ଗଞ୍ଜାମ

ସ୍ୟାଟ ଉଚ୍ଛେଦକୁ ଗଞ୍ଜାମ ଓକିଲ ସଂଘର ବିରୋଧ: କାର୍ଯ୍ୟରୁ ନିବୃତ୍ତ ରହିଲେ ଆଇନଜୀବୀ

ବ୍ରହ୍ମପୁର ଅଫିସ,୯।୮: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ (ସ୍ୟାଟ) ଉଚ୍ଛେଦ ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି। ଏ ନେଇ ଗଞ୍ଜାମ ଓକିଲ ସଂଘ କାର୍ଯ୍ୟାଳୟରେ ସଂଘ ସଭାପତି ରବୀନ୍ଦ୍ର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ...

ସରକାରୀ ଯୋଜନା ସମ୍ପର୍କରେ ସଚେତନ କରିବ ଏଲ୍‌ଇଡି ଡିସ୍‌ପ୍ଲେ

ବ୍ରହ୍ମପୁର ଅଫିସ୍‌,୯।୮: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ(ଏମ୍‌କେସିଜି) ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟଠାରେ ଦୁଇଟି ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହାକୁ...

‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍‌ଘାଟିତ: ପାଷ୍ଟିକ୍‌, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ

ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ଜିଲାପାଳଙ୍କ ନେତୃତ୍ୱରେ ଗୋପାଳପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ କରାଯାଇଛି। ମୁଖ୍ୟଅତିଥି ଭାବେ...

ବାଉଁଶିଆପଲ୍ଲୀ ଗୁଟ୍‌ଖା କାରଖାନାରେ ଚଢ଼ାଉ: ମାଲିକ ଗିରଫ, ମାଷ୍ଟରମାଇଣ୍ଡ ଫେରାର

ବ୍ରହ୍ମପୁର ଅଫିସ,୯।୮: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ବାଉଁଶିଆପଲ୍ଲୀରେ ଚାଲିଥିବା ବେଆଇନ ଗୁଟ୍‌ଖା କାରଖାନାରେ ଚଢ଼ାଉ କରିଛି। ଲକ୍ଷାଧିକ ଟଙ୍କାର ଗୁଟ୍‌ଖା ଜବତ କରାଯାଇଥିବା ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଚଢ଼ାଉ ସମୟରେ...

ରାଜ୍ୟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ୍‌,୯ା୮- କଟକରେ ଶୁକ୍ରବାରରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏଥିରେ ଭାଗନେବା ପାଇଁ ଗଞ୍ଜାମ ଦଳରୁ ୬ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଆହ୍ବାନ ପଟ୍ଟନାୟକ, ଦୀପକ...

୧୦ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ

ବ୍ରହ୍ମପୁର ଅଫିସ,୯ା୮- ବଡବଜାର ପୋଲିସ ଗୁରୁବାର ପାଣିଗ୍ରାହୀ ପେଣ୍ଠରେ ଥିବା ଏକ ଗୁଟ୍‌ଖା କାରଖାନାରେ ଚଢାଉ କରି ବିପୁଳ ପରିମାଣର ଗୁଟ୍‌ଖା ଜବତ କରିଛି। ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ା ସେ ହେଲେ କାରଖରାନାର କର୍ମଚାରୀ ପାଣିଗ୍ରାହୀପେଣ୍ଠର ହରିହର...

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲା କ୍ରିୟାନୁଷ୍ଠାନ କମିଟି

ବ୍ରହ୍ମପୁର ଅଫିସ୍‌, ୯ା୮-ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବ୍ରହ୍ମପୁରରୁ ଛତ୍ରପୁରକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାର ଏବଂ ଜିଲାପାଳଙ୍କ ପ୍ରସ୍ତାବକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବ୍ରହ୍ମପୁରର ବିଭିନ୍ନ ସଂଗଠନ ପକ୍ଷରୁ ଏହାକୁ ତୀବ୍ର ବିରୋଧ କରାଯାଉଛି। ଅନ୍ୟପଟେ ଏହି...

ବନ୍ଦ ଘରୁ ଅଧ୍ୟାପକଙ୍କ ଗଳିତ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ

ହଞ୍ଜିଳିକାଟୁ, ୮ା୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ମାଣିକନଗର ଅଞ୍ଚଳର ଏକ ବନ୍ଦ ଘରୁ ଗୁରୁବାର ପୂର୍ବାହ୍ନରେ ଜଣେ ଅଧ୍ୟାପକଙ୍କ ଗଳିତ ଶବକୁ ହିଞ୍ଜିଳି ପୋଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି। ସେ ହେଲେ କଙ୍କୋରଡ଼ା ବିଜ୍ଞାନ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ...

ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବ୍ଲକ ଅଧ୍ୟକ୍ଷ ସାରସ ସ୍ବାଇଁ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପଞ୍ଚାୟତର...

ଜାତୀୟ କୃମି ନାଶକ ଦିବସ : ଗଞ୍ଜାମ ଜିଲାରେ ୭ ଲକ୍ଷ ୩୪ ହଜାର ଶିଶୁ ଖାଇବେ ଔଷଧ

ବ୍ରହ୍ମପୁର ଅଫିସ,୮।୮: ଗଞ୍ଜାମ ଜିଲା ଗୋଳନ୍ଥରାସ୍ଥିତ ବିଜୁ ଆଦର୍ଶ ବିଦ୍ୟାଳୟଠାରେ ଗୁରୁବାର ଜିଲାସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇଥିଲେ। ଔଷଧକୁ ନେଇ ଅଭିଭାବକଙ୍କ ମନରେ ନାନା...

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା ପାଇଁ ଗଞ୍ଜାମ ଦଳରୁ ୬ ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ...

ସମ୍ଭାବ୍ୟ ବନ୍ୟା ଆଶଙ୍କା : ମୁକାବିଲା ପାଇଁ ପ୍ରଶାସନ,ଜଳସମ୍ପଦ ବିଭାଗ ପ୍ରସ୍ତୁତ

ଭଞ୍ଜନଗର,୮।୮(ଡି.ଏନ.ଏ.)-ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗର ଉପଖଣ୍ଡରେ ପଡିବା ସମ୍ଭାବନା ରହିଛି। ତେଣୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ ଜଳସମ୍ପଦ ବିଭାଗ ପକ୍ଷରୁ ଆଗୁଆ ପଦକ୍ଷେପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri