ଗଞ୍ଜାମ

ଯୁକ୍ତ ୨ ନାମଲେଖା : ପ୍ରକାଶ ପାଇଲା ଦ୍ୱିତୀୟ ମେଧା ତାଲିକା

ବ୍ରହ୍ମପୁର ଅଫିସ୍‌,୧୪ା୭-ଯୁକ୍ତ ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। କଟ୍‌ଅଫ୍‌ ଉଭୟ ବିଜ୍ଞାନ ଏବଂ ବାଣିଜ୍ୟ ବିଷୟରେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟା ମନ୍ଦିର ଜିଲାରେ ଟପ୍‌ରେ ରହିଛି । ଏଠାରେ ବିଜ୍ଞାନରେ କଟ୍‌...

ଗଞ୍ଜାମ:୧୮ବର୍ଷରେ ୬ଲକ୍ଷ ୬୮ହଜାର ଜନସଂଖ୍ୟା ବୃଦ୍ଧି

ବ୍ରହ୍ମପୁର ଅଫିସ୍‌,୧୪ା୭-ଗଞ୍ଜାମ ଜିଲାରେ ଜନସଂଖ୍ୟା ବୃଦ୍ଧି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଲାଣି । ୨୦୦୧ ଜନଗଣନା ବେଳେ ଜିଲାରେ ଜନସଂଖ୍ୟା ଥିଲା ୩୧ଲକ୍ଷ ୬୦ହଜାର ୬୩୫ । ହେଲେ ୨୦୧୯ ବେଳକୁ ଏହା ୩୮ଲକ୍ଷ ୨୮ହଜାର ୮୭୩ରେ ପହଞ୍ଚିଲାଣି । ଅନୁମାନ...

ଅଗଷ୍ଟରୁ ବଦଳିବ ବ୍ରହ୍ମପୁର ଟ୍ରାଫିକ ବ୍ୟବସ୍ଥାର ଚିତ୍ର : କାର୍ଯ୍ୟକ୍ଷମ ହେବ ଇଣ୍ଟିଗ୍ରେଟେଡ ଟ୍ରାଫିକ ସିଷ୍ଟମ

ବ୍ରହ୍ମପୁର ଅଫିସ,୧୪ା୭-ବ୍ରହ୍ମପୁରରେ ସୁଧୁରିବ ଟ୍ରାଫିକ ବ୍ୟବସ୍ଥା । ଅଗଷ୍ଟରୁ ବଦଳିବ ଏହାର ଚିତ୍ର । ଅଗଷ୍ଟ ଶେଷ ସୁଦ୍ଧା ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଟିଏମଏସ) କାର୍ଯ୍ୟକ୍ଷମ ହେବ ।ଏନେଇ ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ...

ପୋଲିସକୁ ଦୁର୍ବ୍ୟବହାର: ୨ ଠିକାଦାର ଗିରଫ, କାର ଜବତ

ବ୍ରହ୍ମପୁର ଅଫିସ,୧୪ା୭-ଜଣେ କାର୍ଯ୍ୟରତ ପୋଲିସ କନଷ୍ଟେବଳ ବି. ସୀମାଦ୍ରି ରାଓଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ୨ ଜଣ ଠିକାଦାରଙ୍କୁ ଗିରଫ କରିଛି। ସେମାନେ ହେଲେ ଛତ୍ରପୁର ବି. ଲିଙ୍ଗରାଜ ପାତ୍ର (୪୦) ଓ ବି. ଦଣ୍ଡପାଣି...

ବଜ୍ରପାତରେ ନାବାଳକଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁରୁଷୋତ୍ତମପୁର ଥାନା ସାହାପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟିି ଜଣେ ନାବାଳକଙ୍କ ଜୀବନ ଯାଇଛି। ମୃତ ନାବାଳକ ଜଣକ ସାହାପୁର ଗ୍ରାମର ଉଦୟ ମଳିକଙ୍କ ନାବାଳକ ପୁତ୍ର ଜିତୁ (୧୭) ।...

ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗ: ରାସ୍ତାରୁ ମୃତଦେହ ଉଦ୍ଧାର କଲା ପୋଲିସ

ଜଗନ୍ନାଥପ୍ରସାଦ,୧୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚଢ଼େୟାପଲ୍ଲୀ ଗ୍ରାମ ମୁଖ୍ୟ ରାସ୍ତାରେ ଗୁରୁବାର ରାତିରେ ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ ଚଢ଼େୟାପଲ୍ଲୀର ରାମଚନ୍ଦ୍ର ଗୌଡ଼ ଓ କୃଷ୍ଣ ନାଇକ। ମୃତଦେହକୁ ପୋଲିସ ଜବତ...

ବ୍ରହ୍ମପୁରରେ ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ନିରାଶରେ ଫେରିଲେ ବହୁ ଅଭିଯୋଗକାରୀ

ବ୍ରହ୍ମପୁର ଅଫିସ୍‌,୧୩ା୭-ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ(କ୍ୟାମ୍ପ କୋର୍ଟ) ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୋଟ ୬୫ ମାମଲାର ଶୁଣାଣି ପାଇଁ ଲକ୍ଷ୍ୟ ରଖାଯାଇଥିଲା। ସେଥିରୁ ୩୯ ମାମଲାରେ ସମ୍ପୃକ୍ତ ବ୍ୟକ୍ତିମାନେ ପହଞ୍ଚିଥିଲେ। ମାତ୍ର...

ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ଘଟଣା: ବନ୍ଧୁକ, ବାଇକ, ଟଙ୍କା ଜବତ: ୬ ଗିରଫ

ରାଇକିଆ,୧୩ା୭(ଡ଼ି.ଏନ.ଏ.)-ରାଇକିଆ ଥାନା କରଡ଼ା ନିକଟରେ ଗତ ଫେବୃୟାରୀରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀମାନଙ୍କଠାରୁ ହୋଇଥିବା ଟଙ୍କା ଲୁଟ ଘଟଣାରେ ୬ ଅଭିଯୁକ୍ତଙ୍କୁ ଶୁକ୍ରବାର ରାଇକିଆ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଦାରିଙ୍ଗବାଡ଼ିର ପ୍ରଶାନ୍ତ ପ୍ରଧାନ,...

ଧାନତଳି ନଷ୍ଟ କଲେ ହାତୀ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧୩।୭(ଡି.ଏନ.ଏ.) -ଭଞ୍ଜନଗର ଉତ୍ତରଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ଗୁଣ୍ଡିରିବାଡ଼ିରେ ଗୁରୁବାର ବିଳମ୍ବିତ ରାତିରେ ହାତୀ ଆତଙ୍କ ଦେଖାଦେଇଛି। ହାତୀମାନେ ଗ୍ରାମ ମୁଣ୍ଡକୁ ଆସି ବିଭିନ୍ନ ଲୋକଙ୍କ ଧାନ ତଳି ନଷ୍ଟ କରିଛନ୍ତ, ଯାହାକୁ ନେଇ ଚାଷୀମାନେ ଏବେ ଚିନ୍ତାରେ। ବନ...

ବାଇକ୍‌, ଟଙ୍କା ଲୁଟ୍‌ ଘଟଣା: ୩ କୋର୍ଟ ଚାଲାଣ

ଛତ୍ରପୁର,୧୩ା୭(ଡି.ଏନ.ଏ)-ବାଇକ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି ।  ସେମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳର ରାଜ କୁମାର ସେଠୀ, ସଦର ଥାନା ଅଧୀନ କୁମ୍ଭାର ସାହିର ସୁରଜ ପରିଡା ଓ...

ଗଞ୍ଜାମ ଜିଲା: ନର୍ସିଂହୋମ ଗୁଡ଼ିକରେ ଅଗ୍ନି ନିରାପତ୍ତା ଫେଲ: ନୋଟିସ ଦିଆଯାଉଛି, କାର୍ଯ୍ୟାନୁଷ୍ଠାନ ଶୂନ

ବ୍ରହ୍ମପୁର ଅଫିସ,୧୩ା୭-ବ୍ରହ୍ମପୁର ମହାନଗର ନିଗମ ସମେତ ଜିଲାର ବିଭିନ୍ନ ସ୍ଥାନରେ ଏବେ ବହୁ ସଂଖ୍ୟାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ଚାଲିଛି। ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ଗୁଡ଼ିକରେ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ଅନୁସାରେ ସରକାରଙ୍କ ଦ୍ୱାରା ନିର୍ଦ୍ଦେଶ ରହିଥିବା...

ଫଳକ ଲଗା କାନ୍ଥ ଭୁଷୁଡ଼ି ଛାତ୍ରଙ୍କ ମୃତ୍ୟୁ ଘଟଣା: କନିଷ୍ଠ ଯନ୍ତ୍ରୀଙ୍କ ନାମରେ ମାମଲା, ପୋଲିସର ତନାଘନା

ପୁରୁଷୋତ୍ତମପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବାଘଳା ପଞ୍ଚାୟତ ଆଙ୍ଗୁ ନୂତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସୂଚନା ଫଳକ କାନ୍ଥ ଭୂଷୁଡ଼ି ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ବୁଦ୍ଧିଆ ଦାସଙ୍କ ପୁଅ ଶ୍ୟାମ ଦାସଙ୍କ ମୃତ୍ୟୁ ଘଟିଥିଲା। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri