ଗଞ୍ଜାମ

ବଜ୍ରପାତରେ ୨୭ ଗୋରୁ, ୯ ମେଣ୍ଢା ମୃତ

ଦିଗପହଣ୍ଡି/ପାତ୍ରପୁର,୯ା୬ (ଡି.ଏନ.ଏ.) -ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ବଜ୍ରପାତରେ ୨୭ ଗୋରୁଙ୍କ ମୃତ୍ୟୁ ହୋଇଥିବାବେଳେ ୯ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ବାଲିବାଡ ଗଁା ନିକଟରେ ଶନିବାର ବଜ୍ରପାତରେ ୧୪ ବଳଦ, ୨ ଗାଈ...

ଗଞ୍ଜେଇ ସହ କାର ଜବତ, ଜଣେ ଗିରଫ

ବାଲିଗୁଡା,୯ା୬(ଡି.ଏନ୍‌.ଏ.) -ବାଲିଗୁଡା ସ୍ଥିତ ଖଜୁରୀନାଳଠାରେ ଶୁକ୍ରବାର ରାତିରେ ପୋଲିସ ପାଟ୍ରୋଲିଂ କରୁଥିବାବେଳେ ଏକ କାରରୁ ଗଞ୍ଜେଇ ଜବତ କରିବା ସହ ଗାଡି ଚଲାଉଥିବା ମାଲିକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ସିନ୍ଦ୍ରିଗଁାର ରବୀନ୍ଦ୍ର ଦିଗାଳ। ଯେ, ଶୁକ୍ରବାର ବାଲିଗୁଡା...

ମୁକୁଳା ପଡ଼ିଛି ତ୍ରିବେଣୀନଗର ଡ୍ରେନ୍‌

ବ୍ରହ୍ମପୁର ଅଫିସ,୯ା୬-ବ୍ରହ୍ମପୁରକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ବହୁ ପଦକ୍ଷେପ ନେଉଛି। ଫାଉଣ୍ଟେନଠାରୁ ଆରମ୍ଭ କରି ସହରର କାନ୍ଥଗୁଡିକରେ ୱାଲ ପେଣ୍ଟିଂ, ଆବର୍ଜନାରୁ ପ୍ରସ୍ତୁତ ବିଭିନ୍ନ ମଡେଲକୁ ସହରର ବିଭିନ୍ନ ସ୍ଥାନରେ ସ୍ଥାପିତ...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପରୀକ୍ଷାଫଳ ପ୍ରକାଶ : ପାସ୍‌ ହାର ୯୦ ପ୍ରତିଶତ

ବ୍ରହ୍ମପୁର ଅଫିସ୍‌,୯ା୬-ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧୀନ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଏବଂ ଗୋପାଳପୁର ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି । ଏହି ୩ ମହାବିଦ୍ୟାଳୟର ମୋଟ ୧୧୨୦ ଛାତ୍ରୀଛାତ୍ର...

ବଜ୍ରାପାତରେ ମହିଳାଙ୍କ ଜୀବନ ଗଲା

ଦିଗପହଣ୍ଡି,୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ଶଙ୍କରଖାଳି ଗ୍ରାମର ଦଳିତ ସାହିରେ ଶନିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ଜୀବନ ଯାଇଛି। ମୃତକା ଜଣକ ହେଲେ ସୁଷମା ନାଇକ(୩୫)। ଶନିବାର ଅପରାହ୍ନରେ ସୁଷମା ବାଡ଼ିପଟେ କାମ...

ଆଇନଜୀବୀଙ୍କ ଘରୁ ଚୋରି : ୮ ଭରି ଗହଣା, ୫୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୮ା୬ : ସହରରେ ପୁଣି ଥରେ ଲୁଟେରାଦଳ ସକ୍ରିୟ ହୋଇ ଉଠିଛନ୍ତି। ଶୁକ୍ରବାର ରାତିରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡାସିଂ ରାମକୃଷ୍ଣ ନଗର ୪ର୍ଥ ଲେନ୍‌ରେ ରହୁଥିବା ଆଇନଜୀବୀ କେଶବ ଚନ୍ଦ୍ର ମହାନ୍ତିଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ...

ଯୌତୁକ ପାଇଁ ବଧୁ ହତ୍ୟା ଅଭିଯୋଗ: ଶ୍ୱଶୁର ଗିରଫ, ସ୍ବାମୀ ଫେରାର; ଶେରଗଡ଼ ପୋଲିସର ତଦନ୍ତ ଆରମ୍ଭ

ଶେରଗଡ଼, ୮।୬(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକ ଗୋବିନ୍ଦପୁର ନୂଆସାହି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଟଙ୍କା ଲାଗି ଜଣେ ବୋହୁଙ୍କୁ ଶ୍ୱଶୁର ଓ ସ୍ବାମୀ ମିଶି ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ...

ବଜାର ନିୟନ୍ତ୍ରଣ କମିଟିର ଚଞ୍ଚକତା ଅଭିଯୋଗ: ଟ୍ୟାକ୍ସ ଫାଙ୍କୁଛନ୍ତି ବାହାର ବ୍ୟବସାୟୀ

ଦାରିଙ୍ଗବାଡ଼ି,୮।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ କାର୍ଯ୍ୟ କରୁଥିବା ନିୟନ୍ତ୍ରିତ ବଜାର କମିଟି (ରାଇକିଆ) ପକ୍ଷରୁ ଅଞ୍ଚଳରେ ଚଞ୍ଚକତା କରାଯାଉଥିବା ଶନିବାର ସ୍ଥାନୀୟ ବ୍ୟବସାୟୀ ଅଭିଯୋଗ କରିଛନ୍ତି । ବଜାର କମିଟି ପକ୍ଷରୁ ହଳଦୀ, ଚାଉଳ ଆଦି ଟ୍ରକ ଏବଂ...

ନିଖୋଜ ବିମାନରେ ଥିଲେ ଓଡ଼ିଆ ପାଇଲଟ୍‌ ସୁନୀତ

ବ୍ରହ୍ମପୁର ଅଫିସ୍‌, ୮ା୬: ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ନିଖୋଜ ହେବାର ୫ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାର ପତ୍ତା ମିଳିନାହିଁ। ଉକ୍ତ ବିମାନରେ ଅନ୍ୟମାନଙ୍କ ମଧ୍ୟରେ ଓଡିଆ ପାଇଲଟ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏଏନ୍‌-୩୨ ବିମାନ...

ନର୍ସିଂହୋମ୍‌ରେ ଅବ୍ୟବସ୍ଥା, ତାଗିଦ କରି ଛାଡ଼ିଲା ପ୍ରଶାସନ

ବ୍ରହ୍ମପୁର ଅଫିସ୍‌,୮ା୬- ବ୍ରହ୍ମପୁର ସହରରେ ହୁ ହୁ ହୋଇ ବଢ଼ୁଛି ଘରୋଇ ନର୍ସିଂହୋମ୍‌। ସହରର ଗଳି କନ୍ଦି, ସବୁଆଡ଼େ ଏବେ ନର୍ସିଂହୋମ୍‌ ଦେଖିବାକୁ ମିଳୁଛି। ଏସବୁରେ ବେପାରକୁ ଅଧିକ ଗୁରୁତ୍ୱ ଦିଆଯାଉଛି। କିନ୍ତୁ ରୋଗୀଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ମିଳୁନି।...

ବ୍ଲେଡରେ ଦାଦା ଗଳା କାଟିଲା ପୁତୁରା

ବ୍ରହ୍ମପୁର ଅଫିସ,୮ା୬- ପୋଲସରା ଥାନା ଚିରିକିପଡ଼ାଶାସନ ପଞ୍ଚାୟତ ବିରିପୁର ଗ୍ରାମରେ ଶୁକ୍ରବାର ରାତିରେ ପୁତୁରା ଆକ୍ରମଣରେ ଦାଦା ଗୁରୁତର ହୋଇଛନ୍ତି। ଆହତ ଜଣକ ହେଲେ ବିରିପୁର ଗ୍ରାମର ଏସ. ରାଜାରାଓ ଦୋରା। ପ୍ରକାଶ ଯେ, ଶୁକ୍ରବାର ରାତି ପ୍ରାୟ ୮ଟାରେ...

ନାବାଳିକା ମା’ ହେବା ଘଟଣା: ନ୍ୟାୟ ପାଇଁ ପ୍ରେମିକଙ୍କ ମା’ଙ୍କୁ ବାନ୍ଧିଲା ମହିଳା ସଂଘ

ଖଲ୍ଲିକୋଟ,୮ା୬(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଅଞ୍ଚଳର ଜଣେ ୧୭ ବର୍ଷିୟା ନାବାଳିକା ମା’ ହେବା ଘଟଣାରେ ନ୍ୟାୟ ପାଇଁ ମହିଳା ସଂଘ ଅଣ୍ଟା ଭିଡିଛନ୍ତି। ନାବଳିକା ମା’ ହେବା ଘଟଣା ନେଇ ଖଲ୍ଲିକୋଟ ଥାନାରେ ପୂର୍ବରୁ ଏତଲା ହୋଇଥିଲା। ପୋଲିସ ମକଦ୍ଦମା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image