ଗଞ୍ଜାମ

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ ଦୁଖଃଦ ଘଟଣା ଘଟିଛି ସଂକୁରୁ-ବୁଗୁଡ଼ା ରାସ୍ତାର ବେତାରସିଂ ଗ୍ରାମ ନିକଟରେ। ମୃତକ ହେଲେ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ ପାଟି କରୁଛନ୍ତି। ଡବଲ ଇଞ୍ଜିନ୍‌ ସରକାରରେ ସର୍ବନିମ୍ନ ମଜୁରୀ ୩୨୦, ୩୬୦ ଓ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବୁଧବାର ବିଧାୟିକା ସୂର୍ଯ୍ୟମଣି...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ। ଅପ୍ରୀତିକର ପରିସ୍ଥିତିକୁ ରୋକିବା ନେଇ ଅନବରତ ଚଢାଉ କାର୍ଯ୍ୟ ଚାଲିଛି। ନଗଦ ଟଙ୍କା,...

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ ହୋଇପଡିଛି। ଚଳିତ ନିର୍ବାଚନରେ ସୋସିଆଲ ମିଡିଆ ତଥା ଡିଜିଟାଲ ପ୍ଲାଟଫର୍ମ ଉପରେ ବିଭିନ୍ନ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ମଙ୍ଗଳବାର ରମେଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାୟକ ରମେଶ ନିଜ ସମର୍ଥକଙ୍କ...

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ସୋମବାର ନାମାଙ୍କନ ଦାଖଲ କରିଥିବା ବେଳେ...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆଶିର୍ବାଦ ଲୋଡିଛନ୍ତି। ଏହି ଅବସରରେ ତାଙ୍କ ସହ ବିଜେଡି...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ ପେପର ରୋଲ୍‌ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଥିବା ବେଳେ ଅଳ୍ପକେ ଡ୍ରାଇଭର ଓ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ପଣ୍ଡିତରା ସାହିର ଅନୁସାୟା ସାହୁ (୭୦) କେତେଜଣ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ ନାୟକଙ୍କ ସ୍ତ୍ରୀ ତୁଳସା ନାୟକ। ରବିବାର ଅପରାହ୍ନରେ ତୁଳସା ନିକଟସ୍ଥ ତୋଟାକୁ ଆମ୍ବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri