ଗଞ୍ଜାମ

ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ

ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗୋବିନ୍ଦବିହାର ୫ମ...

ଚାପ ପକାଇ ଦାବି ହାସଲ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୧୧।୮(ଡି.ଏନ.ଏ.)- ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଭଞ୍ଜନଗର ବାର୍‌ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଶନିବାର ଏକ ବୈଠକ ହୋଇଯାଇଛି। ବୈଠକରେ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲାର ବିଭିନ୍ନ ବାର ଆସୋସିଏଶନ କର୍ମକର୍ତ୍ତା ଯୋଗଦେଇ...

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଉକ୍ତ ଅଞ୍ଚଳରେ ଶେରଗଡ...

ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ

ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ କରୁଥିଲେ। ଅଗଷ୍ଟ ୨ରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀ କର୍ତ୍ତୃପକ୍ଷ...

ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ସରପଞ୍ଚ ଛବିଲତା ନାୟକ ପୌରୋହିତ୍ୟ କରିଥିବାବେଳେ ଉଦ୍‌ଘାଟକ ଭାବେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ମୁଖ୍ୟ ଅତିଥି ଭାବେ...

ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ

ଦିଗପହଣ୍ଡି,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ, ଜାନୁୟାରୀ ୫ ତାରିଖରେ ଯୁବତୀଙ୍କ ବାପା ଝିଅଙ୍କୁ ଅପହରଣ...

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍‌

ଆସିକା, ୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର କଲେଜ ଛକ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ ମିଠା ବ୍ୟବସାୟୀଙ୍କ ଠାରୁ ୮ ହଜାର ଟଙ୍କା ଲୁଟ୍‌ ହୋଇଛି। ମିଠା ବ୍ୟବସାୟୀ ଜଣକ ହେଲେ ଆସିକା ବ୍ଲକ ଅନ୍ତର୍ଗତ ନିମିନା...

ପାହାଡ଼ରେ ବେଆଇନ ବିସ୍ଫୋରଣ, ୧୨ ଜେଲ ଗଲେ

ଦିଗପହଣ୍ଡି,୧୦ା୮(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ପାହାଡ଼ର ୨ଟି ପଥର ଖାଦାନରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଦୀର୍ଘଦିନ ଧରି ପାହାଡ଼ରେ ବେଆଇନ ବିସ୍ଫୋରଣ କରୁଥିବା ଅଭିଯୋଗରେ ୧୨ ଜଣଙ୍କୁ ପୋଲିସ ଗିରଫ କରି...

୪୮ ବସ୍ତା ଗୁଟ୍‌ଖା ଜବତ, ଏଜେଣ୍ଟ ଗିରଫ, ୨ ମାଲିକ ଫେରାର

ବ୍ରହ୍ମପୁର ଅଫିସ,୧୦ା୮-ବ୍ରହ୍ମପୁର ସହର ଓ ସହରତଳି ଅଞ୍ଚଳରେ ଗଢି ଉଠିଥିବା ଗୁଟ୍‌ଖା କାରଖାନାଗୁଡିକରେ ପୋଲିସ ନିୟମିତ ଚଢାଉ କରି ବହୁ କୋଟି ଟଙ୍କାର ଗୁଟ୍‌ଖା ଜବତ କରୁଛି। ତଥାପି ଏହି ବେଆଇନ କାରବାର ବନ୍ଦ ହେଉନି। ଶୁକ୍ରବାର ବୈଦ୍ୟନାଥପୁର ଥାନା...

ଆଉଟ୍‌ସୋର୍ସିଂ ପ୍ରତିବାଦରେ ଧାରଣା

ବ୍ରହ୍ମପୁର ଅଫିସ,୧୦ା୮-ମଧ୍ୟାହ୍ନଭୋଜନ ଏବଂ ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଉଥିବା ମାନ୍ନା ଟ୍ରଷ୍ଟର କର୍ମଚାରୀମାନେ ଆଉଟ୍‌ସୋର୍ସିଂକୁ ପ୍ରତିବାଦ କରି ଶୁକ୍ରବାର ଧାରଣା ଦେବା ସହ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସେମାନେ ଅଭିଯୋଗ ଯେ, ହାଇଦ୍ରାବାଦ୍‌ର ମାନ୍ନା ଟ୍ରଷ୍ଟ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ...

ରକ୍‌ ଗାର୍ଡେନ ପାଇଁ ଖର୍ଚ୍ଚ ହେବ ୮.୫ କୋଟି

ବ୍ରହ୍ମପୁର ଅଫିସ, ୧୦ା୮-ଗଞ୍ଜାମ ଜିଲାକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କରିବା ପାଇଁ ବ୍ରହ୍ମପୁର ଆମ୍ବପୁଆଠାରେ ନିର୍ମାଣ ହେବାକୁ ଥିବା ରାଜ୍ୟର ପ୍ରଥମ ରକ୍‌ ଗାର୍ଡେନ (ଶିଳାକୃତି ପ୍ରଦର୍ଶନସ୍ଥଳ) ସ୍ବପ୍ନ ବାସ୍ତବ ରୂପ ନେବ। ଏଥିପାଇଁ ଚିହ୍ନଟ ୯ ଏକର...

ପାରିବାରିକ ଅଶାନ୍ତି, ଅଧ୍ୟାପକଙ୍କ ଆତ୍ମହତ୍ୟା

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଦେବସ୍ଥାନ ମହାବିଦ୍ୟାଳୟର ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଡ. ପ୍ରଭାକର ମହାପାତ୍ର ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ପାରିବାରିକ ଅଶାନ୍ତିକୁ ନେଇ ସେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri