ଗଞ୍ଜାମ

ମୋ ପୋଖରୀ ଯୋଜନାକୁ ଚାହିଁ ବସିଛନ୍ତି ହିତାଧିକାରୀ

ଭଞ୍ଜନଗର,୬।୧୦(ଡି.ଏନ.ଏ.)-ରାଜ୍ୟରେ ମାଛର ବେଶ୍‌ ଚାହିଦା ରହିଛି। ମାତ୍ର ଯେତିକି ମାଛ ଦୌନନ୍ଦିନ ରାଜ୍ୟରେ ଆବଶ୍ୟକ, ତାଠାରୁ କମ୍‌ ଉତ୍ପାଦନ ହେଉଛି। ତେଣୁ ପଡ଼ୋଶୀ ଆନ୍ଧ୍ର ଉପରେ ମାଛର ଚାହିଦା ମେଣ୍ଟାଇବାକୁ ନିର୍ଭରଶୀଳ ହେବାକୁ ପଡୁଛି ଓଡ଼ିଶାକୁ। ମାଛର ଆବଶ୍ୟକତା ପୂରଣ...

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା ଘଟିଛି ବ୍ରହ୍ମପୁର ପୋଲିସ ଜିଲା ସଦର ଥାନା ଅଞ୍ଚଳରେ। ନଂ.୨୬୧/୨୦୧୯ରେ ମାମଲା ରୁଜୁ...

ମାଛ ବ୍ୟବସାୟୀ ନିଖୋଜ

ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ ଲୋକଙ୍କ ମନରେ ନାନା କଳ୍ପନାଜଳ୍ପନା ଲାଗି ରହିଛ। ତାଙ୍କ ଝିଅ ବୈଦ୍ୟନାଥପୁର ଥାନାରେ...

ସିଡିଏମ୍‌ଓଙ୍କ ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ

ହିଞ୍ଜିଳିକାଟୁ,୫।୧୦(ଡି.ଏନ୍‌.ଏ.): ଗଞ୍ଜାମ ସିଡିଏମ୍‌ଓ (ଜିଲା ମୁଖ୍ୟ ଚିକିତ୍ସାଧିକାରୀ) ଡାକ୍ତର ବିଜୟ କୁମାର ପାଣିଗ୍ରାହୀ ଶନିବାର ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଡାକ୍ତରଖାନାର ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ସରକାରୀ ଯୋଜନାର କାର୍ଯ୍ୟକାରିତା ତଦାରଖ କରିଥିଲେ। ଚିକିତ୍ସା ସମ୍ପର୍କରେ...

ବନ୍ଧୁକ ମୁନରେ ୧ ଲକ୍ଷ ୨୨ ହଜାର ଲୁଟ୍‌

ପୁରୁଷୋତ୍ତମପୁର,୫ା୧୦(ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅରଖପୁର ଛକ ନିକଟରେ ପୁଣି ଦୁର୍ବୃତ୍ତମାନେ ଲୁଟିଥିବା ଅଭିଯୋଗ ହୋଇଛି। ଗ୍ରାହକ ସେବାକେନ୍ଦ୍ର ପରିଚାଳକ ସୁଦାମ ଗୌଡଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଛୁରି ଦେଖାଇ ହତ୍ୟା ଧମକ ଦେଇ ଗୁରୁବାର ୧ ଲକ୍ଷ ୨୨ ହଜାର...

ଜିଲାପାଳ, ଆରଟିଓ ଅଫିସକୁ ବ୍ରହ୍ମପୁର ସ୍ଥାନାନ୍ତର ଦାବି

ବ୍ରହ୍ମପୁର ଅଫିସ,୫ା୧୦-ଗଞ୍ଜାମ ଜିଲା ସଦର ମହକୁମା ତଥା ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଜିଲା ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରିବାକୁ ଦାବି କରିଛି ଭାରତୀୟ ବିକାଶ ପରିଷଦ ା ଏ ନେଇ ଶୁକ୍ରବାର କୁକୁଡାଖଣ୍ଡି ବିଡିଓଙ୍କୁ ପରିଷଦ ପକ୍ଷରୁ ଦାବିପତ୍ର...

ସ୍ପେଶାଲ ଡ୍ରାଇଭରେ ଦିଆଗଲାଣି ୭୭.୯୬ କୋଟି ଋଣ

ଛତ୍ରପୁର,୫ା୧୦(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ ଖେଳପଡିଆରେ ଗଞ୍ଜାମ ଜିଲାର ସମସ୍ତ ବ୍ୟାଙ୍କକୁ ନେଇ ଚାଲିଥିବା ଗ୍ରାହକ ସମ୍ପର୍କ, ଋଣ ବଣ୍ଟନ ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି ା ଉଦ୍‌ଯାପନ କାର୍ଯ୍ୟକ୍ରମରେ ଡିଆରଡିଏ ଏପିଡି ରବି ନାରାୟଣ ତ୍ରିପାଠୀ ଯୋଗଦେଇ ଏପରି...

ମାଳଦୀପରେ ଚାକିରି କରାଇ ଦେବା ନା’ରେ ଠକେଇ: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀର ଏନ.ବାଳକୃଷ୍ଣ ରେଡ୍ଡୀ (୩୫)। ୯ ଜଣ ଯୁବକଙ୍କଠାରୁ...

ବୃଦ୍ଧି ପାଉଛି ଗୁଣିଗାରେଡ଼ି ଜନିତ ଅପରାଧ: ପ୍ରତିକାର ଦାବି କଲା ମାନବବାଦୀ ହେତୁବାଦୀ ସଙ୍ଗଠନ

ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି। ବୈଜ୍ଞାନିକ ମନୋଭାବ ଓ ସରକାରଙ୍କ ପକ୍ଷରୁ ସଚେତନତା ଅଭାବ କାରଣରୁ ଏଭଳି...

ହତ୍ୟା ଘଟଣାର ସାକ୍ଷୀଙ୍କୁ ଧମକ ଦେବା ମାମଲା:  ବିଧାୟକ ରମେଶ ଜେନାଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୧୦-ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ତଥା ଏମପି ଓ ବିଧାୟକଙ୍କ ମାମଲାର ବିଚାର ପାଇଁ ଥିବା କୋର୍ଟର ଜଜ ନିରଞ୍ଜନ ଜେନା ବହୁଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ମାମଲାର ବିଚାର କରି ସାନଖେମୁଣ୍ଡି ବିଧାୟକଙ୍କ ସମେତ ୫ ଜଣଙ୍କୁ...

କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତହସିଲଦାର ଅମର କୁମାର ବସନ୍ତରାୟ,...

୨୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଛତ୍ରପୁର,୪ା୧୦(ଡି.ଏନ.ଏ.)- ଛତ୍ରପୁର ପୋଲିସ ଚୋରା ଚାଲାଣ ବେଳେ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣଙ୍କୁ ଗିରଫ କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ମିଲ୍‌ କତୁରୁ ଗଁ।ର ବି ସନ୍ତୋଷ ପାତ୍ର ଓରଫ ବୁଚି ପାତ୍ର।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri