ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉର୍ନ୍ନୟନ ଅଧିକାରୀ...