ବ୍ରହ୍ମପୁର ଅଫିସ୍,୧୫ା୬-କଲିକତାସ୍ଥିତ ନୀଲରତନ ସିରକାର ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ୍ରେ ଜଣେ ୭୫ବର୍ଷୀୟ ରୋଗୀଙ୍କ ମୃତ୍ୟୁ ପରେ ସମ୍ପର୍କୀୟମାନେ ୨ ଜଣ ଡାକ୍ତରଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପଶ୍ଚିମବଙ୍ଗ ସରକାର ଚୁପ୍...
ବ୍ରହ୍ମପୁର ଅଫିସ,୧୫ା୬-ଜାନିବିଲି ବୃହତ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହାର ଅଗ୍ରଗତି ନେଇ ସମୀକ୍ଷା ପରେ ସମୀକ୍ଷା ବୈଠକ ହୋଇଛି । ଯୋଜନା କେବେ ସମ୍ପୂର୍ଣ୍ଣ ହେବ ତାହା ଅନିଶ୍ଚିତତା ମଧ୍ୟରେ ରହିଛି । ନିର୍ମାଣ...
ଛତ୍ରପୁର,୧୫ା୬(ଡି.ଏନ.ଏ)-ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥ, ରାଜ୍ୟ ଏନଏଚ୍, ରାଜ୍ୟ ରାଜପଥ ଏବଂ ଅନ୍ୟାନ୍ୟ କେତେକ ମୁଖ୍ୟ ରାସ୍ତାରେ ଦୈନିକ ଛୋଟ ବଡ଼ ଦୁର୍ଘଟଣା ଘଟିବାରେ ଲାଗିଛି। ଫଳରେ ଅକାଳରେ କେତେଜଣଙ୍କ ଜୀବନ ଚାଲିଯାଉଛି। ଆଉ କେତେଜଣ...
Archives
Model This Week
ପିଲାଙ୍କ ଧରିତ୍ରୀ