ଗଞ୍ଜାମ

ବେଆଇନ ପଥର ଖଣିରେ ଚଢ଼ାଉ, ୧ ଲକ୍ଷ ୩୬ ହଜାର ଜରିମାନା ଆଦାୟ, ୫ ଗାଡ଼ି ଜବତ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବେଆଇନ ଭାବେ ବାଲି, ପଥର ଚାଲାଣ ନେଇ ତହସିଲଦାର ଅରୁଣ କୁମାର ନାୟକ ବିଭିନ୍ନ ସ୍ଥାନରେ ଥିବା ପଥର ଖଣି ଉପରେ ଚଢ଼ାଉ କରିଥିଲେ। ନିଲାମ ଗ୍ରହୀତାମାନେ ଚୁକ୍ତି ଅନୁଯାୟୀ ପଥର...

୧ ଲକ୍ଷ ଚାଷୀଙ୍କୁ ମିଳିଲାନି ବୀମା ସହାୟତା

ଛତ୍ରପୁର,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ୧ ଲକ୍ଷ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ମିଳି ନ ଥିବା ଜଣାପଡିଛି। ଏହି ଯୋଜନାରେ ପ୍ରିମିୟମ ଦେଇ ବୀମା କରିଥିବା ଚାଷୀମାନେ ନିରାଶ ହୋଇଛନ୍ତି। ଜିଲାର ବିଭିନ୍ନ ଚାଷୀ ସଙ୍ଗଠନ ଏଥିପାଇଁ...

ସହରରେ ସୀମିତ ବରିଷ୍ଠ ନାଗରିକ ସୁରକ୍ଷା ସେଲ୍‌: ଗ୍ରାମାଞ୍ଚଳ ଥାନା ଇଲାକାରେ ହୋଇନି କାର୍ଯ୍ୟକ୍ଷମ

ବ୍ରହ୍ମପୁର ଅଫିସ,୩ା୭-ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ ବ୍ରହ୍ମପୁର ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ବିଭିନ୍ନ ଥାନାରେ ବରିଷ୍ଠ ନାଗରିକ ସେଲ ଗଠନ କରାଯାଇଛି। ଏକୁଟିଆ ରହୁଥିବା ବରିଷ୍ଠ ନାଗରିକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଉଛି। ପ୍ରତ୍ୟେକ...

ସକଳେଶ୍ୱର ହାଇସ୍କୁଲ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ

ଖଲ୍ଲିକୋଟ,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗ୍ରାମରେ ଥିବା ସକଳେଶ୍ୱର ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣା ଦେଇଥିଲେ । ଏହି ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ୧୨୦ ଛାତ୍ରୀଛାତ୍ର ଅଧ୍ୟୟନ...

୫ ଆଦିବାସୀ ଗ୍ରାମକୁ ପକ୍କାରାସ୍ତା ନାହିଁ

ଚିକିଟିି,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଆଦିବାସୀ ଗ୍ରାମ ରହିଛି। ଏ ପର୍ଯ୍ୟନ୍ତ ସେହି ଗ୍ରାମଗୁଡିକୁ ଭଲ ପକ୍କା ରାସ୍ତାଟିଏ ନିର୍ମାଣ ହୋଇପାରିନାହିଁ। ଫଳରେ ଗମନାଗମନ କ୍ଷେତ୍ରରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତିିା ଚିକିଟି ବ୍ଲକ ଚାନ୍ଦପୁର...

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଦୁର୍ବଳତା ଧରିଲେ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୭-ଗଞ୍ଜାମ ଜିଲାର ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ବ୍ୟବସ୍ଥାକୁ ଯେତିକି ସୁଦୃଢ଼ କରିବାକୁ ପଦକ୍ଷେପ ନିଆଯାଉଛି, ତୃଣମୂଳସ୍ତରରେ ସେତିକି ଦୁର୍ବଳ ହେବାରେ ଲାଗିଛି। ଯୋଜନା ନ ଥାଇ ପିଲାମାନଙ୍କୁ ପାଠପଢ଼ା ଯାଉଛି। ଫଳରେ ପରୀକ୍ଷା ଫଳ ଖରାପ ହେଉଛି। ପ୍ରାଥମିକ...

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି ଜଗୁଆଳି ଭାବେ କାର୍ଯ୍ୟରତ ଦିଲୀପ ଦଳବେହେରାଙ୍କର ସାରଙ୍ଗଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଥିଲା। ମୃତଦେହ...

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି ଦାରିଙ୍ଗବାଡିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଥିବାରୁ ଏହି ଅଞ୍ଚଳ ଏବେ ଅପରାଧୀଙ୍କ...

ସୋନମ ପଲେଇ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା

ଛତ୍ରପୁର, ୨।୭ (ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ପରିଷଦ ଅଧ୍ୟକ୍ଷା ପଦବୀ ପୁଣି ବିଜେଡି ହାତେଇବାରେ ସକ୍ଷମ ହୋଇଛି। ବିଜେଡି ପ୍ରାର୍ଥୀ ତଥା ଖଲ୍ଲିକୋଟ ବ୍ଲକ ଅଧୀନ ୧୧ ନଂ ଜୋନ ଜ଼ିଲା ପରିଷଦ ସଭ୍ୟା ସୋନମ ପଲେଇ ଅଧ୍ୟକ୍ଷା ଭାବେ ମଙ୍ଗଳବାର...

ପୁରୁଷୋତ୍ତମପୁରରେ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ଲାଗି ଭିଡ଼

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରଗୁଡ଼ିକରେ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼ ଜମିଛି। ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କୁ ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ମହାପ୍ରଭୁ...

ତାରାତାରିଣୀ ପୀଠକୁ ସ୍ବତନ୍ତ୍ର ବସ୍‌ ଚଳାଚଳର ଶୁଭାରମ୍ଭ

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସୁଥିବା ପର୍ଯ୍ୟଟକଙ୍କ ଯାତାୟାତ ସୁବିଧା ଲାଗି ମଙ୍ଗଳବାର ସ୍ବତନ୍ତ୍ର ବସ୍‌ ସେବାର ଶୁଭାରମ୍ଭ ହୋଇଛି। ଏହି ବସ୍‌କୁ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ ମାଲିକ...

ବ୍ୟାଙ୍କରୁ ୭୩ ହଜାର ଟଙ୍କା ଚୋରି

ଶଙ୍କରାଖୋଲ,୨ା୭(ଡି.ଏନ୍‌.ଏ.)-ଚକାପାଦ ଥାନା ଚକାପାଦ ଭାରତୀୟ ଷ୍ଟେଟବ୍ୟାଙ୍କରୁ ସୋମବାର ସକାଳେ ୭୩ ହଜାର ୮୫ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବ୍ୟାଙ୍କର ଫିଲ୍ଡ ଅଫିସର ମନୋରଞ୍ଜନ ଆଚାର୍ଯ୍ୟଙ୍କ ଏତଲା କ୍ରମେ ଚକାପାଦ ପୋଲିସ ନଂ. ୩୩/୧୯ ମାମଲା ରୁଜୁ କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri