ଗଞ୍ଜାମ

ସର୍ବଭାରତୀୟ ଭାରୋତ୍ତୋଳନ: ଶକ୍ତି ଉତ୍ତୋଳନ, ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା

ବ୍ରହ୍ମପୁର ଅଫିସ,୨୭ା୯- ଭାରତୀୟ ଡାକ ବିଭାଗ ପକ୍ଷରୁ ଆୟୋଜିତ ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ହିଲପାଟଣା ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ୪ ଦିନ ଧରି ଚାଲିବାକୁ...

ସୁନାରିତୋଟା ସାହି ରାସ୍ତାରେ ଆଣ୍ଠୁଏ ପାଣି

ପୁରୁଷୋତ୍ତମପୁର,୨୭ା୯(ଡି.ଏନ.ଏ.)- ପୁରୁଷୋତ୍ତମପୁର ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ସଫେଇ, ନିର୍ମାଣ ଲାଗି ଦୀର୍ଘଦିନ ହେଲା ୱାର୍ଡନଂ.୯ ରଥସାହି, ସୁନାରିତୋଟାସାହିବାସୀ ଦାବି କରିଆସୁଥିଲେ ମଧ୍ୟ ଏନ୍‌ଏସି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଫଳରେ ବର୍ତ୍ତମାନ ବର୍ଷା ପାଣି ନିଷ୍କାସନ ହୋଇ...

ମୋ ସରକାର କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ବୈଠକ

ଛତ୍ରପୁର,୨୭ା୯(ଡି.ଏନ.ଏ)- ଅକ୍ଟୋବର ୨ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବ ା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏଥିପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା ା ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ...

ସିଲ୍‌ଭର ଗାନ୍ଧୀଙ୍କୁ ସମ୍ବର୍ଦ୍ଧିତ କରିବେ ପ୍ରଧାନମନ୍ତ୍ରୀ

ଭଞ୍ଜନଗର,୨୭।୯(ଡି.ଏନ.ଏ)- ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିଶ୍ୱରେ ଶାନ୍ତି ଓ ପ୍ରଗତି ପାଇଁ ଅହିଂସାକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବା ଲକ୍ଷ୍ୟନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଠାରେ ଜନସଚେତନତା ଓ ଦସ୍ତଖତ ଅଭିଯାନ...

କାମ କର ନ ହେଲେ ଚାକିରି ଛାଡ଼

ପାତ୍ରପୁର,୨୭ା୯(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁମ୍ବା ଉନ୍ନୟନ ସଂସ୍ଥା ପରିସରରେ ଗୁରୁବାର ତିତ୍‌ଲି ପରବର୍ତ୍ତୀ ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଅନୁଷ୍ଠିତ ବୈଠକରେ ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର, ଜିଲା...

ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ

ଗୋପାଳପୁର,୨୭ା୯- ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଶନିବାର ପରିବର୍ତ୍ତେ ଶୁକ୍ରବାର ଗୋପାଳପୁରରେ ଥିବା ଆର୍ମି ଏଡି କଲେଜରେ ରାଷ୍ଟ୍ରପତି ପହଞ୍ଚତ୍ବେ। ସ୍ବତନ୍ତ୍ର ବିମାନ ଯୋଗେ ସେ ନୂଆଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ...

ଛାତ୍ରୀଙ୍କୁ ଏକତରଫା ପ୍ରେମ ନିବେଦନ: ବିଫଳ ହେବା ପରେ ଫଟୋ ଭାଇରାଲ କରି ଜେଲଗଲେ ଶିକ୍ଷକ

ବ୍ରହ୍ମପୁର ଅଫିସ,୨୬।୯: ଛାତ୍ରୀଙ୍କୁ ଏକତରଫା ଭଲ ପାଉଥିଲେ ଶିକ୍ଷକ। ପରେ ଛାତ୍ରୀଜଣଙ୍କ ଅଧ୍ୟାପିକା ହେବା ପରେ ତାଙ୍କୁ ବ୍ଲାକମେଲ୍‌ କରିବା ଜଣେ ବିଜ୍ଞାନ ଶିକ୍ଷକଙ୍କ ପାଇଁ ମହଙ୍ଗା ପଡ଼ିଛି। ଅଭିଯୁକ୍ତ ଶିକ୍ଷକ ହେଲେ ପ୍ରିୟ ରଞ୍ଜନ ମିଶ୍ର। ସୂଚନା ଅନୁଯାୟୀ,...

ବର୍ଷା ବିତ୍ପାତ : ସ୍କୁଲ ଛୁଟି ; ବିଳମ୍ବ ନିଷ୍ପତ୍ତି ଯୋଗୁ ହଇରାଣ

ବ୍ରହ୍ମପୁର ଅଫିସ୍‌,୨୬ା୯-ଓଡ଼ିଶା ଉପକୂଳରେ ସୃଷ୍ଟ ପୂର୍ଣ୍ଣିବଳୟ ପ୍ରଭାବରେ ଗତ ୩ ଦିନ ହେଲା ବର୍ଷା ଲାଗି ରହିଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ଼ କରାଯାଇଛି। ବର୍ଷା ଦେଖି ଜିଲା...

ନିଶାସକ୍ତ ଚାଳକଙ୍କ ମଧ୍ୟରେ କୋକୁଆ ଭୟ

ବ୍ରହ୍ମପୁର ଅଫିସ,୨୬ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ଚାରିଆଡେ ଚେକିଂ କରାଯାଉଛି। ଅନ୍ୟପଟେ ରାଜପଥରେ ନିଶାସକ୍ତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଧରପଗଡ ଜୋରଦାର ହେବା ପରେ ବହୁ ମଦ ଦୋକାନ ଏବେ ଖଁ। ଖଁ।...

ମହିଳାଙ୍କୁ ନିର୍ଯାତନା,ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୬ା୯(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜୀ ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳାଙ୍କ ଏତାଲା ପ୍ରକାରେ,...

ଛତ୍ରପୁର ତ୍ରାହି ଅଚ୍ୟୁତ ଆଶ୍ରମ ଜମି ବିବାଦ ମାମଲା: ହାଜର ହେଲେନି ସୁରବାବା, ୧ରେ ଶୁଣାଣି

ଛତ୍ରପୁର,୨୬ା୯(ଡି.ଏନ.ଏ.)-ଛତ୍ରପୁର ତ୍ରାହି ଅଚ୍ୟୁତ ଆଶ୍ରମ ଜମି ବିବାଦ ମାମଲାରେ ବୁଧବାର ସ୍ଥାନୀୟ ଏସଡିଜେମ୍‌ କୋର୍ଟରେ ଚାର୍ଜଫ୍ରେମ ହୋଇପାରିନି। ମାମଲାର ଅଭିଯୁକ୍ତ ତଥା ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁରେନ୍ଦ୍ରନାଥ ମିଶ୍ର (ସୁରବାବା) ହାଜର ନ ହେବା ଏବଂ ଆପୋସ ବୁଝାମଣା...

ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଶିକ୍ଷକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୯-ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଜଣେ ଶିକ୍ଷକ ଗିରଫ ହୋଇଛନ୍ତି। ସେ ହେଲେ ପ୍ରିୟ ରଞ୍ଜନ ପାଣିଗ୍ରାହୀ ଓ ତାଙ୍କ ଘର ଗୋଷାଣୀନୂଆଗଁା ବୋଲି ଗୋଷାଣୀନୂଆଗଁା ଥାନାଧିକାରୀ ସୁମିତ ସୋରେନ କହିଛନ୍ତି। ମାମଲା ନଂ.୯୫/୧୯ରୁଜୁ କରାଯାଇଥିବା ବେଳେ ଗୁରୁବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri