ଗଞ୍ଜାମ

ଜୁଲାଇରୁ ଆରମ୍ଭ ହେବ ‘ନିର୍ଭୟ କଢି’

ଛତ୍ରପୁର,୨୯।୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ ସମ୍ମିଳନୀ କକ୍ଷରେ ଶୁକ୍ରବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଜିଲା ଶିଶୁ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଯେପରି ଗୋଟିଏ...

କର୍ମଚାରୀ ସଂଘର ସାଧାରଣ ସଭା : ଚିନିଶିଳ୍ପ ବନ୍ଦ ଲାଗି ଚକ୍ରାନ୍ତ ଚାଲିଛି

ଆସିକା,୨୯ା୬ (ଡି.ଏନ୍‌.ଏ.) -ଆସିକା ସମବାୟ ଚିନିଶିଳ୍ପ କର୍ମଚାରୀ ସଂଘର ସାଧାରଣ ସଭା ଶୁକ୍ରବାର ଚିନିଶିଳ୍ପ ପରିସରରେ ଏଆଇଟିୟୁସି ନେତା ବିଦେଶୀ ନାହାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଭାରେ ଏଆଇଟିୟୁସିର ରାଜ୍ୟ ସମ୍ପାଦକ ସୌରୀବନ୍ଧୁ କର ମୁଖ୍ୟ ଅତିଥି ଭାବେ ଯୋଗ...

ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ସଂସ୍କାରବାଦୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୯ା୬-କେସି ହାଇସ୍କୁଲ ପରିସରରେ ଚାଲିଥିବା ବେସରକାରୀ ଇଂଲିଶ ମାଧ୍ୟମ ସ୍କୁଲ ଉଚ୍ଛେଦ ଦାବି ଏବେ ଜୋର ଧରିଛି ା ସାମାଜିକ ଅନୁଷ୍ଠାନ ସଂସ୍କାରବାଦୀ ପକ୍ଷରୁ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆରଡିିସିଙ୍କ କାର୍ଯ୍ୟାଳୟ...

ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ କ୍ରମେ ନଂ. ୧୬୦/୧୯ ଓ ୧୬୧/୧୯ରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ...

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ ତଥା ବିସ୍ଥାପିତମାନେ କାମ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଅନ୍ୟପକ୍ଷରେ ଗୁରୁବାର ରାତିରେ...

ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଓ ସଂଘର କର୍ମକର୍ତ୍ତାମାନେ ସାମିଲ ଥିଲେ ା ପିଲିବନ୍ଧର ଚତୁଃପାର୍ଶ୍ୱରେ...

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ ବ୍ଲକର କିଛି ଶିକ୍ଷାନୁଷ୍ଠାନକୁ ସୋମବାର ସିଲ୍‌ କରି ଦିଆଯାଇଥିଲା। କିନ୍ତୁ ଚଳିତମାସ ୩୦...

ସରକାରୀ ବସ୍‌ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍‌ଆର୍‌ଟିସି ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡି,୨୮ା୬(ଡି.ଏନ୍‌.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍‌ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଗତିକୃଷ୍ଣ ସାମନ୍ତରାୟ ଓଏସ୍‌ଆରଟିସି ବିଭାଗର ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ...

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି ଋଷିମାନେ ବିଶ୍ୱରେ ଚୈତନ୍ୟ ଭରି ଦେଇଛନ୍ତି। ତେଣୁ ସମସ୍ତ ଭାରତୀୟ ଗର୍ବ...

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ ଜଳବାୟୁକୁ ଦେଖି କିଭଳି ଚାଷ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ।...

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିଲା। ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ...

କାଟିଙ୍ଗିଆ ବିଦ୍ୟାଳୟ ଜମି ଜବରଦଖଲ ଘଟଣା : ପ୍ରଶାସନ ପକ୍ଷରୁ କରାଗଲା ଉଚ୍ଛେଦ

ଦାରିଙ୍ଗବାଡ଼ି, ୨୭ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମିରେ ଗୋଟିଏ ପରିବାର ଦୀର୍ଘବର୍ଷ ଧରି ଜବରଦଖଲରେ ଘର କରି ରହିଥିଲେ ା ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଜମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri