ଗଞ୍ଜାମ

ଗଞ୍ଜାମ ଏନ୍‌ଏସି: ନିଷ୍କାସନ ହୋଇପାରୁନି ବର୍ଷାଜଳ

ଗଞ୍ଜାମ,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ଗଞ୍ଜାମ ଅଞ୍ଚଳରେ ଦୁଇଦିନ ଧରି ଲଗାଣ ବର୍ଷା ହୋଇଥିଲା। ଉକ୍ତ ବର୍ଷା ପାଣି ସହରର ବିଭିନ୍ନ ସ୍ଥାନରେ ଜମି ରହିଛି। ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ବାରିକି ସାହି ନିକଟରେ ଏକ ଖୋଲା ପଡ଼ିଆରେ ବର୍ଷା...

କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଖଲ୍ଲିକୋଟ,୧୨ା୫(ଡି.ଏନ.ଏ.)- ଖଲ୍ଲିକୋଟ ଥାନା ଅନ୍ତର୍ଗତ ତାଳପଡ଼ା ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଶନିବାର ଜନୈକା ମହିଳାଙ୍କ କ୍ଷତାକ୍ତ ମୃତଦେହ ମିଳିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ପୋଲିସ ସୂଚନାନୁଯାୟୀ,...

ଫନୀରେ ଚିନାବାଦାମ ଫସଲ ଉଜୁଡିଲା

ପୋଲସରା,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ପୋଲସରାଞ୍ଚଳର ନିମିନା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନବରଗାଁର ବହୁ ଚାଷୀଙ୍କ ଚିନାବାଦାମ ଫସଲ ବ୍ୟାପକ କ୍ଷତି ହୋଇଛି। ଚାଷୀମାନେ ସରକାରୀ ବିହନ ବିକ୍ରୟ କେନ୍ଦ୍ରରୁ ଡିବିଟିଏଲ କାର୍ଡ ଜରିଆରେ ଚିନାବାଦାମ ବିହନ ଆଣି ଲଗାଇଥିଲେ। ଫସଲ ଅମଳ...

ଲିଚୁ ଉତ୍ପାଦନ ରେ ପାଣି ସାଜିଛି ଅନ୍ତରାୟ

ଫୁଲବାଣୀ ଅଫିସ, ୧୨ା୫- ଏବେ ଖରାଦିନ। ଖରା ଦିନିଆ ଫଳ ଲିଚୁର ଚାହିଦା ବହୁତ। ବିଶେଷ କରି କଟକ, ଭୁବନେଶ୍ୱରରେ ଏହାର ଚାହିଦା ଅଧିକ। ଏହାକୁ ଲକ୍ଷକରି କନ୍ଧମାଳ ଜିଲାରେ କେତେଜଣ ଚାଷୀ ଲିଚୁ ଚାଷକୁ ଆପଣେଇ ନେଇଛନ୍ତି। ଏଥିରୁ...

ଫନୀ ବିପନ୍ନଙ୍କ ପାଇଁ ସହାୟତା ଯୋଗାଡ଼ କଲା କନ୍ଧମାଳ ପୋଲିସ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୧ା୫(ଡି.ଏନ୍‌.ଏ.): ରାଜଧାନୀ ଭୁବନେଶ୍ୱର ସମେତ ପୁରୀ, କଟକ, କେନ୍ଦ୍ରାପଡ଼ା ଆଦି ଜିଲାରେ ଫନୀ ବାତ୍ୟାରେ ବହୁ କ୍ଷୟକ୍ଷତି ହେବା ସହ ଲୋକଙ୍କ ଆର୍ଥତ୍କ ମାନଦଣ୍ଡ ଭାଙ୍ଗିପଡ଼ିଛି। ଏଥିପାଇଁ ଜିଲା ତଥା ଜିଲା ବାହାରୁ ବିଭିନ୍ନ ବର୍ଗରୁ ସହାୟତାର ହାତ ବଢ଼ାଯାଇଥିବାବେଳେ କନ୍ଧମାଳ...

ବାତ୍ୟା ବିପନ୍ନଙ୍କ ଲାଗି ଜିଲା ପ୍ରଶାସନର ସହାୟତା : ନୂଆପଡ଼ା, ଚିଲିକା ଗଲେ ୮ ଡାକ୍ତର

ଛତ୍ରପୁର,୧୧ା୫(ଡି.ଏନ.ଏ)-ବାତ୍ୟା ‘ଫନୀ’ ପ୍ରଭାବିତ ଲୋକଙ୍କୁ ବିିଭିନ୍ନ ସାହାର୍ଯ୍ୟ ଓ ବାତ୍ୟା ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସହାୟତା ପ୍ରଦାନ କରାଯାଉଛି। ଜିଲାବାସୀ ସାହାର୍ଯ୍ୟ ଓ ସହଯୋଗ କରିବା କରିବାକୁ  ଜିଲାପାଳ ବିଜୟ ଅମୃତା...

ମ୍ୟାଲେରିଆ ନିରାକରଣ ପାଇଁ ଆରମ୍ଭ ହେଲା ‘ଦମନ’

ବ୍ରହ୍ମପୁର ଅଫିସ୍‌,୧୧ା୫-ଗଞ୍ଜାମ ଜିଲାରେ ମ୍ୟାଲେରିଆକୁ ନିୟନ୍ତ୍ରଣରେ ରଖିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲୁଛି । ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆକୁ ମୂଳପୋଛ କରିବା ପାଇଁ ଆରମ୍ଭ ହୋଇଯାଇଛି ‘ଦମନ’ । ଜିଲାର ୭ଟି ବ୍ଲକ ଯଥା ଧରାକୋଟ, ଚିକିଟି, କୁକୁଡ଼ାଖଣ୍ଡି, କୋଦଳା,...

ବଲାତ୍କାରୀ ଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୧ା୫-ଜଣେ ନାବାଳିକାଙ୍କୁ ବଳାତ୍କାର  ମାମଲାର ବିଚାର କରି ଡେଜିଗନେଟେଡ୍‌ ପୋକ୍‌ସୋ ଜଜ୍‌ ଦୀପକ କୁମାର ଅଭିଯୁକ୍ତ କାଳିଆ ଦାସଙ୍କୁ ଶୁକ୍ରବାର ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଏଥିସହ ୨୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ହେଇଛି।...

ଏସ୍‌ଏଚ୍‌ଜି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ମୁକାବିଲା ତାଲିମ

ବ୍ରହ୍ମପୁର ଅଫିସ୍‌,୧୧ା୫-ବଙ୍ଗୋପସାଗର ଉପକୂଳରେ ଥିବା ଗଞ୍ଜାମ ଜିଲାକୁ ପ୍ରତି ବର୍ଷ ବାତ୍ୟା ଏବଂ ବନ୍ୟାର ଭୟ ଦେଖାଦେଇଥାଏ । ୨୦୧୩ରେ ଫାଇଲିନ୍‌, ୨୦୧୪ରେ ହୁଡ୍‌ହୁଡ୍‌ ହେଉ ଅବା ୨୦୧୮ରେ ତିତ୍‌ଲି  ଏବଂ ପୁଣି ୨୦୧୯ରେ ଫନୀ ବାତ୍ୟାରେ ପ୍ରବଳ ଧନଜୀବନ...

ବାତ୍ୟା ‘ଫନୀ’କୁ ନେଇ ଲୋକେ ଭୟଭୀତ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼‘ଫନୀ’କୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗଞ୍ଜାମ ବ୍ଲକ ଗୋଡ଼ମପେଟା, କଣ୍ଟିଆଗଡ଼, ଗୋଖରକୁଦା ଆଦି ସମୁଦ୍ର କୂଳବର୍ତ୍ତୀ ଲୋକେ ପାଣିପାଗ ବିଭାଗଠାରୁ ସୂଚନା ପାଇବା ପରେ ଏକପ୍ରକାର ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏଥିସହିତ ସାମାଜିକ ଗଣମାଧ୍ୟମର ବହୁଳ...

ତିତ୍‌ଲି ଦୁଃଖ ଯାଇନି, ମାଡ଼ିଆସୁଛି ‘ଫନୀ’ ଲୋକେ ଆତଙ୍କିତ

ଭଞ୍ଜନଗର,୧ା୫(ଡି.ଏନ୍‌.ଏ.) : ସାମୁଦ୍ରିକ  ଝଡ଼  ତିତ୍‌ଲି ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ବ୍ୟାପକ ଧନଜୀବନ କ୍ଷୟକ୍ଷତି ହୋଇଥିଲା। ଇତିମଧ୍ୟରେ ତିତ୍‌ଲିକୁ ୬ ମାସ ପୂରିବାକୁ ବସିଥିବାବେଳେ ଏବେବି ଅନେକ ଲୋକଙ୍କ ଦୁଃଖ ଯାଇନାହିଁ ।  ଆଜିପର୍ଯ୍ୟନ୍ତ ବନ୍ୟା ସହାୟତା...

ଆସୁଛି ସାମୁଦ୍ରିକ ଝଡ଼ ‘ଫନୀ’ : ଗୋପାଳପୁର ବନ୍ଦରରେ ୨ନଂ. ବିପଦ ସଙ୍କେତ

ଗୋପାଳପୁର,୧ା୫-ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫନୀ’  ମୁକାବିଲା ନେଇ ତପତ୍ର ହୋଇପଡ଼ିଛି ପ୍ରଶାସନ। ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ଯେ କୌଣସି ପ୍ରକାର ସ୍ଥିତିର ମୁକାବିଲା କରିବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଥିବା ଜଣାପଡ଼ିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri