆରକ୍ଷୀ ଉପ ମହାନିରୀକ୍ଷକ (ଡିଆଇଜି) ସତ୍ୟବ୍ରତ ଭୋଇ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।...

ଉପକୂଳ ରାଜପଥ ନିର୍ମାଣକୁ ପ୍ରଫୁଲ ସାମନ୍ତରାଙ୍କ ବିରୋଧ: ସାମୁଦ୍ରିକ ପରିବେଶ ପାଇଁ ଘାତକ

ବ୍ରହ୍ମପୁର ଅଫିସ୍‌,୬।୧୨: ଗଞ୍ଜାମ ଜିଲା ଗୋପାଳପୁରଠାରୁ ଦୀଘା ପର୍ଯ୍ୟନ୍ତ ପ୍ରାୟ ୨୪୦ କି.ମି. ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ନିର୍ମାଣକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । କିନ୍ତୁ ଏହି ପ୍ରକଳ୍ପକୁ ଲୋକଶକ୍ତି ଅଭିଯାନର ସଭାପତି ତଥା ଗ୍ରୀନ୍‌ ନୋବେଲ୍‌ ପୁରସ୍କାର...

ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ମାଈହାତୀର ମୃତ୍ୟୁ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ଗୁରୁବାର ରାତିରେ ଏକ ମାଈହାତୀର ମୃତ୍ୟୁ ଘଟିଛି। ଏ ନେଇ ଶୁକ୍ରବାର ସକାଳେ ଘଟଣା ସମ୍ପର୍କରେ ବନ ବିଭାଗ ପାଖରେ ଖବର ପହଞ୍ଚିଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri