ଗଞ୍ଜାମ

୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା

ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ ଆସି ଜିଲାପାଳଙ୍କୁ ଏନେଇ ଅଭିଯୋଗ କରିଛନ୍ତି। ୨୦୧୬ ଜୁଲାଇ ୧ରେ ବିଦ୍ୟାଳୟ ପରିଚାଳନା...

ନକଲି ଖବରଦାତା ଗିରଫ

ବ୍ରହ୍ମପୁର ଅଫିସ,୧୧ା୭:-ଗୋଷାଣୀନୂଆଗଁ। ପୋଲିସ ଧମକ ଚମକ ଦେଉଥିବା ଅଭିଯୋଗରେ ଜଣେ ନକଲି ଖବରଦାତାଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ ପ୍ରସାଦ କୁମାର ସାହୁ। ମାମଲା ନଂ. ୭୧/୧୯ ରେ ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସୁମିତ...

୫୦ଫୁଟ ତଳକୁ ଖସିଲା ଅଟୋ, ୧୪ ଆହତ

ରାମଗିରି,୧୧ା୭(ଡି.ଏନ.ଏ.): ଗଜପତି ଜିଲା ରାମଗିରି ଥାନା ବଡ଼ଗଁ। ନିକଟସ୍ଥ ମାଙ୍କଡ଼ଡ଼ଇଁ। ଘାଟି ବୁଲାଣିରେ ବୁଧବାର ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଖ ପ୍ରଧାନ, ଶଙ୍କର ପାତ୍ରଙ୍କ ଅବସ୍ଥା ଗୁରୁତର ରହିଛି। ରାମଗିରିରେ...

ପଣ୍ଡା କଲୋନୀରେ ଆତଙ୍କରାଜ

ବ୍ରହ୍ମପୁର ଅଫିସ,୧୧ା୭-ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଯୁବକମାନେ ଅନ୍ୟ ଏକ ଗୋଷ୍ଠୀର ବାଇକ୍‌ରେ...

ଆଙ୍କୋରଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୧.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ, ସରପଞ୍ଚ ଅଟକ

ଦିଗପହଣ୍ଡି,୧୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ. ୱାର୍ଡ ନୀଳାଦ୍ରି ବିହାରରେ ରହୁଥିବା ବିଜେଡି ନେତା ତଥା ଆଙ୍କୋରଡା ସରପଞ୍ଚ ଉସନ୍ତ କୁମାର ସାହୁଙ୍କ ୨ ମହଲା ବିଶିଷ୍ଟ ବାସଭବନରେ ବୁଧବାର ଭୋର ପ୍ରାୟ ୫ଟାରେ ବ୍ରହ୍ମପୁର ଭିଜିଲାନ୍ସ ଟିମ...

ବର୍ଷା ଅଭାବ : ଚାଷକାର୍ଯ୍ୟ ପ୍ରଭାବିତ, ଚିନ୍ତାରେ ଚାଷୀ

ହିଞ୍ଜିଳିକାଟୁ,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହଞ୍ଜିଳିକାଟୁ ବ୍ଲକ ଓ ମ୍ୟୁନିସପାଲଟି ଅଞ୍ଚଳରେ ଜୁନ୍‌ରୁ ମୌସୁମୀ ବର୍ଷା ଆଶା ଠାରୁ ଯଥେଷ୍ଟ କମ୍‌ ହୋଇଛି। ଅନିୟମିତ ବର୍ଷା ଫଳରେ ମୁଖ୍ୟତଃ ଖରିଫ ଧାନଚାଷ ଉପରେ ନିର୍ଭର କରୁଥିବା ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଅକ୍ଷୟ...

ରାଇକିଆରୁ ଯୁବତୀ ଚାଲାଣ: ଘରୋଇ ବସ୍‌ରୁ ୨ ନାବାଳିକା, ୮ ଯୁବତୀ ଉଦ୍ଧାର; ୨ ଦଲାଲ ଅଟକ

ରାଇକିଆ,୧୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଅଞ୍ଚଳରୁ ରାଜ୍ୟ ବାହାରକୁ ଯୁବତୀ ଓ ନାବାଳିକା ଚାଲାଣ ହେଉଥିବା ସନ୍ଦେହ କରି ରାଇକିଆ ପୋଲିସ ବୁଧବାର ଏକ ଘରୋଇ ବସ୍‌ ଉପରେ ଚଢ଼ାଉ କରିଥିଲା। ସେଠାରୁ ଦୁଇଜଣ ନାବାଳିକା ଓ ୮ ଯୁବତୀଙ୍କୁ ଉଦ୍ଧାର...

ଫଳକ ଲଗା କାନ୍ଥ ଭୁଶୁଡ଼ିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ମୃତ

ପୁରୁଷୋତ୍ତମପୁର, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଙ୍ଗୁ ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଇଟା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଷଷ୍ଠ ଶ୍ରେଣୀ ଛାତ୍ର ଶ୍ୟାମସୁନ୍ଦର ଦାସ(୧୧) ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ...

ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗ: ଆଙ୍କରୋଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କରୋଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଷାନ୍ତଙ୍କ ନୀଳାଦ୍ରିବିହାରରେ ଥିବା ବାସଭବନ, ଗ୍ୟାରେଜ, ନବରଙ୍ଗପୁର ଗ୍ରାମର...

ମାଗୁରାଣି ଚାଞ୍ଚରାରେ ଛେଳି, ମେଣ୍ଢା ମଡ଼କ

ବେଗୁନିଆପଡ଼ା,୯ା୭(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ. ଛଚିନା ପଞ୍ଚାୟତ ମାଗୁରାଣି ଚାଞ୍ଚରା ଗ୍ରାମରେ ଛେଳି ଓ ମେଣ୍ଢା ମଡ଼କ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଗ୍ରାମର ଡି. ଯୋଗୀ ପାତ୍ର, କେ. ତାରିଣୀ ପାତ୍ର, ଏ. ସୁରେଶ ପାତ୍ର, ଏ....

ବିଦ୍ୟାଳୟରେ ବାଘ ଆତଙ୍କ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୧୦।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡା ପଞ୍ଚାୟତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସରରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋରରେ ବିଦ୍ୟାଳୟର କୁକ୍‌ କମ୍‌ ଆଟେଣ୍ଡାଣ୍ଟଙ୍କ ସ୍ବାମୀ ଅମିତ ମଲ୍ଲିକ ବିଦ୍ୟାଳୟ ପରିସରରେ ଥିବା ତାଙ୍କ ବାସଭବନ ବାହାରକୁ...

ଚାଷର ବିକାଶ ହେଉନି, ଗାଁ ଛାଡୁଛନ୍ତି ଚାଷୀ

ଛତ୍ରପୁର,୧୦ା୭(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀ ଓ ଚାଷର ବିକାଶ ହୋଇପାରୁନି। ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଦାଉ ସାଧୁଛି। ଅନ୍ୟପଟେ ଚାଷ ପାଇଁ ଜଳସେଚନ ଅଭାବ ରହିଛି। ଫସଲ ବାବଦରେ ପ୍ରିମିୟମ ଦେଇ ବୀମା କରିଥିଲେ ମଧ୍ୟ ବିପର୍ଯ୍ୟୟ ପରେ ବହୁ ଚାଷୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri