କୁକୁଡ଼ାଫାର୍ମ ଛାତରୁ ଖସି ଶ୍ରମିକ ମୃତ
ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମ ନିକଟରେ ଥିବା କୁକୁଡ଼ା ଫାର୍ମ ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଶ୍ରମିକ ଜଣକ ହେଲେ ପଶ୍ଚିମବଙ୍ଗ ବାଙ୍କୁଡ଼ା ଜିଲା ବିଷ୍ଣୁପୁର...