ବ୍ଲକ ଶିକ୍ଷାଧିକାରୀଭାବେ ଦାୟିତ୍ୱ ଗ୍ରହଣ କଲେ ସୁଜିତ କୁମାର ପାଢୀ ଛତ୍ରପୁର, ୧୩।୨(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ଭାବେ ସୁଜିତ କୁମାର ପାଢୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ହିଞ୍ଜିଳିକାଟୁ ବ୍ଲକର କଞ୍ଚୁରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଭାବେ କାର୍ଯ୍ୟ ସୂଚାରୂ ରୂପେ ତୁଲାଇ ଆସୁଥିଲେ। ଛତ୍ରପୁର...
କଉଡ଼ିଆ ଗାଁରେ ଲୋକଙ୍କୁ ମିଳୁନି ପାନୀୟ ଜଳ, ପ୍ରତିବାଦରେ ରାସ୍ତା ଅବରୋଧ କଲେ ମହିଳା ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଗ୍ରାମରେ...
ହାଇସ୍କୁଲରେ ପଶି ଭଙ୍ଗାରୁଜା ସହ ଚୋରି, ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର ପୁରୁଷୋତ୍ତମପୁର/କବିସୂର୍ଯ୍ୟନଗର,୧୩ା୨(ସୀମାଞ୍ଚଳ ମିଶ୍ର/କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ଼ଖରିଡ଼ା କାଳେଶ୍ୱର ଉଚ୍ଚ ବିଦ୍ୟାଳୟରୁ ବାରମ୍ବାର ଚୋରି ହେବାରେ ଲାଗିଛି। ଫଳରେ ଏଥିଯୋଗୁ ପିଲାଙ୍କ ପାଠପଢ଼ାରେ ବ୍ୟାହତ ହେଉଥିବା ବେଳେ ଏଥିପ୍ରତି ପୋଲିସ ଗୁରୁତ୍ୱ...
ବିଶ୍ଵଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପୂର୍ଣ୍ଣାହୁତି, ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦିଗପହଣ୍ଡି,୧୨।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଡା ପଞ୍ଚାୟତ କମଳାପୁର ଗ୍ରାମ ସ୍ଥିତ ଶ୍ରୀ କାଶୀ ବିଶ୍ୱନାଥ ଶୈବପୀଠ ପରିସରରେ ଗତ ୫ ତାରିଖ ଠାରୁ ଚାଲିଥିବା ବିଶ୍ଵଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ବୁଧବାର ଅପରାହ୍ନ ରେ ପୂର୍ଣ୍ଣାହୁତି ହୋଇଛି।...
ବାଙ୍କେଶ୍ୱରୀ ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ଥିବା ମା’ ନିଜ ବାଙ୍କେଶ୍ୱରୀଙ୍କ ଘାଟିରେ ବୁଧବାର ଅପରାହ୍ନରେ ଏକ ଡାଲା ଅଟୋ (ନଂ. ଓଡ଼ି ୩୨ ଏଫ୍ ୧୦୩୬) ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨ ଜଣ...
ବ୍ଲକ ସ୍ତରୀୟ ଆଇନ ସଚେତନତା ସଭା, ମହିଳା ସୁରକ୍ଷା ଆଇନ, ଅଧିକାର ଉପରେ ଆଲୋଚନା ଦିଗପହଣ୍ଡି,୧୨।୨(ଅଶେଷ ନାଥ ମିଶ୍ର): ରାଜ୍ୟ ମହିଳା କମିଶନଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗଞ୍ଜାମ ଜିଲା ସମାଜ ମଙ୍ଗଳ କାର୍ଯ୍ଯାଳୟ ସହଯୋଗରେ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ସ୍ଥିତ ନନ୍ଦିଘୋଷ କଲ୍ଯାଣ ମଣ୍ଡପରେ ଦିଗପହଣ୍ଡି ବ୍ଲକ ସ୍ତରୀୟ ଆଇନ ସଚେତନତା ସଭା ବୁଧବାର...
ସାଇବର ଅପରାଧ ନେଇ ବଢ଼ୁଛି ଚିନ୍ତା ଗଞ୍ଜାମ,୧୧ା୨(ବିଦ୍ୟାଧର ସାହୁ): ବିଭିନ୍ନ ସମୟରେ ଅନେକ ଲୋକ ସାଇବର ଠକେଇର ଶିକାର ହେଉଛନ୍ତି। ଏହାକୁ ରୋକିବା ପାଇଁ ଜନ ସଚେତନତା ସୃଷ୍ଟି କରିବା ନିମନ୍ତେ ଗଞ୍ଜାମ ଥାନା ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇପିଏସ ଅଧିକାରୀ ମନୀଷା...
କପାମଣ୍ଡି ମେଶିନରେ ଶ୍ରମିକଙ୍କ ହାତ କଟିଗଲା ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି କପାମଣ୍ଡିରେ କାମ କରୁଥିବା ବେଳେ ମଙ୍ଗଳବାର ଜଣେ ଶ୍ରମିକଙ୍କ ଡ଼ାହାଣ ହାତ ପାପୁଲି କଟି ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ଗ୍ରାମର କବିନାଥ ଗୌଡ (୨୬)। କବିନାଥ କାମ କରୁଥିବା...
ପୁଣି ବିଜେଡିକୁ ଝଟ୍କା: ଭାଜପାରେ ମିଶିଲେ ୩ ୱାର୍ଡମେମ୍ବର ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ଦୋମୁହାଣୀ ପଞ୍ଚୟତର ବିଜେଡି ସମର୍ଥିତ ୩ ଜଣ ୱାର୍ଡମେମ୍ବର ମଙ୍ଗଳବାର ଦଳ ଛାଡି ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ସେମାନେ ହେଲେ ତ୍ରିପତି ଜାନି, ମୁରଲୀ ନାୟକ ଓ ରମା ଜାନି। ସ୍ଥାନୀୟ ବନ...
୨୩ ମାସ ପରେ ବସିଲା ପଞ୍ଚାୟତ ସମିତି ବୈଠକ: ସମସ୍ତଙ୍କୁ ସାଥିରେ ନେଇ ଭଞ୍ଜନଗରର କରାଯିବ ବିକାଶ ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଭଞ୍ଜନଗର ପଞ୍ଚାୟତ ସମିତି ବୈଠକ ୨୩ ମାସ ପରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦୀର୍ଘମାସ ପରେ ବୈଠକ ବସିବା ନେଇ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏଣିକି ପ୍ରତି ୩ ମାସରେ ଥରେ...
ଭାଜପା ନେତାଙ୍କୁ ଆକ୍ରମଣ: ବିଜେଡି ସରପଞ୍ଚ ତାଙ୍କ ସହଯୋଗୀ ଗିରଫ ବ୍ରହ୍ମପୁର,୧୧।୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାରୁ ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଥିଲେ କିଛି ଜେଲ ଫେରନ୍ତା। ଏହି ଘଟଣାରେ ଆଉ ୨ ଜଣ ବିଜେଡି ନେତାଙ୍କୁ ଗିରଫ କରାଯାଇଛି। ଉଭୟ ରଣ୍ଢା ସରପଞ୍ଚ...
ଶ୍ରମିକଙ୍କ ସମସ୍ୟା ସମାଧାନ ଦାବି: ଜ଼ିଲାପାଳଙ୍କୁ ମନରେଗା ଶ୍ରମିକ ୟୁନିଅନର ସ୍ମାରକପତ୍ର ଛତ୍ରପୁର, ୧୧।୨(ସନ୍ତୋଷ ପାଢ଼ୀ): ଓଡିଶା ମନରେଗା ଶ୍ରମିକ ୟୁନିଅନ ଗଞ୍ଜାମ ଜିଲା କମିଟି ପକ୍ଷରୁ ମନରେଗା ଶ୍ରମିକଙ୍କ ହାତକୁ କାମ, ସର୍ବନିମ୍ନ ମଜୁରୀ ଏବଂ ସମସ୍ତ ଅଧିକାରକୁ ପ୍ରଦାନ କରିବା ସଂପର୍କରେ ଏକ ଦାବିପତ୍ର ଗଞ୍ଜାମ ଜ଼ିଲାପାଳଙ୍କୁ ମଙ୍ଗଳବାର ପ୍ରଦାନ...