ଗଞ୍ଜାମ

ଗଞ୍ଜାମ ଏସ୍‌ପିଙ୍କ ଖବରଦାତା ସମ୍ମିଳନୀ, ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାର ଚାଲିଛି ତଦନ୍ତ

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ପୋଲିସ ଜିଲା ଅଞ୍ଚଳରେ ସାଧାରଣ ନିର୍ବାଚନ ବେଳେ ଘଟିଥିବା ଅପରାଧ ନେଇ ଅଭିଯୁକ୍ତଙ୍କ ବିରୋଧରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନଷ୍ଠାନ ସମ୍ପର୍କରେ ଶୁକ୍ରବାର ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି। ସୋରଡା ଥାନା...

ଇଭିଏମ୍‌ କଣ୍ଟ୍ରୋଲ୍‌ ୟୁନିଟ୍‌ ଭାଙ୍ଗିବା ମାମଲା : ଜେଲରେ ଭାଜପା ପ୍ରାର୍ଥୀ ନୀଳମଣି

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସୋରଡା ବ୍ଲକ ରେଣ୍ଟି ବୁଥ୍‌ରେ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଭାଙ୍ଗିବା ମାମଲାରେ ଭାଜପା ପ୍ରାର୍ଥୀ ନୀଳମଣି ବିଷୋୟୀ ଗିରଫ ହୋଇ ଜେଲ ଯାଇଛନ୍ତି। ଶୁକ୍ରବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି...

ମୁଖ୍ୟ ଡାକଘରେ ଦ୍ୱିତୀୟ କାଉଣ୍ଟର ଖୋଲାଯାଉ

ବ୍ରହ୍ମପୁର ଅଫିସ,୨୦ା୪-ଦକ୍ଷିଣ ଓଡ଼ିଶାର ବଡ଼ ସହର ବ୍ରହ୍ମପୁର ମୁଖ୍ୟ ଡାକଘର ଏବେ ଅବ୍ୟବସ୍ଥା ମଧ୍ୟରେ ରହିଛି । ସେଠାରେ ଥିବା ଦୁଇ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ଓ ଦୁଇଟି କାଉଣ୍ଟର ମଧ୍ୟରୁ ଗୋଟିଏ କାଉଣ୍ଟର ବନ୍ଦ କରି ଦିଆଯାଇଛି। ଜଣେ ଆସିଷ୍ଟାଣ୍ଟ...

ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି ହୋଇଛି। ସିମନବାଡ଼ିର ପ୍ରଦୀପ ନାୟକ ଏବଂ ରିପୁ ନାୟକଙ୍କ ଘରର ଛପର...

ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି

ବ୍ରହ୍ମପୁର ଅଫିସ୍‌,୨୦ା୪-ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ଏଥର ଲୋକମାନେ ଖୋଲାଖୋଲି ପରିବର୍ତ୍ତନର ସ୍ବର ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଜନମତ ସୃଷ୍ଟି ହୋଇଛି । ଏଥିରେ ଭୟଭୀତ ହୋଇ ମୁଖ୍ୟମନ୍ତ୍ରୀ ଯେନତେନ ପ୍ରକାରେ ନିର୍ବାଚନ ଜିତିବା ପାଇଁ ଅର୍ଥବଳ,...

ଯୁବକଙ୍କ ମୃତଦେହ ଉଦ୍ଧାର

ଆସିକା,୧୯।୪(ଡି.ଏନ୍‌.ଏ.):ଆସିକା ଥାନା ବାବନପୁର-ଢୁଙ୍କୁଣି ରାସ୍ତା କଡରେ ଏକ ଚାଷଜମିରୁ ଗୁରୁବାର ରାତିରେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ଏହି ଥାନା ଅନ୍ତର୍ଗତ ଖାରିଆ ଗ୍ରାମର ଚିତ୍ରସେନ ପ୍ରଧାନ (୨୨)। ପୋଲିସ ମୃତଦେହ ଉଦ୍ଧାର କରି...

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ

ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| କନ୍ଧମାଳ ଲୋକ ସଭା ଅଧୀନ ୭ ବିଧାନସଭା  ନିର୍ବାଚନମଣ୍ଡଳୀରେ ସନ୍ଧ୍ୟା ୫ଟା ସୁଦ୍ଧା ମତଦାନ ହାର ୫୭.୪ ରହିଛି। ଫୁଲବାଣୀ ବିଧାନସଭାରେ ୫୯%, ବାଲିଗୁଡା ବିଧାନସଭାରେ...

୬୩ନଂ. ବୁଥ୍‌ରେ ସାନି ମତଦାନ: ୯୯୬ରୁ ୫୩୯ଜଣ ଦେଲେ ଭୋଟ

ବ୍ରହ୍ମପୁର ଅଫିସ୍‌,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍‌ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍‌ରେ ମତଦାନ ଗ୍ରହଣ କରାଯାଇଥିଲା। ଏହି ବୁଥ୍‌ରେ ମୋଟ ୯୯୬ଜଣ ଭୋଟର୍‌ ଅଛନ୍ତି । ସେଥିରୁ ୫୩୯ଜଣ ଭୋଟ୍‌...

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ ଶତ୍ରୁତାରୁ ସଦାଶିବଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ଭାଇ ହାଡ଼ୁ ଥାନାରେ...

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର ଥାନା ଅନ୍ତର୍ଗତ ଆସ୍କା ରୋଡ ରଘୁପତି ନଗର ଦ୍ୱିତୀୟ ଲେନ୍‌  ବୋଲି ପୋଲିସ...

ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ

ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି ଓ ସୋରଡ଼ା ବିଧାନସଭା କ୍ଷେତ୍ରରେ ଗୁରୁବାର ମତଦାନ ହୋଇଯାଇଛି। ଲୋକ ସଭା...

ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri