ଗଞ୍ଜାମ

ବାଡ଼ିପାଙ୍ଗାବାସୀଙ୍କ ଭରସା ପରିତ୍ୟକ୍ତ କୂଅ

ତୁମୁଡ଼ିବନ୍ଧ,୧୫ା୬(ଡି.ଏନ୍‌.ଏ.)-ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା। ଭୂପୃଷ୍ଠ ଜଳସ୍ତର କମିବା ସହ ନଦୀ ନାଳ ପୋଖରୀ ଶୁଖିଯାଇଛି। କୂଅର ଗୋଳିଆ ପାଣି ଉପରେ ଭରସା କରୁଛନ୍ତି ଲୋକେ। ଏପରି ସମସ୍ୟା ଦେଖିବାକୁ ମିଳିଛି କରୁକୁଡୁପା ପଞ୍ଚାୟତ...

କୋର୍ଟରୁ ମାମଲା ଉଠାଇବାକୁ ଧମକ: ଜଣେ ଗିରଫ

ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍‌.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଥାନାରେ ନଂ. ୧୩୮/୧୯...

ଦକ୍ଷତା ତାଲିମ ନେଲେ ୨୮ ଦୃଷ୍ଟିବାଧିତ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୫ା୬-ସ୍ବେଚ୍ଛାସେବୀ ଅନୁଷ୍ଠାନ ମିଲଟନ ଚାରିଟେବୁଲ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ କୌଶଳ ଦକ୍ଷତା ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ବ୍ରହ୍ମପୁର ରୋଟାରୀ କ୍ଲବ ପରିସରରେ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ମୁଖ୍ୟଅତିଥି...

କଲିକତାରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାଆନ୍ଦୋଳନକୁ ଓହ୍ଲାଇଲେ ବ୍ରହ୍ମପୁରର ଡାକ୍ତର

ବ୍ରହ୍ମପୁର ଅଫିସ୍‌,୧୫ା୬-କଲିକତାସ୍ଥିତ ନୀଲରତନ ସିରକାର ମେଡ଼ିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଜଣେ ୭୫ବର୍ଷୀୟ ରୋଗୀଙ୍କ ମୃତ୍ୟୁ ପରେ ସମ୍ପର୍କୀୟମାନେ ୨ ଜଣ ଡାକ୍ତରଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପଶ୍ଚିମବଙ୍ଗ ସରକାର ଚୁପ୍‌...

ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅବଧିର ୬ ମାସ ପୂରିବା ପରେ ବି ମିଳିଲାନି ପାଣି

ବ୍ରହ୍ମପୁର ଅଫିସ,୧୫ା୬-ଜାନିବିଲି ବୃହତ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହାର ଅଗ୍ରଗତି ନେଇ ସମୀକ୍ଷା ପରେ ସମୀକ୍ଷା ବୈଠକ ହୋଇଛି । ଯୋଜନା କେବେ ସମ୍ପୂର୍ଣ୍ଣ ହେବ ତାହା ଅନିଶ୍ଚିତତା ମଧ୍ୟରେ ରହିଛି । ନିର୍ମାଣ...

ଅଢେଇ ବର୍ଷରେ ଗଲାଣି ୯୬୨ଜଣଙ୍କ ଜୀବନ

ଛତ୍ରପୁର,୧୫ା୬(ଡି.ଏନ.ଏ)-ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥ, ରାଜ୍ୟ ଏନଏଚ୍‌, ରାଜ୍ୟ ରାଜପଥ ଏବଂ ଅନ୍ୟାନ୍ୟ କେତେକ ମୁଖ୍ୟ ରାସ୍ତାରେ ଦୈନିକ ଛୋଟ ବଡ଼ ଦୁର୍ଘଟଣା ଘଟିବାରେ ଲାଗିଛି। ଫଳରେ ଅକାଳରେ କେତେଜଣଙ୍କ ଜୀବନ ଚାଲିଯାଉଛି। ଆଉ କେତେଜଣ...

ମଦମୁକ୍ତି ଅଭିଯାନରେ କାଳିଞ୍ଜି ସମାଜ ସାମିଲ

ବେଗୁନିଆପଡ଼ା,୧୪ା୬(ଡି.ଏନ.ଏ.)-ବେଗୁନିଆପଡ଼ା ବ୍ଲକ ଷଣ୍ଢମୂଳ ପଞ୍ଚାୟତ ଶାଳବଣ ଗ୍ରାମରୁ ଓଡ୍ର ଖଣ୍ଡାୟତ କାଳିଞ୍ଜି ଓଡ଼ିଆ ସମାଜ ପକ୍ଷରୁ ମଦମୁକ୍ତି ଆନ୍ଦୋଳନ ଆରମ୍ଭ ହୋଇଛି। ବ୍ଲକ ଅନ୍ତର୍ଗତ ନୂଆଗଡ଼ କାଳିଞ୍ଜି ସମାଜ ପକ୍ଷରୁ ସଭାପତି ମୁକୁନ୍ଦ ମାଧବ ସ୍ବାଇଁ, ସମ୍ପାଦକ ପ୍ରକାଶ ଚନ୍ଦ୍ର...

ପାରିବାରିକ କଳହର କରୁଣ ପରିଣତି: ୨ ଭଉଣୀଙ୍କ ଆତ୍ମହତ୍ୟା, ବାପା ଅଟକ

କବିସୂର୍ଯ୍ୟନଗର,୧୪।୬- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହ ଓ ବାପାଙ୍କ ମାଡଗାଳି ଅସହ୍ୟ ହେବାରୁ ୨ ଭଉଣୀ ମୂଷାମରା ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ସେମାନେ ହେଲେ ଦୀପା ଭୂୟଁା...

ଶିକ୍ଷାନିକେତନ ବିଦ୍ୟାଳୟରେ ରକ୍ତଦାନ ଶିବିର: ୨୭ ୟୁନିଟ୍‌ ରକ୍ତ ସଂଗ୍ରହ

ବାଲିଗୁଡା,୧୪।୬: କନ୍ଧମାଳ ଜିଲା ଶିକ୍ଷାନିକେତନ ତରଫରୁ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ା ଅତିଥିଭାବେ ବନଖଣ୍ଡ ଅଧିକାରୀ ବିଶ୍ୱନାଥମ ନୀଳାଧରମ, ଡାକ୍ତର କେଦାର ପାଢ଼ୀ ଯୋଗ ଦେଇଥିବା...

୧.୫୦ କୋଟି ବ୍ୟୟରେ ପିଲି ବନ୍ଧ ବିକାଶ ଯୋଜନା

ଛତ୍ରପୁର,୧୪ା୬(ଡି.ଏନ.ଏ.)- ଛତ୍ରପୁର ଏନଏସି କାର୍ଯ୍ୟାଳୟରେ ଗୁରୁବାର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲେଚାନା କରିଛନ୍ତି। ଏଣିକି ଉନ୍ନୟନମୂଳକ ସବୁ ଭବିଷ୍ୟତକୁ ଦୃଷ୍ଟିରେ ରଖି ଯୋଜନା ଅନୁଯାୟୀ...

ଖଦାଳ ସାହିରେ ଗୋଷ୍ଠୀ ବିବାଦ: ଉଭୟ ଗୋଷ୍ଠୀର ୫ କୋର୍ଟଚାଲାଣ

କବିସୂର୍ଯ୍ୟନଗର,୧୪ା୬- କବିସୂର୍ଯ୍ୟନଗର ଥାନା ଗୁଡ଼ିଆଳି ଗ୍ରାମର ଖଦାଳ ସାହିରେ ଦୁଇଗୋଷ୍ଠୀ ମଧ୍ୟରେ ସାହି ସଭାକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏ ନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ପୃଥକ ୨ ମାମଲା ରୁଜୁ କରି ଉଭୟ ଗୋଷ୍ଠୀର...

ମହୁଲ ମଞ୍ଜିର ଅଭାବୀ ବିକ୍ରି: ଆଦିବାସୀଙ୍କୁ ମିଳୁନି ଉଚିତ୍‌ ମୂଲ୍ୟ

ଫିରିଙ୍ଗିଆ,୧୪ା୬- କନ୍ଧମାଳ ଜିଲା ଏକ ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ। ଅଧିକାଂଶ ଆଦିବାସୀ ଲୋକେ ଜଙ୍ଗଲଜାତ ପଦାର୍ଥ ଉପରେ ନିର୍ଭର କରି ଜୀବନ ନିର୍ବାହ କରନ୍ତି। ବିଭିନ୍ନ ଋତୁରେ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବଜାରରେ ବିକ୍ରି କରନ୍ତି। ଯେଉଁଥିରୁ କିଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri