ଗଞ୍ଜାମ

ବ୍ରହ୍ମପୁର, ଛତ୍ରପୁର, ଭଞ୍ଜନଗରରେ ହେବ ଭୋଟ ଗଣତି

ଛତ୍ରପୁର,୧୫ା୫(ଡି.ଏନ.ଏ)-ଆସନ୍ତା ୨୩ ତାରିଖରେ ହେବାକୁ ଥିବା ଭୋଟ ଗଣତି ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛିା ଜିଲାର ବ୍ରହ୍ମପୁର, ଛତ୍ରପୁର ଓ ଭଞ୍ଜନଗରସ୍ଥିତ କେନ୍ଦ୍ରଠାରେ ଭୋଟ ଗଣତି କରାଯିବ। ୨୩ ତାରିଖ ସକାଳ ୮ ଟାରେ...

ତିତ୍‌ଲିରେ ହୋଇଥିଲା ଧ୍ୱଂସ : ପୁରିଆ ସାହି କ୍ଷୁଦ୍ର ସେଚ ପ୍ରକଳ୍ପ ଡ୍ୟାମ୍‌ ପୁନଃ ନିର୍ମାଣ

ବ୍ରହ୍ମପୁର ଅଫିସ,୧୫ା୫-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ପୂରିଆ ସାହିରେ ପୁନଃ ନିର୍ମାଣ କରାଯାଉଛି ପୂରିଆ ସାହି କ୍ଷୁଦ୍ର ଜଳସେଚନ ଯୋଜନା। ଏହାର ମୁଖ୍ୟବନ୍ଧ (ହେଡୱାକ୍ସ) ନିର୍ମାଣ ଓ କେନାଲ ପୁନରୁଦ୍ଧାର ବାବଦରେ ପ୍ରଥମ ପର୍ଯ୍ୟାୟରେ ୨.୬୦...

ବୁଢ଼ାଦାନୀ ଗ୍ରାମବାସୀଙ୍କୁ ନାଳ ଭରସା

ଫୁଲବାଣୀ ଅଫିସ, ୧୫ା୫-କନ୍ଧମାଳ ଏକ ପାହାଡିଆ ଅଞ୍ଚଳ ହୋଇଥିବାରୁ ଏଠାରେ ପାଣିର ଘୋର ଅଭାବ| ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ(ଆରଡବ୍ଲ୍ୟୁଏସ୍‌ଏସ୍‌) ପକ୍ଷରୁ ବହୁ ପ୍ରକଳ୍ପ କରାଯାଇଛି। ଏବେ ପ୍ରବଳ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କରାଯିବ ଚାରା ରୋପଣ

ଛତ୍ରପୁର,୧୪ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ଗଞ୍ଜାମ ଜିଲାରେ ବହୁ ଗଛର କ୍ଷତି ହୋଇଯାଇଛି ା ତେଣୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଚାରା ରୋପଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପରିଷଦ...

ମହାନଗରରେ ଟ୍ରାଫିକ ସମସ୍ୟା

ବ୍ରହ୍ମପୁର ଅଫିସ,୧୩ା୫-ବ୍ରହ୍ମପୁର ମହାନଗର ନିଗମରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେଉଛି। ବିଭିନ୍ନ ସମୟରେ ପ୍ରଶାସନିକସ୍ତରରେ ଆଲୋଚନା ହୋଇ ଟ୍ରାଫିକ୍‌ ସମସ୍ୟା ସୁଧାରିବାକୁ ନିଷ୍ପତ୍ତି ହେଉଥିଲେ ମଧ୍ୟ ତାହା କେବଳ ଆଲୋଚନା ଓ ସମୀକ୍ଷାରେ ସୀମିତ ରହିଛି ।...

ଦୁନିଆରେ ମା’ ଶବ୍ଦର ବିକଳ୍ପ ନାହିଁ

ଛତ୍ରପୁର,୧୩ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ରୋଟାରୀ କ୍ଲବ ପରିସରରେ ରବିବାର ସର୍ବଶକ୍ତି ଏଜୁକେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମାତୃ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ଯୋଗଦେଇ ଏହି ଦିବସର ତାତ୍ପର୍ଯ୍ୟ...

ବଡପୁଅ ଆକ୍ରମଣରେ ବାପା,୩ ଭାଇ ଆହତ

ବୁଗୁଡା,୧୩ା୫(ଡି.ଏନ.ଏ.)-ବୁଗୁଡା ଥାନା ଚିରିକିପଡା ଗ୍ରାମରେ ଜମିବାଡିକୁ କେନ୍ଦ୍ରକରି ଗୋଟିଏ ପରିବାରର ବଡପୁଅର ଆକ୍ରମଣରେ ବାପା ଏବଂ ୩ ଭାଇ ଆହତ ହୋଇଛନ୍ତି। ଆହତମାନେ ହେଲେ ବାପା ରାଘବ ମହାନ୍ତି, ତାଙ୍କ ପୁଅ ଟିଟୁ, ସିଦ୍ଧେଶ୍ୱର ଓ ବାପୁନି। ପ୍ରକାଶ ଯେ,...

ପୁନରୁଦ୍ଧାରରେ ଗଞ୍ଜାମର ୧୨ ଯନ୍ତ୍ରୀ ସାମିଲ

ଛତ୍ରପୁର,୧୩ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ପୁରୀ ଜିଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ଥିବା ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପଗୁଡିକ ସମ୍ପୂଣ୍ଣର୍ର୍ ନଷ୍ଟ ହୋଇଯାଇଛି। ରିଲିଫ୍‌ ବଣ୍ଟନଠାରୁ ଆରମ୍ଭ କରି ରନ୍ଧା ଖାଦ୍ୟ ଓ ପୁନରୁଦ୍ଧାର କାର୍ଯ୍ୟରେ ଗଞ୍ଜାମ...

ଶିଶୁର ବିକାଶରେ ହିଁ ଦେଶର ବିକାଶ ସମ୍ଭବ

ଫୁଲବାଣୀ ଅଫିସ, ୧୩ା୫-କନ୍ଧମାଳ ଜିଲା ବନ୍ଧଗଡଠାରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଅଶୋକ କୁମାର ବେହେରା ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ଶିଶୁମାନଙ୍କ ସୁରକ୍ଷା, ବାଲ୍ୟ ବିବାହ ମୁକ୍ତ...

ବକେୟା ଦରମା ଦାବିରେ ଓଏସ୍‌ଆରଟିସି କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ୭ ମାସର ବକେୟା ଦରମା ପ୍ରଦାନ ଦାବିରେ ଭଞ୍ଜନଗର ଓଏସ୍‌ଆରଟିସିର ଠିକା କର୍ମଚାରୀମାନେ ରବିବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଫଳରେ...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ପରିବାରର ୬ ବଖରା

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ତହସିଲ ଅନ୍ତର୍ଗତ ଗାୟଗଣ୍ଡାରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୬ ବଖରା ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଏଥିରେ ରଞ୍ଜୁ ବେହେରା,...

ବେଆଇନ୍‌ ଭାବେ ଚାଲୁଛି ଇଟାଭାଟି: ଯାଞ୍ଚ ପାଇଁ ନିିର୍ଦ୍ଦେଶ

ଛତ୍ରପୁର,୧୨ା୫(ଡି.ଏନ.ଏ)- ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଇଟାଭାଟି ଚାଲିଛି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଏନ୍‌ଜିଟିର ନିର୍ଦ୍ଦେଶନାମା ପାଳନ ହେଉନି।  ଏହା ଉପରେ ଦୃଢ଼ ପଦକ୍ଷେପ ନିଆଯାଉ ନ ଥିବାରୁ ରାଜସ୍ବ ହାନୀ ସହ ପରିବେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri