ଗଞ୍ଜାମ

ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ

ଆସିକା,୨୭ା୪(ଡି.ଏନ୍‌.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ। ଅପହୃତ ଠିକାଦାର ଜଣକ କୋଟିବାଡି ଗ୍ରାମର ପ୍ରଶାନ୍ତ ଗୌଡ (୪୭) ଓ ତାଙ୍କ...

ଡାକ୍ତର, କର୍ମଚାରୀଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର  ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନୟାଗଡ଼ରୁ ଚିିକିତ୍ସା ପାଇଁ ଆସିଥିବା ସୀମାଞ୍ଚଳ ତ୍ରିପାଠୀ...

୬ ସାହିରେ ଘଟ ପରିକ୍ରମା: ମନମୋହୁଛି ରଥ, କଳାକୁଞ୍ଜ

ବ୍ରହ୍ମପୁର ଅଫିସ, ୨୭ା୪- ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଶୁକ୍ରବାର ୨୮ ଦିନରେ ପହଞ୍ଚିଛି। ଆଉ ୩ ଦିନ ପରେ ମା’ଙ୍କ ବାହୁଡାଣୀ ପର୍ବ ଅନୁଷ୍ଠିତ ହେବ। ଅର୍ଥାତ୍‌ ମା’ ବାପଘରୁ  ନିଜସ୍ବ ମନ୍ଦିରକୁ ବାହୁଡିବେ। ତେଣୁ...

ଜଣକୁ ହେଲେ ୧୦ ଜଣଙ୍କୁ ସଂକ୍ରମିତ ଆଶଙ୍କା

ଫୁଲବାଣୀ ଅଫିସ,୨୭ା୪- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସମୀର କୁମାର ଦାସ ଯୋଗଦେଇ ମ୍ୟାଲେରିଆ ଅଞ୍ଚଳରେ ସ୍ବତନ୍ତ୍ର ଦୃଷ୍ଟି ଦେବା ଉପରେ ଗୁରୁତ୍ୱାରୋପ...

ଛତ୍ରପୁର ହସ୍ପିଟାଲରେ ରାଜ୍ୟସ୍ତରୀୟ ସ୍ବାସ୍ଥ୍ୟ ମନିଟରିଂ ଟିମ୍‌

ଛତ୍ରପୁର,୨୬ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ହେଡକ୍ୱାର୍ଟରରେ ଥିବା ଛତ୍ରପୁର ହସ୍ପିଟାଲକୁ ୨୦୧୮-୧୯ରେ କାୟାକଳ୍ପ ପ୍ରଶଂସନୀୟ ପୁରସ୍କାର ମିଳିଥିଲା। ଏହି ପୁରସ୍କାର ପରେ ଭାରତ ସରକାରଙ୍କଠାରୁ ନ୍ୟାଶନାଲ କ୍ୱାଲିଟି ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡସ (ଏନ୍‌କ୍ୟୁଏସ) ପ୍ରମାଣପତ୍ର ହାସଲ ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷ ଉଦ୍ୟମ ଜାରି...

ଇଭିଏମ୍‌ ଭଙ୍ଗାରୁଜା ଘଟଣା: ନୀଳମଣିଙ୍କ ଜାମିନ ଶୁଣାଣି ୨କୁ ଘୁଞ୍ଚିଲା

ଭଞ୍ଜନଗର/ସୋରଡା,୨୬।୪ (ଡି.ଏନ.ଏ.)- ସୋରଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍‌ ମେଶିନ ଭାଙ୍ଗିବା ଅଭିଯୋଗରେ ଗତ ୧୮ ତାରିଖରୁ ସୋରଡା ଜେଲରେ ଅଛନ୍ତି। ଏହି ମାମଲାରେ ନୀଳମଣି ଜାମିନ ପାଇବା ପାଇଁ ଆବେଦନ କରିଥିବାବେଳେ ପୋଲିସ...

ରାଶନ କାର୍ଡରୁ ବଞ୍ଚିତ ୧୦ କୁଟିଆ ପରିବାର

ତୁମୁଡ଼ିବନ୍ଧ,୨୬ା୪(ଡି.ଏନ୍‌.ଏ.)- କୁଟିଆ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ସରକାର ସ୍ବତନ୍ତ୍ର ଯୋଜନା କରି ଆସୁଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହେଉ କି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଏହି ସମ୍ପ୍ରଦାୟର ଲୋକଙ୍କ ନିମନ୍ତେ କୌଣସି ...

ବାଳକରେ ପିଟ୍‌ବୁଲ୍‌ସ, ବାଳିକାରେ ଚ୍ୟାଲେଞ୍ଜର୍ସ ଚାମ୍ପିୟନ୍‌

ବ୍ରହ୍ମପୁର ଅଫିସ୍‌,୨୬ା୪- ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଗତ ୩ ଦିନ ହେଲା ଚାଲିଥିବା ପ୍ରଥମ ବ୍ରହ୍ମପୁର ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ଲିଗ୍‌ ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ବାଳକ ବର୍ଗରେ  ୪ଟି ଦଳ ଭାଗ ନେଇଥିଲେ।  ଫାଇନାଲ୍‌ ମ୍ୟାଚ୍‌ ବ୍ରହ୍ମପୁର ପିଟ୍‌ବୁଲ୍‌ସ ଏବଂ...

ଠାକୁରାଣୀ ଯାତ୍ରାଦାଣ୍ଡକୁ ଆକର୍ଷିତ କଲା ସମୂହ ଲଣ୍ଡାବେଶ

ବ୍ରହ୍ମପୁର ଅଫିସ,୨୬ା୪- ରେଶମ ନଗରୀ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଚଳିତ ବର୍ଷ ଯାତ୍ରାର ଗୁରୁବାର ୨୭ ଦିନ ପୂରିଛି। ସନ୍ଧ୍ୟାରେ ବାହାରିଥିବା ବିଜିପୁର ଲଣ୍ଡା ବେଶ ଯାତ୍ରାଦାଣ୍ଡକୁ ବେଶ୍‌ ଆକର୍ଷିତ କରିଥିଲା। ଶତାଧିକ ଶିଶୁଠାରୁ ବୟସ୍କ ବ୍ୟକ୍ତି...

ନିର୍ବାଚନ କାର୍ଯ୍ୟରେ ଯାଇ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ, କ୍ଷତିପୂରଣ ଦାବି

ଫୁଲବାଣୀ ଅଫିସ, ୨୬ା୪- କନ୍ଧମାଳ ଜିଲାରେ ନିର୍ବାଚନ କାର୍ଯ୍ୟରେ ଯାଇ ମାଓବାଦୀଙ୍କ ଗୁଳିରେ ଜିଆରଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ ଘଟଣାକୁ ଲୋକେ ଭୁଲି ନାହାନ୍ତି। ସେହିପରି ଅନ୍ୟ ଜଣେ ଶିକ୍ଷକ ଅଶୋକ କୁମାର ମଲ୍ଲିକ ନିର୍ବାଚନ କାର୍ଯ୍ୟରେ ଯାଇ ତାଙ୍କର...

ଇ-ମୂଲ୍ୟାୟନ କେନ୍ଦ୍ରରେ ରହୁନି ଇଣ୍ଟରନେଟ୍‌

ବ୍ରହ୍ମପୁର ଅଫିସ୍‌,୨୬ା୪- ଶିକ୍ଷା କ୍ଷେତ୍ର ଭଳି ଏକ ସମ୍ବେଦନଶୀଳ ବିଷୟକୁ ନେଇ ରାଜ୍ୟ ସରକାର କେମିତି ଖାମଖିଆଲ ମନୋଭାବ ରଖୁଛନ୍ତି, ତାହା ଯୁକ୍ତ ୨ ଖାତାଦେଖାରେ ସୃଷ୍ଟି ହୋଇଥିବା ବିଭ୍ରାଟରୁ ପ୍ରମାଣିତ ହେଉଛି। ବର୍ତ୍ତମାନ ଯୁକ୍ତ ୨ ଖାତା ମୂଲ୍ୟାୟନ...

ମୁକୁଳାପଡ଼ିଛି ଟ୍ରାନ୍ସଫର୍ମର, ଲୋକେ ଭୟଭୀତ

ଗଞ୍ଜାମ,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୪ ନଂ ଓ୍ବାର୍ଡର ରାଉଳସାହି ନିକଟସ୍ଥ ୟୁଏଇ ହଲ୍‌ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରଟି ଦୀର୍ଘବର୍ଷ ଧରି  ମୁକୁଳାପଡ଼ିଛି। ଏହାର ଚତୁଃପାର୍ଶ୍ୱରେ ସୁରକ୍ଷାବାଡ଼ା ନ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏଥିସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri